Latest Odisha News

BREAKING NEWS

Browsing Tag

Odisha Assembly Adjourned

ବିଧାନସଭାରେ ଜିଏସ୍‌ଟି ତାତି, ଅପରାହ୍ନ ୪ଟା ଯାଏଁ ଗୃହ ମୁଲତବି

ଭୁବନେଶ୍ୱର :   ବିଧାନସଭାରେ ଜିଏସ୍‌ଟି ତାତି। ଚୁଡ଼ା, ମୁଢ଼ି ଉପରେ GST ଲାଗୁ ପ୍ରସଙ୍ଗରେ କଂଗ୍ରେସ ବିଧାୟକମାନେ କେନ୍ଦ୍ର ସରକାରଙ୍କୁ ଟାର୍ଗେଟ କରି ଜୋରଦାର ହୋହଲ୍ଲା କରିଥିଲେ। ଏହାପରେ ଗୃହକୁ ପ୍ରଥମେ ୧୦ମିନିଟ୍ ଓ ପରେ ଅପରାହ୍ନ ୪ଟା ଯାଏଁ ମୁଲତବି ରଖିଛନ୍ତି ବାଚସ୍ପତି। ପ୍ରଶ୍ନକାଳରେ…

ଆଜି ବି ବିଧାନସଭାରେ ବିରୋଧୀଙ୍କ ହଟ୍ଟଗୋଳ, ସାଢ଼େ ୧୧ଟା ଯାଏ ଗୃହ ମୁଲତବୀ

ଭୁବନେଶ୍ୱର: ବିଧାନସଭା ଶୀତ ଅଧିବେଶନକୁ ୯ ଦିନ ହେଲାଣି । ସ୍ୱାଭାବିକ ହେଲାନି ଗୃହ କାର୍ଯ୍ୟ । ମମିତା ମେହେର ପ୍ରସଙ୍ଗରେ ସବୁଦିନ ଗୃହକାର୍ଯ୍ୟ ଠପ୍ । ଆଜି ବି ଗୃହ କାର୍ୟ୍ୟ ଆରମ୍ଭରୁ ହଟ୍ଟଗୋଳ କରିଛନ୍ତି ବିରୋଧୀ । ଗୃହ ମଧ୍ୟଭାଗରେ ପ୍ଲାକାର୍ଡ ପ୍ରଦର୍ଶନ ସହ ବିରୋଧୀ ଘଣ୍ଟମାଡ଼ କରିଥିଲେ ।…

ବିଧାନସଭା ପ୍ରଶ୍ନକାଳ ଆଜି ବି ଠପ୍, ଦିନ ସାଢ଼େ ୧୧ଟା ଯାଏ ମୁଲତବି

ଭୁବନେଶ୍ୱର: ଆଜି ଶେଷ ହେଉଛି ବିଧାନସଭାର ମୌସୁମୀ ଅଧିବେଶନ । ଶେଷ ଦିନରେ ବି ଚାଲି ପାରିଲା ନାହିଁ ପ୍ରଶ୍ନକାଳ । ଗୃହ କାର୍ୟ୍ୟ ଆରମ୍ଭରୁ ବିରୋଧୀ ନାରାବାଜି ଓ ହଟ୍ଟଗୋଳ କରିଥିଲେ । ଫଳରେ ବାଚସ୍ପତି ଦିନ ସାଢ଼େ ୧୧ଟା ଯାଏ ଗୃହକୁ ମୁଲତବି ଘୋଷଣା କରିଛନ୍ତି । ଗୃହରେ ଖଣି ଦୁର୍ନୀତି ଓ…

ଚାଲିପାରୁନି ବିଧାନସଭା, ଆଜି ପୁଣି ଶାସକ-ବିରୋଧୀ ମୁହାଁମୁହିଁ

ଭୁବନେଶ୍ୱର: ବିଧାନସଭାରେ ଅଚଳାବସ୍ଥା ଜାରି । ଚାଲି ପାରୁନି ଗୃହ କାର୍ଯ୍ୟ । ଆଜି ପୁଣି ମୁହାଁମୁହିଁ ହୋଇଛନ୍ତି ଶାସକ-ବିରୋଧୀ । ମଣ୍ଡି ସମସ୍ୟାକୁ ନେଇ କଂଗ୍ରେସ ଓ ବିଜେପିର ହଟ୍ଟଗୋଳ କରିଛନ୍ତି । ଅନ୍ୟପଟେ ଆତ୍ମହତ୍ୟା ଉଦ୍ୟମ ପ୍ରସଙ୍ଗରେ ବିଧାୟକ ସୁବାସ ପାଣିଗ୍ରାହୀଙ୍କ କ୍ଷମା ପ୍ରାର୍ଥନା…

ମଣ୍ଡି ତାତିରେ ଗୃହ ଅଚଳ, ଯୋଗାଣ ମନ୍ତ୍ରୀ ବିବୃତି ରଖିବାକୁ ବାଚସ୍ପତିଙ୍କ ରୁଲିଂ

ଭୁବନେଶ୍ୱର: ପ୍ରଥମ ପର୍ଯ୍ୟାୟ ଭଳି ବିଧାନସଭା ବଜେଟ୍ ଅଧିବେଶନ ଆରମ୍ଭରୁ ହଟ୍ଟଗୋଳ ଲାଗି ରହିଛି । ଦ୍ୱିତୀୟ ପର୍ଯ୍ୟାୟ ବଜେଟ୍ ଅଧିବେଶନ ଆରମ୍ଭର ପ୍ରଥମ ଦିନରୁ ଧାନ କିଣା ସମସ୍ୟାକୁ ନେଇ ସରକାରଙ୍କୁ ଘେରିଛନ୍ତି ବିରୋଧୀ । ବିଜେପି ଓ କଂଗ୍ରେସ ସଦସ୍ୟଙ୍କ ହୋହଲ୍ଲା ଯୋଗୁଁ ପ୍ରଶ୍ନକାଳ ଚାଲି…

ମଣ୍ଡି ତାତିରେ ପୁଣି ଗୃହ ମୁଲତବି, ମନ୍ତ୍ରୀଙ୍କ ଉତ୍ତର ନୁହେଁ ମୋସନ୍ ଆଣିବାକୁ ବିରୋଧୀଙ୍କ ଦାବି

ଭୁବନେଶ୍ୱର: ମଣ୍ଡି ସମସ୍ୟା ତାତିରେ ଚାଲି ପାରିଲାନି ବିଧାନସଭା । ପ୍ରଥମେ ପ୍ରଶ୍ନକାଳ ପରେ ଶୂନ୍ୟକାଳରେ ବିରୋଧୀ ହୋହଲ୍ଲା କରିଛନ୍ତି । ଗୃହରେ ବିରୋଧୀଙ୍କ ହୋହଲ୍ଲା ମଧ୍ୟରେ ବାଚସ୍ପତିଙ୍କ ରୁଲିଂ ଅନୁସାରେ ସମବାୟ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ୱାଇଁ ଗୃହରେ ବିବୃତି ରଖିଛନ୍ତି । ରାଜ୍ୟରେ…

ତୃତୀୟ ଦିନ ଅଧିବେଶନ ଆରମ୍ଭରୁ ମଣ୍ଡି ପ୍ରସଙ୍ଗରେ ବିଧାନସଭା ହୁଲସ୍ତୁଲ୍, ଗୃହ ମୁଲତବି

ଭୁବନେଶ୍ୱର: ବଜେଟ୍ ଅଧିବେଶନର ତୃତୀୟ ଦିନ ଆରମ୍ଭରୁ ଗୃହ ପୁଣି ଚାଲି ପାରିନାହିଁ । ପ୍ରଶ୍ନକାଳ ଆରମ୍ଭରୁ ଗୃହରେ ବିରୋଧୀ ବିଜେପି ଓ କଂଗ୍ରେସ ସଦସ୍ୟ ହଟ୍ଟଗୋଳ କରିଛନ୍ତି । ଫ୍ଲାକାର୍ଡ ଦେଖାଇ ଉଭୟ ଦଳର ବିଧାୟକ ଗୃହରେ ନାରାବାଜି କରିଥିଲେ । ଫଳରେ ବାଚସ୍ପତି ବିଧାନସଭାକୁ ୧୧ଟା ୩୦ ଯାଏ…

ହଟ୍ଟଗୋଳରୁ ବିଧାନସଭା ଅଧିବେଶନର ଦ୍ୱିତୀୟ ଦିନ ଆରମ୍ଭ: ସାଢ଼େ ୧୧ଟା ଯାଏ ଗୃହ ମୁଲତବୀ

ଭୁବନେଶ୍ୱର: ବିଧାନସଭା ବଜେଟ ଅଧିବେଶନର ଦ୍ୱିତୀୟ ଦିନ ଆରମ୍ଭ ହେବା କ୍ଷଣି ତମ୍ବିତଫାନ । ବିରୋଧଙ୍କ ହଟ୍ଟଗୋଳ, ନାରାବାଜି । ଧାନକିଣା ବେଳେ ମଣ୍ଡିରେ ଅବ୍ୟବସ୍ଥା ଓ ଚାଷୀ ସମସ୍ୟା ନେଇ ବିରୋଧୀ ସଦସ୍ୟ ହଙ୍ଗାମା ଆରମ୍ଭ କରି ଦେଇଥିଲେ । ଏହି ଦୁଇଟି ପ୍ରସଙ୍ଗରେ ସ୍ୱତନ୍ତ୍ର ମୋସନ୍ ଆଣି ଆଲୋଚନା…