Latest Odisha News

BREAKING NEWS

Browsing Tag

odisha assemble

୨୦୨୩-୨୪ ସୁଦ୍ଧା ଏହି ସବୁ ସହରକୁ ମିଳିପାରେ ପାଇପ ଯୋଗେ ରନ୍ଧନ ଗ୍ୟାସ

ଭୁବନେଶ୍ୱର: ରାଜ୍ୟର ସବୁ ଜିଲ୍ଲାକୁ ପାଇପ ଯୋଗେ ଗ୍ୟାସ ଯେଗାଇ ଦିଆଯିବ । ଏଥିପାଇଁ କାମ ଚାଲିଛି । ଆସନ୍ତା ଆର୍ଥିକ ବର୍ଷ ୨୦୨୩-୨୪ ସୁଦ୍ଧା କାମ ସମ୍ପୂର୍ଣ୍ଣ ହେବା ପାଇଁ ଲକ୍ଷ୍ୟ ଧାର୍ଯ୍ୟ କରାଯାଇଛି ବୋଲି କହିଛନ୍ତି ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ ଅତନୁ ସବ୍ୟସାଚୀ ନାୟକ ।…

ଆସନ୍ତାକାଲି ବିଧାନସଭାରେ ଆସିବ ସ୍କୁଲ ବନ୍ଦ ସଂପର୍କିତ ପ୍ରସ୍ତାବ, ସର୍ବଦଳୀୟ ବୈଠକରେ ନିଷ୍ପତ୍ତି

ଆସନ୍ତାକାଲି ବିଧାନସଭାରେ ଆସିବ ସ୍କୁଲ ବନ୍ଦ ସଂପର୍କିତ ପ୍ରସ୍ତାବ । ସରକାରୀ ଦଳ ମୁଖ୍ୟ ସଚେତକ ପ୍ରସ୍ତାବ ଆଣିବେ । ଗୃହରେ ଏହି ପ୍ରସ୍ତାବ ଉପରେ ବିସ୍ତୃତ ଆଲୋଚନା କରାଯିବ । ସର୍ବଦଳୀୟ ବୈଠକରେ ଏନେଇ ନିଷ୍ପତ୍ତି ହୋଇଥିବା ବାଚସ୍ପତି ସୂଚନା ଦେଇଛନ୍ତି । ସର୍ବଦଳୀୟ ବୈଠକ ନିଷ୍ପତ୍ତି…

ଡିସେମ୍ବର ୩୧ ପୂର୍ବରୁ ବସିବ ଶୀତକାଳୀନ ଅଧିବେଶନ

ଭୁବନେଶ୍ୱର: ଡିସେମ୍ବର ୩୧ ପୂର୍ବରୁ ବସିବ ବିଧାନସଭାର ଶୀତକାଳୀନ ଅଧିବେଶନ । ଏନେଇ ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ର ସୂଚନା ଦେଇଛନ୍ତି । ବିଧାନସଭା ବିଧି ଅନୁସାରେ ୬୦ ଦିନ ଗୃହ କାର୍ଯ୍ୟ ଚାଲିବାର ବ୍ୟବସ୍ଥା ରହିଛି। ତୃତୀୟ ଓ ଚତୁର୍ଥ  ଅଧିବେଶନରେ ସର୍ବମୋଟ ୨୦ ଦିନ ଗୃହ କାର୍ଯ୍ୟ…