Latest Odisha News

BREAKING NEWS

Browsing Tag

Odisha Assembly Monsoon Session

ଓଡ଼ିଶା ବିଶ୍ୱବିଦ୍ୟାଳୟ ସଂଶୋଧନ ବିଲ୍‌ ପାରିତ

ଭୁବନେଶ୍ୱର: ୪ ଦିନ ଧରି ତର୍କ ବିତର୍କ ଓ ଆଲୋଚନା ପରେ ଆଜି ବିଧାନସଭାରେ ପାରିତ ହୋଇଛି ଓଡ଼ିଶା ବିଶ୍ୱବିଦ୍ୟାଳୟ ସଂଶୋଧନ ବିଲ୍‌-୨୦୨୦ । ଗୃହରେ ବାଚନିକ ଭୋଟ ମାଧ୍ୟମରେ ବିଲ୍‌ଟିକୁ ପାରିତ କରାଯାଇଛି । ବିଲ୍ ଆଲୋଚନା ବେଳେ ବିଜେପି ସଦସ୍ୟମାନେ ଗୃହରେ ଧାରଣାରେ ବସିଥିଲେ ଏବଂ ନାରାବାଜି…

ଝୁରୁଛି ବିଧାନସଭା: ‘ମରିନାହିଁ ମହାରଥୀ, ସରିନାହିଁ ରାଜନୀତି’

ଭୁବନେଶ୍ୱର: ମହାରଥୀଙ୍କୁ ଝୁରୁଛି ବିଧାନସଭା । ଗୃହରେ ସ୍ମୃତି ଚାରଣ ସମୟରେ ତାଙ୍କ ବିୟୋଗରେ ଭାବୁକ ହୋଇପଡିଥିଲେ ସମସ୍ତ ବିଧାୟକ। ମୁଖ୍ୟମନ୍ତ୍ରୀ ଆଣିଥିବା ଶୋକ ପ୍ରସ୍ତାବକୁ ସମର୍ଥନ କରି ଦୁଃଖିତ ଓ ମର୍ମାହତ ବୋଲି ବିବୃତି ରଖିଥିଲେ ବିରୋଧୀ ଦଳ ନେତା ପ୍ରଦୀପ୍ତ ନାଏକ । ସେହିପରି…

ମହାରଥୀଙ୍କ ପାଇଁ ବିଧାନସଭାରେ ଶୋକପ୍ରସ୍ତାବ

ଭୁବନେଶ୍ୱର: ବରିଷ୍ଠ ବିଜେଡି ନେତା ପ୍ରଦୀପ ମହାରଥୀଙ୍କ ବିୟୋଗରେ ବିଧାନସଭାରେ ଆଗତ ହେଲା ଶୋକପ୍ରସ୍ତାବ । ଗୃହରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ଶୋକପ୍ରସ୍ତାବ ଆଣିଛନ୍ତି । ଏହାକୁ ବିରୋଧୀ ଦଳ ନେତା ପ୍ରଦୀପ୍ତ ନାୟକ ସମର୍ଥନ କରିଛନ୍ତି । ମହାରଥୀଙ୍କ ବିୟୋଗରେ ଶୋକ ପ୍ରକାଶ…

କୋଭିଡ ପରିଚାଳନା ନେଇ ବିଧାନସଭାରେ ପ୍ରଶ୍ନ ଉଠାଇଲେ ସନ୍ତୋଷ ସିଂହ ସାଲୁଜା

ଭୁବନେଶ୍ୱର: ବିଧାନସଭା ମୌସୁମୀ ଅଧିବେଶନର ଦ୍ୱିତୀୟ ଦିନରେ କୋଭିଡ୍ ପରିଚାଳନା ପ୍ରସଙ୍ଗରେ ସରକାରଙ୍କ ଟାର୍ଗେଟ କରିଛନ୍ତି କଂଗ୍ରେସ ବିଧାୟକ ସନ୍ତୋଷ ସିଂହ ସାଲୁଜା । ଅଭିଯୋଗ କରିଛନ୍ତି, ସରକାର କରୋନା ପ୍ରସଙ୍ଗରେ ତଥ୍ୟ ଲୁଚାଉଛନ୍ତି । ସନ୍ତୋଷ ସିଂହ ସାଲୁଜା ଆହୁରି କହିଛନ୍ତି, କରୋନା…

ବିଧାନସଭା ଅଧିବେଶନ: ବିନା କରୋନା ପରୀକ୍ଷାରେ ଗଣମାଧ୍ୟମ ପ୍ରତିନିଧିଙ୍କ ପ୍ରବେଶ ମନା

ଭୁବନେଶ୍ୱର: ଆସନ୍ତା ୨୯ ତାରିଖରୁ ଆରମ୍ଭ ହେବ ବିଧାନସଭାର ମୌସୁମୀ ଅଧିବେଶନ । ଏହା ୨୯ରୁ ଆରମ୍ଭ ହୋଇ ଅକ୍ଟୋବର ୭ ଯାଏଁ ଚାଲିବ । ତେବେ ଏହି ସମୟରେ ସମସ୍ତ ପ୍ରକାରର କୋଭିଡ ଗାଇଡଲାଇନ୍ ପାଳନ କରାଯିବ । ବିଧାନସଭା ସମୟରେ ଯେଉଁ ଗଣମାଧ୍ୟମ କର୍ମଚାରୀ କଭରେଜ ପାଇଁ ଯିବେ ସେମାନଙ୍କ ମଧ୍ୟ…

ବିଧାୟକଙ୍କ କରୋନା ଟେଷ୍ଟ ନେଇ ଆସନ୍ତାକାଲି ଗୁରୁତ୍ୱପୂର୍ଣ୍ଣ ବୈଠକ

ଭୁବନେଶ୍ୱର: ଆସନ୍ତା ସେପ୍ଟେମ୍ୱର ୩୦ ପୂର୍ବରୁ ବସିବ ଓଡ଼ିଶା ବିଧାନସଭାର ମୌସୁମୀ ଅଧିବେଶନ । ତାପୂର୍ବରୁ ଜଣଙ୍କ ପରେ ଜଣେ ମନ୍ତ୍ରୀ ଓ ବିଧାୟକ କରୋନା ସଂକ୍ରମିତ ହେଉଛନ୍ତି । ଅଧିବେଶନ ଆଗରୁ ବିଧାୟକଙ୍କ କୋଭିଡ୍ ଟେଷ୍ଟ ହେବ କି ନାହିଁ, ସେନେଇ ଆସନ୍ତାକାଲି ବସୁଛି ଗୁରୁତ୍ୱପୂର୍ଣ୍ଣ ବୈଠକ…