Latest Odisha News

BREAKING NEWS

Browsing Tag

Odisha assembly

ବିିଧାନସଭା ଆପରାହ୍ନ ୩ଟା ଯାଏଁ ମୁୁଲତବୀ

ଭୁବନେଶ୍ୱର: ସ୍କୁଲ ବନ୍ଦ ପ୍ରସଙ୍ଗ ନେଇ ବିଧାନସଭାରେ ହଙ୍ଗାମା ହୋଇଛି । ଗୃହରେ ବିଜେପି ଓ କଂଗ୍ରେସ ବିଧାୟକମାନେ ପ୍ରତିବାଦ କରିଥିଲେ । ଏଥି ସହ ସର୍ବଦଳୀୟ ବୈଠକ ଡାକିବାକୁ ବିରୋଧୀ ଦାବି କରିଛନ୍ତି । ହଟ୍ଟଗୋଳ ଯୋଗୁଁ ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ର ଗୃହକୁ ଦିନ ୩ଟା ଯାଏଁ ମୁଲତବୀ…

ହାଜତ ମୃତ୍ୟୁ ଅଭିଯୋଗ ପ୍ରସଙ୍ଗରେ ବିଧାନସଭାରେ ତମ୍ବିତୋଫାନ

ଭୁବନେଶ୍ୱର: ବିଧାନସଭାର ଦ୍ୱିତୀୟ ଦିନରେ ହାଜତ ମୃତ୍ୟୁ ପ୍ରସଙ୍ଗରେ ପୁଣି ଶାସକ ଦଳକୁ ଘେରିଛନ୍ତି ବିରୋଧୀ । ରାଜ୍ୟରେ ଆଇନଶୃଙ୍ଖଳା ପରିସ୍ଥିତି ବିପର‌୍ୟ୍ୟସ୍ତକୁ ଉଦବେଗ ପ୍ରକାଶ ପାଇଛି । କଂଗ୍ରେସ ବିଧାୟକ ଦଳ ନେତା ନରସିଂହ ମିଶ୍ର କହିଛନ୍ତି ଯେ ରାଜ୍ୟରେ ଆଇନ ଶୃଙ୍ଖଳା ନାହିଁ,…

ବିଧାନସଭାରେ ୧୧, ୨୦୦ କୋଟିର ଅତିରିକ୍ତ ବଜେଟ୍ ଉପସ୍ଥାପନ କଲେ ଅର୍ଥମନ୍ତ୍ରୀ

ଭୁବନେଶ୍ୱର: ବିଧାନସଭାରେ ଆଜି ଆଗତ ହୋଇଛି ଚଳିତ ଅର୍ଥିକ ବର୍ଷର ଅତିରିକ୍ତ ବଜେଟ । ବିରୋଧୀଙ୍କ ହୋହଲ୍ଲା ଭିତରେ ମୋଟ୍ ୧୧ ହଜାର ୨୦୦ କୋଟିର ଅତିରିକ୍ତ ବଜେଟକୁ ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ ଗୃହରେ ଉପସ୍ଥାପନ କରିଛନ୍ତି । ଫଳେ ଆଗାମୀ ଅତିରିକ୍ତ ବଜେଟ ପରେ ବଜେଟର ଆକାର ଆହୁରି ବୃଦ୍ଧି…

କୋଭିଡ କଟକଣା ମଧ୍ୟରେ ବିଧାନସଭାର ଶୀତ ଅଧିବେଶନ ଆରମ୍ଭ

ଭୁବନେଶ୍ୱର: ଆରମ୍ଭ ହେଲା ବିଧାନସଭାର ଶୀତ ଅଧିବେଶନ । କୋଭିଡ କଟକଣା ମଧ୍ୟରେ ଚାଲିଛି ଅଧିବେଶନ । ପ୍ରଥମେ ପୂର୍ବତନ ବାଚସ୍ପତି ଶରତ କରଙ୍କ ଉଦ୍ଦେଶ୍ୟରେ ଶୋକ ପ୍ରସ୍ତାବ ଆଗତ ହୋଇଛି । ଏଥି ସହ ଦିବଗଂତ ବିଧାୟକ ଓ କୋଭିଡ ଯୋଦ୍ଧାଙ୍କୁ ଶ୍ରଦ୍ଧାଂଜଳି ଦିଆଯାଇଛି । ଶୋକପ୍ରସ୍ତାବ ଆଗତ ପରେ ଗୃକୁ…

ଶୀତ ଅଧିବେଶନ ପୂର୍ବରୁ ଆଜିଠୁ ବିଧାୟକଙ୍କ କୋଭିଡ୍ ଟେଷ୍ଟ

ଭୁବନେଶ୍ୱର: ଆସନ୍ତା ୨୦ ତାରିଖରୁ ବିଧାନସଭାର ଶୀତ ଅଧିବେଶନ । ତାପୂର୍ବରୁ ଆଜିଠୁ ମନ୍ତ୍ରୀ, ବିଧାୟକ ଓ କର୍ମଚାରୀଙ୍କର ହେବ କୋଭିଡ୍ ଟେଷ୍ଚ । ଆଜିଠାରୁ ୩ଦିନ ଧରି ଚାଲିବ କରୋନା ପରୀକ୍ଷା । ଯେଉଁମାନଙ୍କର ରିପୋର୍ଟ ନେଗେଟିଭ ଆସିବ ସେମାନଙ୍କୁ ବିଧାନସଭା ଅଧିବେଶନରେ ସାମିଲ ହେବାକୁ ଅନୁମତି…

‘ଆନ୍ଦୋଳନ ଦିଲ୍ଲୀ ଯାଏଁ ଯିବ’

ଭୁବନେଶ୍ୱର: ୟୁପି ହାଥରସ ଗଣଦୁଷ୍କର୍ମ ଘଟଣାକୁ ନେଇ ଆଜି ବିଧାନସଭାରେ ପ୍ରବଳ ତାତି ଦେଖିବାକୁ ମିଳିଛି । କଂଗ୍ରେସ ସଦସ୍ୟମାନେ ଗୃହ ଭିତରେ ହୋହଲ୍ଲା କରିଛନ୍ତି । ଏହାକୁ ନେଇ ବିଜେଡି ବିଧାନସଭା ବାହାରେ ପ୍ରତିକ୍ରିୟା ରଖିଛି । ଦଳିତ ମହିଳାଙ୍କୁ ନ୍ୟାୟ ଦେବା ପାଇଁ ଦିଲ୍ଲୀ ଯାଏଁ…

ନେତାଙ୍କୁ କରୋନା: ବିଧାନସଭା ଅଧିବେଶନ ପୂର୍ବରୁ ହେବ କି ବିଧାୟକଙ୍କ କୋଭିଡ୍ ଟେଷ୍ଟ ?

ଭୁବନେଶ୍ୱର: ରାଜ୍ୟରେ ମହାମାରୀ ମାଡ଼ି ମାଡ଼ି ଚାଲିଛି । ଲକ୍ଷେ ଟପିଛି ସଂକ୍ରମିତଙ୍କ ସଂଖ୍ୟା । ନେତା, ମନ୍ତ୍ରୀ ବି ସଂକ୍ରମିତ ହେଲେଣି । ଆଗକୁ ବିଧାନସଭାର ମୌସୁମୀ ଅଧିବେଶନ ବସୁଛି । ବିଧାୟକ ସଂକ୍ରମିତ ହେଉଥିବା ବେଳେ କିଭଳି ସତର୍କତାମୂଳକ ପଦକ୍ଷେପ ସହ ଅଧିବେଶନ ଚାଲିବ ତାକୁ ନେଇ ଏବେ…

ବିଧାନସଭା ଷ୍ଟାଣ୍ଡିଂ କମିଟିର ସବୁ ସଦସ୍ୟ କରୋନା ନେଗେଟିଭ୍‌

ଭୁବନେଶ୍ୱର: ବିଧାନସଭା ଷ୍ଟାଣ୍ଡିଂ କମିଟିର ସବୁ ସଦସ୍ୟଙ୍କ କରୋନା ରିପୋର୍ଟ ନେଗେଟିଭ୍ ଆସିଛି । କମିଟି ଅଧ୍ୟକ୍ଷ ଦେବୀ ପ୍ରସାଦ ମିଶ୍ର ସୂଚନା ଦେଇଛନ୍ତି ଯେ, ପରୀକ୍ଷା କରାଯାଇଥିବା ସମସ୍ତ ବିଧାୟକଙ୍କ ନମୁନା ରିପୋର୍ଟ ନେଗେଟିଭ୍ ରହିଛି । ଜୁଲାଇ ୨ ତାରିଖରେ ବିଧାନସଭାରେ ପଂଚାୟତିରାଜ ଓ…

ଅନ୍ତିମ ଯାତ୍ରାରେ ବିଷ୍ଣୁ ଦାସ, ବିଧାନସଭା ଓ ବିଜେଡି କାର୍ଯ୍ୟାଳୟରେ ଶ୍ରଦ୍ଧାଞ୍ଜଳି

ଭୁବନେଶ୍ୱର: ଚିର ନିଦ୍ରାରେ ତିର୍ତ୍ତୋଲ ବିଧାୟକ ତଥା ପୂର୍ବତନ ମନ୍ତ୍ରୀ ବିଷ୍ଣୁ ଦାସ । ଆଜି ତାଙ୍କର ଶେଷ କୃତ୍ୟ ସମ୍ପନ୍ନ ହେବ । ତାପୂର୍ବରୁ ତାଙ୍କ ମର ଶରୀରକୁ ଆଜି ସକାଳେ ବିଜେଡି ରାଜ୍ୟ କାର୍ଯ୍ୟାଳୟକୁ ଅଣାଯାଇଥିଲା । ସେଠାରେ ଦଳର ବହୁ ତୁଙ୍ଗ ନେତା ତାଙ୍କୁ ଶେଷ ଦର୍ଶନ କରିଥିଲେ ।…

ବିଧାନସଭା ପରିସରରୁ ନାଗ ସାପ ଉଦ୍ଧାର

ଭୁବନେଶ୍ୱର: ୨୧ଦିନିଆ ଲକ ଡାଉନ ଚାଲିଥିବା ବେଳେ ମଙ୍ଗଳବାର ରାଜ୍ୟ ବିଧାନସଭା ପରିସରରୁ ଏକ ନାଗସାପକୁ ଉଦ୍ଧାର କରାଯାଇଛି । ସନ୍ଧ୍ୟାରେ ସାପଟିକୁ ବିଧାନସଭା ପରିସରରେ ଦେଖି ସୁରକ୍ଷାକର୍ମୀଙ୍କ ପକ୍ଷରୁ ସ୍ନେକ ହେଲପ ଲାଇନକୁ ସଦସ୍ୟଙ୍କୁ ଖବର ଦିଆଯାଇଥିଲା । ସ୍ନେକ ହେଲପ ଲାଇନ ପକ୍ଷରୁ…