Latest Odisha News

BREAKING NEWS

Browsing Tag

Odisha assembly

କାଲିଠୁ ବିଧାନସଭା ବଜେଟ୍ ଅଧିବେଶନ, ରହିବ ପ୍ରଶ୍ନକାଳ ଓ ଶୂନ୍ୟକାଳ

ଭୁବନେଶ୍ୱର: ଆସନ୍ତାକାଲି ଗୁରୁବାର ଠାରୁ ଆରମ୍ଭ ହେବାକୁ ଯାଉଛି ବିଧାନସଭା ବଜେଟ୍ ଅଧିନବେଶନ । ବଜେଟ୍ ଅଧିବନେଶନ ପୂର୍ବରୁ ଆଜି ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ରଙ୍କ ଅଧ୍ୟକ୍ଷତାରେ ସର୍ବଦୈଳୀୟ ବୈଠକ ବସିଥିଲା । ସର୍ବଦଳୀୟ ବୈଠକରେ ବଜେଟର ବିଭିନ୍ନ ଦିଗକୁ ନେଇ ଆଲୋଚନା ହୋଇଛି । ଚଳିତ…

ଆଜି ବିଧାୟକ ଦଳ ବ‌ୈଠକ, କରିବ‌େ ରଣନୀତି ପ୍ରସ୍ତୁତ

ଭୁବନେଶ୍ବର: ରାଜ୍ୟ ବିଧାନସଭା ବଜେଟ୍ ଅଧିବେଶନ ଆସନ୍ତା୧୮ ତାରିଖରୁ ଆରମ୍ଭ ହେବ। ଏହା ପୂର୍ବରୁ ବୁଧବାର ଦିନ ବିଜେଡି, କଂଗ୍ରେସ୍ ଓ ବିଜେପି ଦଳର ବୈଠକ ଅନୁଷ୍ଠିତ ହେବାକୁ ଯାଉଛି। ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ରଙ୍କ ଅଧ୍ୟକ୍ଷତାରେ ପୂର୍ବାହ୍ନ ୧୧ଟା ୩୦ରେ ଗୃହ କାର୍ଯ୍ୟ ଆରମ୍ଭ ହେବା…

କାଲିଠୁ ବିଧାନସଭାରେ କୋଭିଡ୍ ଟେଷ୍ଟ, ୧୮ରୁ ବଜେଟ୍ ଅଧିବେଶନ

ଭୁବନେଶ୍ୱର: ଆସନ୍ତା ୧୮ ତାରିଖରୁ ଆରମ୍ଭ ହେଉଛି ବିଧାନସଭାର ବଜେଟ୍ ଅଧିବେଶନ । ତାପୂର୍ବରୁ କାଲିଠୁ ବିଧାନସଭାରେ କୋଭିଡ୍ ଟେଷ୍ଟ କରାଯିବ । ସକାଳ ସାଢେ ୮ଟାରୁ ଅପରାହ୍ନ ୫ ଯାଏଁ ଟେଷ୍ଟ ଚାଲିବ । ସମସ୍ତ ବିଧାୟକ, ମନ୍ତ୍ରୀ, ସୁରକ୍ଷାକର୍ମୀ ଓ ଗଣମାଧ୍ୟମ ପ୍ରତିନିଧିଙ୍କର କୋଭିଡ ଟେଷ୍ଟ…

ବିଧାନସଭା ସାମନା ରାସ୍ତାରେ ଗାଡ଼ିମୋଟର ଚଳାଚଳ ମନା

ଭୁବନେଶ୍ୱର: ବିଧାନସଭା ପାଇଁ ବଢିଲା ସୁରକ୍ଷା ବ୍ୟବସ୍ଥା । ବିଧାନସଭା ସାମନା ରାସ୍ତାରେ ଗାଡ଼ିମୋଟର ଚଳାଚଳ ମନା । ଲାଗିଲା କଟକଣା । ଜୟଦେବ ଭବନରୁ ରବୀନ୍ଦ୍ର ମଣ୍ଡପ ଯାଏଁ ରାସ୍ତାକୁ ସିଲ୍ କରିଛି ପୋଲିସ । ସପ୍ତାହେ ମଧ୍ୟରେ ବାରମ୍ବାର ଆତ୍ମାହୁତି ଉଦ୍ୟମ ଭଳି ଘଟଣା ଘଟିବା ପରେ ଏଭଳି…

‘ପରୀ’ ପ୍ରସଙ୍ଗରେ ବିଧାନସଭା ହୁଲସ୍ତୁଲ: ମନ୍ତ୍ରୀ ଅରୁଣ ସାହୁଙ୍କ ଇସ୍ତଫା ଜିଦରେ ଅଟଳ ବିରୋଧୀ

ଭୁବନେଶ୍ୱର: ବିଧାନସଭାରେ ଥମୁନି ‘ପରୀ’ ହତ୍ୟା । ନୟାଗଡ଼ ନାବାଳିକା ହତ୍ୟାକାଣ୍ଡ ପ୍ରସଙ୍ଗରେ ଗୃହରେ ଆଜି ପୁଣି ହୋହଲ୍ଲା କରିଛନ୍ତି ବିରୋଧୀ । ମନ୍ତ୍ରୀ ଅରୁଣ ସାହୁଙ୍କ ଇସ୍ତଫା ଜିଦରେ ଅଡ଼ି ବସିଛନ୍ତି । ଗୃହ କାର୍ୟ୍ୟ ଆରମ୍ଭ ହେବା କ୍ଷଣି ନାରାବାଜି ଆରମ୍ଭ କରିଦେଇଥିଲେ ବିରୋଧୀ ବିଜେପି ଓ…

ସୀମା ବିବାଦ ପ୍ରସଙ୍ଗ: ବିଧାନସଭାରେ ମୁଲତବୀ ପ୍ରସ୍ତାବ ଆଲୋଚନା, କିଏ କହିଲେ କଣ ?

ଭୁବନେଶ୍ୱର: ସୀମା ବିବାଦ ପ୍ରସଙ୍ଗରେ ବିଧାନସଭାରେ ଆଗତ ମୁଲତବୀ ପ୍ରସ୍ତାବ ଉପରେ ଆଲୋଚନା ଜାରି ରହିଛି । ବିରୋଧୀ ଦଳ ପକ୍ଷରୁ ଦିଆଯାଇଥିବା ମୁଲତବୀ ପ୍ରସ୍ତାବ ଉପରେ ପ୍ରତିକ୍ରିୟା ରଖିଛନ୍ତି ରାଜସ୍ୱ ମନ୍ତ୍ରୀ ସୁଦାମ ମାର୍ଣ୍ଡି । ନିଜ ବିବୃତ୍ତିରେ ସେ କହିଛନ୍ତି, କୋରାପୁଟ ଜିଲ୍ଲା ଓ…

ରାଜ୍ୟରେ ଆଇନଶୃଙ୍ଖଳା ପରିସ୍ଥିତି ବିପର୍ଯ୍ୟସ୍ତ ହୋଇନି: ଦିବ୍ୟଶଙ୍କର ମିଶ୍ର

ଭୁବନେଶ୍ୱର: ରାଜ୍ୟରେ ଆଇନଶୃଙ୍ଖଳା ପରିସ୍ଥିତି ବିପର୍ଯ୍ୟସ୍ତ ହୋଇନି । ଆଜି ବିଧାନସଭାରେ ଉତ୍ତର ରଖି ଏକଥା କହିଛନ୍ତି ରାଜ୍ୟ ଗୃହ ରାଷ୍ଟ୍ରମନ୍ତ୍ରୀ କ୍ୟାପଟେନ୍‌ ଦିବ୍ୟଶଙ୍କର ମିଶ୍ର । ରାଜ୍ୟରେ ଆଇନଶୃଙ୍ଖଳା ପରିସ୍ଥିତି ବିପର୍ୟ୍ୟସ୍ତ ହୋଇପଡିଥିବା ଏବଂ ସରକାର ନିରବଦ୍ରଷ୍ଟା ସାଜିଥିବା…

ବିଧାନସଭାରେ ହାତ ଯୋଡ଼ି ମନ୍ଦିର ଖୋଲିବାକୁ ଗୁହାରି କଲେ ତାରା ବାହିନୀପତି

ଭୁବନେଶ୍ୱର: କରୋନା ଯୋଗୁ ରାଜ୍ୟରେ ବନ୍ଦ ରହିଛି ଧାର୍ମିକ ସ୍ଥଳୀ । ବିଧାନସଭାରେ ଆଜି ମନ୍ଦିର ଖୋଲିବା ପ୍ରସଙ୍ଗ ଉଠାଇଛନ୍ତି କଂଗ୍ରେସ ବିଧାୟକ ତାରା ପ୍ରସାଦ ବାହିନୀପତି । ହାତ ଯୋଡି ବାଚସ୍ପତିଙ୍କୁ ଗୁହାରି କରିଛନ୍ତି, ରାଜ୍ୟରେ ୨୪ଘଣ୍ଟା ଭିତରେ ସବୁ ମନ୍ଦିର ଖୋଲାଯାଉ । ତାରା…

ବିଧାନସଭା ଆଗରେ ଦମ୍ପତିଙ୍କ ଆତ୍ମାହୁତି ଉଦ୍ୟମ, କାବୁ କଲା ପୋଲିସ

ଭୁବନେଶ୍ୱର: ବିଧାନସଭା ମୁଖ୍ୟ ଫାଟକ ଆଗରେ ହାଇଡ୍ରାମା । ଆମହତ୍ୟା ଉଦ୍ୟମ କଲେ ଦମ୍ପତି । ଦେହରେ କିରାସିନି ଢାଳି ଆତ୍ମାହୁତି ଉଦ୍ୟମ ବେଳେ ସେମାନଙ୍କୁ କାବୁ କଲା ପୋଲିସ । କିରାସିନ ଓ ଦିଆସିଲ ଜବତ କରାଯାଇଛି । ଦମ୍ପତିଙ୍କ ଘର ନୟାଗଡ ଜିଲ୍ଲାରେ । ବିଧାନସଭା ଚାଲିଥିବା ବେଳେ ବାହାରେ…

ବିଧାନସଭାରେ ଶିକ୍ଷା ବ୍ୟବସ୍ଥାରେ ସଂସ୍କାର ସମ୍ପର୍କିତ ମୋସନ୍ ଉପରେ ଆଲୋଚନା

ଭୁବନେଶ୍ୱର: ବିଧାନସଭା ଶୀତ ଅଧିବେଶନର ଆଜି ତୃତୀୟ ଦିନ । ସ୍ୱାଭାବିକ ଭାବରେ ଗୃହ କାର୍ଯ୍ୟ ଆରମ୍ଭ ହୋଇଛି । ଶିକ୍ଷା ବ୍ୟବସ୍ଥାରେ ସଂସ୍କାର ପ୍ରସଙ୍ଗରେ ଆସିଥିବା ମୋସନରେ ଆଲୋଚନା ଚାଲିଛି । ପ୍ରାଥମିକ ଶିକ୍ଷାର ଏକତ୍ରୀକରଣ ଓ ସୁବ୍ୟବସ୍ଥିକରଣ ମୋସନ ଉପରେ ଆଲୋଚନା ଜାରି ରହିଛି । ଗୃହରେ ଏହି…