Latest Odisha News
Browsing Tag

Odisha Assembly Speaker

ନିର୍ଦ୍ୱନ୍ଦ୍ୱରେ ବାଚସ୍ପତି ଭାବେ ନିର୍ବାଚିତ ହେଲେ ବିକ୍ରମ କେଶରୀ ଆରୁଖ

ଭୁବନେଶ୍ୱର: ବିଧାନସଭା ବାଚସ୍ପତି ଭାବେ ନିର୍ବାଚିତ ହୋଇଛନ୍ତି ବିକ୍ରମ କେଶରୀ ଆରୁଖ । ସ୍ୱତନ୍ତ୍ର ଅଧବେଶନରେ ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହୋଇଛନ୍ତି ଆରୁଖ । ବାଚନିକ ଭୋଟ ପରେ ନୂଆ ବାଚସ୍ପତିଙ୍କ ନାଁ ଘୋଷଣା କରାଯାଇଛି । ଆରୁଖଙ୍କ ନାଁ ଘୋଷଣା କରିଛନ୍ତି ଉପବାଚସ୍ପତି ରଜନୀକାନ୍ତ ସିଂହ ।…

ନାମାଙ୍କନ ପତ୍ର ଦାଖଲ କଲେ ବିକ୍ରମ ଆରୁଖ, ୧୩ରେ ବାଚସ୍ପତି ନିର୍ବାଚନ

ଭୁବନେଶ୍ୱର: ବାଚସ୍ପତି ପଦ ପାଇଁ ନାମାଙ୍କନ ପତ୍ର ଦାଖଲ କରିଛନ୍ତି ବିକ୍ରମ କେଶରୀ ଆରୁଖ । ସେ ବିଧାନସଭା ସଚିବଙ୍କ ନିକଟରେ ନାମାଙ୍କନ ଦାଖଲ କରିଛନ୍ତି । ଆସନ୍ତା ୧୩ ତାରିଖରେ ନିର୍ବାଚିତ ହେବେ ନୂଆ ବାଚସ୍ପତି । ଶ୍ରୀ ଆରୁଖ ଏବେ ଭଞ୍ଜନଗର ନିର୍ବାଚନ ମଣ୍ଡଳିରୁ ବିଧାୟକ ଅଛନ୍ତି ।…