ରାଜ୍ୟରେ ୬୮୧ ନୂଆ ଆକ୍ରାନ୍ତ ଚିହ୍ନଟ; ୧୧୮ ଛୁଆ ପଜିଟିଭ
ଭୁବନେଶ୍ବର: ରାଜ୍ୟରେ ଖସୁଛି କରୋନା ସଂକ୍ରମଣ ସଂଖ୍ୟା। ଗତ ୨୪ ଘଣ୍ଟାରେ ରାଜ୍ୟରୁ ଚିହ୍ନଟ ହୋଇଛନ୍ତି ୬୮୧ ଜଣ କରୋନା ଆକ୍ରାନ୍ତ। ଆଜି ୦-୧୮ ବର୍ଷ ଭିତରେ ୧୧୮ ଜଣ ଛୁଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। କ୍ୱାରେଣ୍ଟାଇନରୁ ୩୯୮ ଜଣ ପଜିଟିଭ ହୋଇଥିବା ବେଳେ ଓ ଲୋକାଲ୍ କଣ୍ଟାକ୍ଟ କେସ୍…