Latest Odisha News

BREAKING NEWS

Browsing Tag

Odisha assembly

ଆଜି ବିଧାନସଭାରେ ଆସିବ କାମଚଳା ବଜେଟ୍

ଭୁବନେଶ୍ୱର: ଆଜି ବିଧାନସଭାରେ ଆସିବ କାମଚଳା ବଜେଟ୍ । ୨୦୨୨-୨୩ ଆର୍ଥିକ ବର୍ଷ ପାଇଁ ୧.୦୬ ଲକ୍ଷ କୋଟି ଟଙ୍କାର ବଜେଟ୍ ଉପସ୍ଥାପନ କରିବେ ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ । ଆଜି କାମଚଳା ବଜେଟ୍ ଓ ପରେ ପୂର୍ଣ୍ଣାଙ୍ଗ ବଜେଟ୍ ବିଧାନସଭାରେ ଉପସ୍ଥାପିତ ହେବ । ବଜେଟରେ ଭିତ୍ତିଭୂମି,…

୨୫ ତାରିଖରୁ ବିଧାନସଭା ବଜେଟ୍ ଅଧିବେଶନ, ଆଜି ସର୍ବଦଳୀୟ ବୈଠକ

ଭୁବନେଶ୍ୱର: ଆସନ୍ତା ୨୫ ତାରିଖରୁ ବିଧାନସଭାର ୬ ଦିନିଆ ଅଧିବେଶନ । ତାପୂର୍ବରୁ ଆଜି ସର୍ବଦଳୀୟ ବୈଠକ ଡାକିଛନ୍ତି ବାଚସ୍ପତି ସୂର୍ୟ୍ୟନାରାୟଣ ପାତ୍ର । ଆଜି ଦିନ ସାଢ଼େ ୧୧ଟାରେ ଏହି ବୈଠକ ବସିବ । ବିଧାନସଭାର ନିୟମାବଳୀ ଓ ପ୍ରକ୍ରିୟା ଅନୁଯାୟୀ ଅଧିବେଶନ ଅନୁଷ୍ଠିତ ହେବ । ସୁରୁଖୁରୁରେ…

ବିଧାନସଭା ସଚିବ ଓ ତାଙ୍କ ଡ୍ରାଇଭର କରୋନା ସଂକ୍ରମିତ

ଭୁବନେଶ୍ୱର: ଓଡ଼ିଶା ବିଧାନସଭା ସଚିବ କରୋନା ପଜିଟିଭ୍ ଚିହ୍ନଟ । ବିଧାନସଭା ସଚିବ ଦାଶରଥୀ ଶତପଥୀ କରୋନା ସଂକ୍ରମିତ ହୋଇଛନ୍ତି । ତାଙ୍କ ଡ୍ରାଇଭର ବି କରୋନାରେ ଆକ୍ରାନ୍ତ ହୋଇଛନ୍ତି । ପୂର୍ବରୁ ଦାଶରଥୀ ଶତପଥୀଙ୍କ ବ୍ୟକ୍ତିଗତ ସଚିବ କରୋନା ସଂକ୍ରମିତ ହୋଇଥିଲେ । ସେ ଥଣ୍ଡାରେ ଆକ୍ରାନ୍ତ…

ଚତୁର୍ଥ ଦିନରେ ବି ବିଧାନସଭା ଅଚଳ, ଜିଦରେ ଅଟଳ ବିରୋଧୀ

ଭୁବନେଶ୍ୱର: ଚାରି ଦିନ ହେଲାଣି । ଚାଲି ପାରୁନି ବିଧାନସଭା । ବିରୋଧୀଙ୍କ ନାରାବାଜି, ହଟ୍ଟଗୋଳ ଭିତରେ ହୁଲସ୍କୁଲ ହେଉଛି ଗୃହ । ବିଧାନସଭାରେ ଅଚଳାବସ୍ଥା ଜାରି ରହିଛି । ଆଜି ବି ଗୃହ କାର୍ୟ୍ୟ ଆରମ୍ଭ ହେବା କ୍ଷଣି ସମାନ ଚିତ୍ର ଦେଖିବାକୁ ମିଳିଥିଲା । ପ୍ରଶ୍ନକାଳ ଆରମ୍ଭରୁ ବିରୋଧୀ ବିଧାୟକ…

ବିଧାନସଭାରେ ମମିତା ତାତି: ଅପରାହ୍ଣ ୪ଟା ଯାଏ ଗୃହ ମୁଲତବି

ଭୁବନେଶ୍ୱର: ବିଧାନସଭାରେ ଆଜି ପୁଣି ଉଠିଲା ମମିତା ମେହେର ହତ୍ୟାକାଣ୍ଡ ପ୍ରସଙ୍ଗ । ଗୃହ କାର୍ୟ୍ୟ ଆରମ୍ଭ ହେବା କ୍ଷଣି ଉଭୟ ବିଜେପି ଓ କଂଗ୍ରେସ ଏହି ପ୍ରସଙ୍ଗ ଉଠାଇ ହଟ୍ଟଗୋଳ କରିଥିଲେ । ହୋହଲ୍ଲା ଭିତରେ ମାତ୍ର ୧୫ ସେକେଣ୍ଡ ଭିତରେ ଗୃହକୁ ମୁଲତବି ଘୋଷଣା କରିଥିଲେ ବାଚସ୍ପତି । ଅପରାହ୍ଣ…

ବିଧାନସଭାରେ ମମିତା ତାତି: ଗେଟ୍ ଆଗରେ କଂଗ୍ରେସର ଧାରଣା

ଭୁବନେଶ୍ୱର: ଆଜିଠୁ ଆରମ୍ଭ ହୋଇଛି ବିଧାନସଭାର ଶୀତକାଳୀନ ଅଧିବେଶନ । ଚଳିତ ଅଧିବେଶନରେ ଗୃହ ହୁଲସ୍ତୁଲ ହେବ ପ୍ରଥମ ଦିନରୁ ଏହାର ଝଲକ ଦେଖିବାକୁ ମିଳିଛି । ଆଜି ପ୍ରଥମ ଦିନରେ ଉଠିଲାଣି ମମିତା ମେହେର ହତ୍ୟା ମାମଲା । ଅଧିବେଶନ ଆରମ୍ଭରୁ ବିଧାନସଭା ଗେଟ୍ ଆଗରେ କଂଗ୍ରେସ ଧାରଣା ଦେଇଛି ।…

ଆଜିଠୁ ବିଧାନସଭା ଶୀତକାଳୀନ ଅଧିବେଶନ: ଆଗତ ହେବ ପ୍ରଥମ ଅତିରିକ୍ତ ବଜେଟ୍

ଭୁବନେଶ୍ୱର: ଆଜିଠୁ ଆରମ୍ଭ ହେଉଛି ବିଧାନସଭାର ଶୀତକାଳୀନ ଅଧିବେଶନ । ଆଜି ଅପରାହ୍ଣରେ ୨୦୨୧-୨୨ ଆର୍ଥିକ ବର୍ଷର ପ୍ରଥମ ଅତିରିକ୍ତ ବଜେଟ୍ ଗୃହରେ ଉପସ୍ଥାପନ କରାଯିବ । ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ ଏହାକୁ ଆଗତ କରିବେ । ୧୦ ତାରିଖରେ ବ୍ୟୟ ମଞ୍ଜୁରୀ ବିଲ୍ ଆଗତ ହୋଇ ଅତିରିକ୍ତ ବଜେଟ୍ ଗୃହୀତ…

ବିରୋଧୀ ଚଳାଇ ଦେଲେନି ବିଧାନସଭା, ଗାନ୍ଧି ମୂର୍ତ୍ତି ତଳେ ବିଜେଡି ବିଧାୟକଙ୍କ ଧାରଣା

ଭୁବନେଶ୍ୱର: ବିଧାନସଭା ମୌସୁମୀ ଅଧିବେଶନ ଆଜି ଶେଷ ହେଉଛି । ସ୍ୱଳ୍ପକାଳୀନ ଅଧିବେଶନରେ ପ୍ରବଳ ହଟ୍ଟଗୋଳ ହୋଇଛି । ଗତକାଲି ବିରୋଧୀ ବାଚସ୍ପତିଙ୍କୁ ଘେରାଉ କରିଥିଲେ । ଆଜି ଗୃହ କାର୍ଯ୍ୟ ଆରମ୍ଭରୁ ହୋହଲ୍ଲା କରିଥିଲେ ବିରୋଧୀ । ଗୃହ ଚଳାଇ ନଦେବାକୁ ନେଇ ପ୍ରତିବାଦ କରିଛି ବିଜେଡି । ବିଜେଡି…

ବିଧାନସଭା ଚାମ୍ବରରେ ବାଚସ୍ପତିଙ୍କୁ ଘେରିଲେ ବିଜେପି ଓ କଂଗ୍ରେସ ସଦସ୍ୟ

ଭୁବନେଶ୍ୱର: ବାଚସ୍ପତିଙ୍କୁ ଘେରାଉ କଲେ ବିଜେପି ଓ କଂଗ୍ରେସ ବିଧାୟକ । ବିଧାନସଭାରେ ଥିବା ଚାମ୍ବର ଭିତରେ ତାଙ୍କୁ ଘେରାଉ କରିଛନ୍ତି । ଖଣି ଦୁର୍ନୀତି ପ୍ରସଙ୍ଗରେ ଗୃହରେ ଆଲୋଚନା ପାଇଁ ସହମତି ପ୍ରକାଶ ନକରିବା ଯାଏ ଘେରାଉ କରିବେ ବୋଲି କହିଛନ୍ତି ବିରୋଧୀ । କଂଗ୍ରେସ ବିଧାୟକ ସନ୍ତୋଷ…

ବିଧାନସଭାରେ ଉଠିଲା ପାରଳା ଏସିଏଫ୍ ସୌମ୍ୟଙ୍କ ରହସ୍ୟଜନକ ମୃତ୍ୟୁ ପ୍ରସଙ୍ଗ

ଭୁବନେଶ୍ୱର: ପାରଳାଖେମୁଣ୍ଡି ଏସିଏଫ୍ ସୌମ୍ୟରଞ୍ଜନ ମହାପାତ୍ର ମୃତ୍ୟୁକୁ 55 ଦିନ ବିତିଲାଣି । ତଥାପି ମୃତ୍ୟୁ ରହସ୍ୟ ଉପରୁ ହଟିନି ପରଦା । ଆଜି ଏହି ପ୍ରସଙ୍ଗ ବିଧାନସଭାରେ ଉଠିଛି । ପାରଳାଖେମୁଣ୍ଡି ବିଧାୟକ କେ. ନାରାୟଣ ରାଓ ଏହି ପ୍ରସଙ୍ଗରେ ବାଚସ୍ପତିଙ୍କ ଦୃଷ୍ଟି ଆକର୍ଷଣ କରିଛନ୍ତି । ସେ…