Latest Odisha News
Browsing Tag

Odisha assembly

ବିଧାନସଭାରେ ୧୬, ୮୦୦ କୋଟିର ଅତିରିକ୍ତ ବଜେଟ୍ ଆଗତ

ଭୁବନେଶ୍ୱର: ଶୀତ ଅଧିବେଶନର ପ୍ରଥମ ଦିନରେ ବିଧାନସଭାରେ ଆଗତ ହୋଇଛି ଅତିରିକ୍ତ ବଜେଟ୍ । ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀଙ୍କ ଅନୁପସ୍ଥିତିରେ ପଞ୍ଚାୟତିରାଜ ମନ୍ତ୍ରୀ ପ୍ରଦୀପ ଅମାତ ଅତିରିକ୍ତ ବଜେଟ୍ ଉପସ୍ଥାପନ କରିଛନ୍ତି । ୨୦୨୨-୨୩ ଆର୍ଥିକ ବର୍ଷ ଲାଗି ୧୬ ହଜାର ୮୦୦ କୋଟିର ଅତିରିକ୍ତ…

ବିଧାନସଭା ଆସିବେନି ନବୀନ ଓ ୨ ପ୍ରଫୁଲ୍ଲ, ସ୍ୱାସ୍ଥ୍ୟଗତ ସମସ୍ୟା ପାଇଁ ଭିସିରେ ରହିବେ

ଭୁବନେଶ୍ୱର: ବିଧାନସଭାର ଶୀତ ଅଧିବେଶନ ଆଜିଠୁ ଆରମ୍ଭ ହୋଇଛି । ଅଧିବେଶନର ପ୍ରଥମ ଦିନରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୃହରେ ଉପସ୍ଥିତ ଥିଲେ । ଆଗକୁ ମୁଖ୍ୟମନ୍ତ୍ରୀ ଭିଡିଓ କନଫରେନ୍ସିଂ ମାଧ୍ୟମରେ ଗୃହ କାର୍ଯ୍ୟରେ ଅଂଶଗ୍ରହଣ କରିବେ । ନବୀନଙ୍କ ସହ ମନ୍ତ୍ରୀ ପ୍ରଫୁଲ୍ଲ ମଲ୍ଲିକ ଓ…

ବିଧାନସଭାରୁ ହଟିଲା କୋଭିଡ୍ କଟକଣା, ପ୍ରେସ୍ ଗ୍ୟାଲେରୀକୁ ସାମ୍ବାଦିକଙ୍କୁ ମିଳିବ ଅନୁମତି

ଭୁବନେଶ୍ୱର: ଆସନ୍ତା ୨୪ ତାରିଖରୁ ଆରମ୍ଭ ହେଉଥିବା ବିଧାନସଭାର ଶୀତ ଅଧିବେଶନରେ ରହିବନି କୋଭିଡ୍ କଟକଣା । ବିଧାନସଭା ଅଧିବେଶନ ସୁପରିଚାଳନା ନେଇ ଆଜି ବସିଥିବା ସର୍ବଦଳୀୟ ବୈଠକରେ ଏ ନିଷ୍ପତ୍ତି ହୋଇଛି । ବିଧାନସଭାରୁ କୋଭିଡ୍ କଟକଣା ହଟିଥିବା ସୂଚନା ଦେଇଛନ୍ତି ବାଚସ୍ପତି ବିକ୍ରମ ଆରୁଖ ।…

ନଭେମ୍ବର ୨୪ରୁ ଓଡ଼ିଶା ବିଧାନସଭାର ଶୀତକାଳୀନ ଅଧିବେଶନ

ଭୁବନେଶ୍ୱର: ଆସନ୍ତା ୨୪ରୁ ଆରମ୍ଭ ହେବ ଓଡ଼ିଶା ବିଧାନସଭାର ଶୀତକାଳୀନ ଅଧିବେଶନ । ଏନେଇ ସଂସଦୀୟ ବ୍ୟାପାର ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି । ବିଜ୍ଞପ୍ତି ଅନୁସାରେ, ଶୀତ ଅଧିବେଶନରେ ୩୩ଟି କାର୍ଯ୍ୟ ଦିବସ ରହିବ । ଷୋଡ଼ଦଶ ବିଧାନସଭାର ୧୧ତମ ଅଧିବେଶନ ନଭେମ୍ବର ୨୪ରୁ ଆରମ୍ଭ ହୋଇ…

ବିରୋଧୀଙ୍କ ପାଇଁ ମୁଲତବି ହେଲା ବିଧାନସଭା

ଭୁବନେଶ୍ୱର: ଆଜି ବିଧାନସଭାରେ ଆରମ୍ଭରୁ ବିରୋଧୀଙ୍କ ହଟ୍ଟଗୋଳ, ହୋହଲ୍ଲା ଦେଖିବାକୁ ମିଳିଛି । ଫଳରେ ବାଚସ୍ପତି ବିଧାନସଭାକୁ ଦିନ ୧୧ଟା ୩୦ ଯାଏ ମୁଲତବି ଘୋଷଣା କରିଛନ୍ତି । ପ୍ରଶ୍ନକାଳ ଆରମ୍ଭରୁ ବାଚସ୍ପତିଙ୍କ ପୋଡ଼ିୟମ ତଳେ ବିଜେପି, କଂଗ୍ରେସ ସଦସ୍ୟ ହଟ୍ଟଗୋଳ କରିଥିଲେ । ଫଳରେ ଦିନ ସାଢ଼େ…

ବିଧାୟକଙ୍କ ଦରମା ବୃଦ୍ଧି ଦାବିରେ ଗୃହରେ ଏକାଠି ହେଲେ ସବୁ ଦଳ

ଭୁବନେଶ୍ୱର: ବିଧାୟକଙ୍କ ଦରମା ବୃଦ୍ଧି ଦାବିରେ ବିଧାନସଭାରେ ଏକାଠି ହୋଇଛନ୍ତି ସବୁ ଦଳ । ଶୂନ୍ୟକାଳରେ ବିଧାୟକଙ୍କ ଦରମା ବୃଦ୍ଧି ପ୍ରସଙ୍ଗ ବିଜେପି, କଂଗ୍ରେସ ଓ ବିଜେଡି ସଦସ୍ୟ ଉଠାଇଛନ୍ତି । ପ୍ରଥମେ ଦରମା ବୃଦ୍ଧି ପ୍ରସଙ୍ଗ ଉଠାଇଥିଲେ ମୋହନ ମାଝୀ । କହିଥିଲେ ୨୦୧୭ରେ ବିଧାୟକଙ୍କ ଦରମା ଶେଷ…

ଗୃହରେ କଂଗ୍ରେସ ବିଧାୟକଙ୍କ ହଟ୍ଟଗୋଳ, ବାଚସ୍ପତି ଡାକିଲେ ସର୍ବଦଳୀୟ ବୈଠକ

ଭୁବନେଶ୍ୱର: ପ୍ରଶ୍ନକାଳ ଆରମ୍ଭରୁ ବିଧାନସଭାରେ ହଟ୍ଟଗୋଳ । ବିଧାନସଭା ପ୍ରେସ୍ ଗ୍ୟାଲେରୀକୁ ସାମ୍ବାଦିକଙ୍କୁ ଛାଡ଼ିବାକୁ ଦାବି କରି ପ୍ରଶ୍ନକାଳ ଆରମ୍ଭରୁ କଂଗ୍ରେସ ବିଧାୟକ ହୋ ହଲ୍ଲା କରିଥିଲେ । କୋଭିଡ୍ କଟକଣାରେ ଗୃହ ଚାଲିଛି । ସର୍ବଦଳୀୟ ବୈଠକରେ ମଧ୍ୟ ଏନେଇ ନିଷ୍ପତ୍ତି ହୋଇଥିବା…

ନୂପୁର ଶର୍ମାଙ୍କ ମନ୍ତବ୍ୟକୁ ନେଇ ଗୃହରେ ହଟ୍ଟଗୋଳ, ବିଧାନସଭା ମୁଲତବି

ଭୁବନେଶ୍ୱର: ଆଜିଠାରୁ ଆରମ୍ଭ ହୋଇଛି ବିଧାନସଭାର ମୌସୁମୀ ଅଧିବେଶନ । ପ୍ରଶ୍ନକାଳ ଠିକଠାକ୍ ଚାଲିଥିବା ବେଳେ ଶୂନ୍ୟକାଳରେ ଗୃହରେ ହୋହଲ୍ଲା ଯୋଗୁଁ ଗୃହକୁ ମୁଲତବି କରାଯାଇଛି । ବିଜେପିରୁ ନିଲମ୍ବିତ ସାଂସଦ ନୂପୁର ଶର୍ମାଙ୍କ ବୟାନକୁ ଗୃହରେ ଉଠାଇଥିଲେ କଂଗ୍ରେସ ବିଧାୟକ ଦଳ ନେତା ନରସିଂହ…

ନିର୍ଦ୍ୱନ୍ଦ୍ୱରେ ବାଚସ୍ପତି ଭାବେ ନିର୍ବାଚିତ ହେଲେ ବିକ୍ରମ କେଶରୀ ଆରୁଖ

ଭୁବନେଶ୍ୱର: ବିଧାନସଭା ବାଚସ୍ପତି ଭାବେ ନିର୍ବାଚିତ ହୋଇଛନ୍ତି ବିକ୍ରମ କେଶରୀ ଆରୁଖ । ସ୍ୱତନ୍ତ୍ର ଅଧବେଶନରେ ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହୋଇଛନ୍ତି ଆରୁଖ । ବାଚନିକ ଭୋଟ ପରେ ନୂଆ ବାଚସ୍ପତିଙ୍କ ନାଁ ଘୋଷଣା କରାଯାଇଛି । ଆରୁଖଙ୍କ ନାଁ ଘୋଷଣା କରିଛନ୍ତି ଉପବାଚସ୍ପତି ରଜନୀକାନ୍ତ ସିଂହ ।…

ଓଡ଼ିଶା ଏକ ନମ୍ବର ପେପରଲେସ୍ ବିଧାନସଭା

ଭୁବନେଶ୍ୱର: ଦେଶରେ ସବୁ ବିଧାନସଭା ମଧ୍ୟରେ ଓଡ଼ିଶା ବିଧାନସଭା ଏକ ନମ୍ବର । ମୁଖ୍ୟମନ୍ତ୍ରୀ କିମ୍ବା ବିଜେଡି ଏହି ଘୋଷଣା କରିନି । ବାଚସ୍ପତି ଡ. ସୂର୍ଯ୍ୟ ନାରାୟଣ ପାତ୍ର ଏହି ସୂଚନା ଦେଇଛନ୍ତି । ଚଳିତ ମାସରେ କେନ୍ଦ୍ର ସରକାର ଏକ ଭବ୍ୟ କାର୍ଯ୍ୟକ୍ରମ କରି ଏହି ସମ୍ମାନ ପ୍ରଦାନ କରିବେ ।…