Latest Odisha News
Browsing Tag

Odisha Assembly winter session

ବିଧାନସଭା ଶୀତ ଅଧିବେଶନ ପାଇଁ ଆଜି ସର୍ବଦଳୀୟ ବୈଠକ

ଭୁବନେଶ୍ୱର: ଆସନ୍ତା ୨୦ ତାରିଖରୁ ବିଧାନସଭାର ଶୀତ ଅଧିବେଶନ । ତାପୂର୍ବରୁ ଆଜି ବସୁଛି ସର୍ବଦଳୀୟ ବୈଠକ । ସକାଳ ୧୧ଟାରେ ବାଚସ୍ପତିଙ୍କ ଅଧ୍ୟକ୍ଷତାରେ ଏହି ବୈଠକ ବସିବ । କୋଭିଡ୍ କଟକଣା ଭିତରେ କିଭଳି ଗୃହ କାର୍ୟ୍ୟ ସୁରୁଖୁରୁରେ ଚାଲିବ ସେନେଇ ସବୁ ଦଳ ସହଯୋଗ ଲୋଡ଼ିବେ ବାଚସ୍ପତି ।…

ଶୀତ ଅଧିବେଶନ ପୂର୍ବରୁ ଆଜିଠୁ ବିଧାୟକଙ୍କ କୋଭିଡ୍ ଟେଷ୍ଟ

ଭୁବନେଶ୍ୱର: ଆସନ୍ତା ୨୦ ତାରିଖରୁ ବିଧାନସଭାର ଶୀତ ଅଧିବେଶନ । ତାପୂର୍ବରୁ ଆଜିଠୁ ମନ୍ତ୍ରୀ, ବିଧାୟକ ଓ କର୍ମଚାରୀଙ୍କର ହେବ କୋଭିଡ୍ ଟେଷ୍ଚ । ଆଜିଠାରୁ ୩ଦିନ ଧରି ଚାଲିବ କରୋନା ପରୀକ୍ଷା । ଯେଉଁମାନଙ୍କର ରିପୋର୍ଟ ନେଗେଟିଭ ଆସିବ ସେମାନଙ୍କୁ ବିଧାନସଭା ଅଧିବେଶନରେ ସାମିଲ ହେବାକୁ ଅନୁମତି…

ନଭେମ୍ବର ୨୦ରୁ ବିଧାନସଭା ଶୀତ ଅଧିବେଶନ

ଭୁବନେଶ୍ୱର: ଆସନ୍ତା ନଭେମ୍ବର ୨୦ରୁ ବସିବ ବିଧାନସଭା ଶୀତ ଅଧିବେଶନ । ଏହା ନଭେମ୍ବର ୨୦ରୁ ଡିସେମ୍ବର ୩୧ ପର୍ଯ୍ୟନ୍ତ ଚାଲିବ । ବିଧାନସଭା ଶୀତ ଅଧିବେଶନର ପ୍ରଥମ ଦିନରେ ହିଁ ୨୦୨୦-୨୧ ଆର୍ଥିକ ବର୍ଷର ପ୍ରଥମ ଅତିରିକ୍ତ ବଜେଟ୍ ଆଗତ ହେବ ବୋଲି କାର୍ଯ୍ୟସୂଚୀ ପ୍ରସ୍ତୁତ ହୋଇଛି। ଚଳିତଥର…