Latest Odisha News

BREAKING NEWS

Browsing Tag

Odisha Bandh

ଆସନ୍ତାକାଲି ଓଡ଼ିଶା ବନ୍ଦ, ଟ୍ବିନ୍ ସିଟିରେ ମୁତୟନ ହେବେ ୩୫ ପ୍ଲାଟୁନ ଫୋର୍ସ

ଭୁବନେଶ୍ବର : ମମିତା ମେହେର ହତ୍ୟା ମାମଲାରେ ଆସନ୍ତାକାଲି ୬ ଘଣ୍ଟିଆ ଓଡ଼ିଶା ବନ୍ଦ କରୁଛି କଂଗ୍ରେସ । ଏଥିରେ ସମସ୍ତେ ସାମିଲ ହେବାକୁ ନିବେଦନ କରିଛି କଂଗ୍ରେସ । ତେବେ ବନ୍ଦ ସମୟରେ ଜରୁରୀ ସେବା ଜାରି ରହିବ । ଶାନ୍ତିପୂର୍ଣ୍ଣ ଭାବେ ଓଡ଼ିଶା ବନ୍ଦ କରାଯିବ ବୋଲି କହିଛି କଂଗ୍ରେସ । ହେଲେ…

ଓଡ଼ିଶା ବନ୍ଦ ପାଇଁ ଲୋକସେବା ଭବନରେ କଡ଼ାସୁରକ୍ଷା ବ୍ୟବସ୍ଥା

ଭୁବନେଶ୍ବର: ନଭେମ୍ବର ୧୨ ତାରିଖରେ କଂଗ୍ରେସର ଓଡ଼ିଶା ବନ୍ଦ ଡାକରା ପାଇଁ ଲୋକସେବା ଭବନରେ କଡ଼ାସୁରକ୍ଷା ବ୍ୟବସ୍ଥା କରାଯାଇଛି। କଡ଼ା ସୁରକ୍ଷା ପାଇଁ ଗୃହ ବିଭାଗର ସ୍ବତନ୍ତ୍ର ସଚିବଙ୍କ ନିର୍ଦ୍ଦେଶ ହୋଇଛି। ସମସ୍ତ କର୍ମଚାରୀଙ୍କୁ ସକାଳ ସାଢ଼େ ୯ଟା ସୁଦ୍ଧା କାର୍ଯ୍ୟାଳୟ ପହଞ୍ଚିବା ପାଇଁ…

୧୨ରେ କଂଗ୍ରେସର ଓଡ଼ିଶା ବନ୍ଦ ଡାକରା

ଭୁବନେଶ୍ବର : ମମିତା ମେହେର ହତ୍ୟା ଘଟଣା । ହତ୍ୟା ଘଟଣାରେ ମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ରଙ୍କ ବହିଷ୍କାର ଦାବିରେ ଆସନ୍ତା ୧୨ତାରିଖରେ ରାଜ୍ୟ କଂଗ୍ରେସ ଓଡ଼ିଶା ବନ୍ଦ ଡାକରା ଦେଇଛି । ସୋମବାର ଦିନ କଂଗ୍ରେସର ପରିବର୍ଦ୍ଧିତ କାର୍ଯ୍ୟକାରିଣୀ ବୈଠକରେ ହତ୍ୟା ଘଟଣାରେ ରାଜ୍ୟ ସରକାର ଓ…

ନଭେମ୍ବର ୧୨ରେ କଂଗ୍ରେସର ଓଡ଼ିଶା ବନ୍ଦ ଡାକରା

ଭୁବନେଶ୍ବର : ମମିତା ମେହେର ହତ୍ୟା ଘଟଣାରେ ଜୋର ଧରିଲା ପ୍ରତିବାଦ । ସାରା ରାଜ୍ୟରେ ପ୍ରତିବାଦ ଓ ବିକ୍ଷୋଭ ଜାରି ରହିଥିବା ବେଳେ, ଏବେ ଓଡ଼ିଶା ବନ୍ଦ କରିବାକୁ ନିଷ୍ପତ୍ତି ନେଇଛି କଂଗ୍ରେସ । ଆସନ୍ତା ୧୨ ତାରିଖରେ ଓଡ଼ିଶା ବନ୍ଦ ଡାକରା ଦେଇଛି କଂଗ୍ରେସ । ମମିତା ମେହେର ହତ୍ୟା ଘଟଣାରେ…

ଓଡ଼ିଶା ବନ୍ଦକୁ ପୂର୍ଣ୍ଣ ସମର୍ଥନ ମିଳିଛି: ନିରଞ୍ଜନ ପଟ୍ଟନାୟକ

ଭୁବନେଶ୍ୱର: ତୈଳ ଦର ବୃଦ୍ଧି ପ୍ରତିବାଦରେ ଓଡ଼ିଶା ବନ୍ଦ ପାଳନ କରୁଛି ରାଜ୍ୟ କଂଗ୍ରେସ । ସାରା ରାଜ୍ୟରେ ଏହାର ପ୍ରଭାବ ଅନୁଭୂତ ହୋଇଛି । ବନ୍ଦକୁ ପୂର୍ଣ୍ଣ ମାତ୍ରାରେ ସମର୍ଥନ ମିଳିଥିବା କହିଛନ୍ତି ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ । ସେ କହିଛନ୍ତି, ତୈଳ ଦର ସାଧାରଣ ଲୋକଙ୍କୁ ବହୁତ…

ଫେବୃଆରୀ ୧୫ରେ ଓଡ଼ିଶାର ସମସ୍ତ ବିଦ୍ୟାଳୟ ବନ୍ଦ

ଭୁବନେଶ୍ୱର: ଫେବୃଆରୀ ୧୫ରେ ଓଡିଶା ପ୍ରଦେଶ କଂଗ୍ରେସ କମିଟି (ଓପିସିସି) ପକ୍ଷରୁ ଓଡ଼ିଶା ବନ୍ଦ ଡାକରା ଦିଆଯାଇଛି। ଯାହାକୁ ଦୃଷ୍ଟିରେ ସେହି ଦିନ ରଖି ରାଜ୍ୟର ସମସ୍ତ ସ୍କୁଲ ବନ୍ଦ ରହିବ ବୋଲି ରବିବାର ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ସୂଚନା ଦେଇଛନ୍ତି। ବନ୍ଦରେ…