ଫେବୃୟାରୀ ୨୧ରୁ ଆରମ୍ଭ ହେବ ବିଧାନସଭା ବଜେଟ ଅଧିବେଶନ
ଭୁବନେଶ୍ୱର:ଫେବୃଆରୀ ୨୧ରୁ ବସିବ ବିଧାନସଭା ବଜେଟ ଅଧିବେଶନ । ୨ଟି ପର୍ଯ୍ୟାୟରେ ଏହି ବଜେଟ ଅଧିବେଶନ ଚାଲିବ । ଫେବୃଆରୀ ୨୧ରୁ ଆରମ୍ଭ ହୋଇ ଏପ୍ରିଲ ୬ ପର୍ଯ୍ୟନ୍ତ ବଜେଟ ଅଧିବେଶନ ଚାଲିବ । ପ୍ରଥମ ପର୍ଯ୍ୟାୟ ଫେବ୍ରୁଆରୀ ୨୧ରୁ ଆରମ୍ଭ ହୋଇ ମାର୍ଚ୍ଚ ୨ ଯାଏଁ ଚାଲିବ । ୨ୟ ପର୍ଯ୍ୟାୟ ମାର୍ଚ୍ଚ…