ରିଲିଜ ହେଲା ’ବାପା..ସୁପରମ୍ୟାନ’ର ଟ୍ରେଲର
ଭୁବନେଶ୍ୱର: ଏ ଦୁନିଆ ସବୁବେଳେ ମା’ର ତ୍ୟାଗକୁ ଦେଖି ଆସିଛି । କିନ୍ତୁ ପିଲାଙ୍କ ପାଇଁ ବାପାଙ୍କ ତ୍ୟାଗ, ସେବା କିଛି କମ ନୁହେଁ । ହେଲେ ସବୁବେଳେ ବାପାଙ୍କ ତ୍ୟାଗ, କଷ୍ଟ ସବୁବେଳେ ଲୁଚି ଯାଏ । ଏମିତି ଜଣେ ବାପାଙ୍କ ତ୍ୟାଗର କଥା କହିବ ‘ବାପା, ସୁପରମ୍ୟାନ’ ।
ସମସ୍ତଙ୍କର ଅପେକ୍ଷାକୁ…