Latest Odisha News
Browsing Tag

Odisha Budget

ରାଜ୍ୟ ସରକାରଙ୍କ ବଜେଟ-“ବସ୍ତାନି ବଡ, ପାଠ କମ୍‌”

ଭୁୁବନେଶ୍ୱର:ରାଜ୍ୟ ସରକାରଙ୍କ ବଜେଟରେ କିଛି ନାହିଁ । ଏ ବଜେଟ ହେଉଛି “ବସ୍ତାନି ବଡ, ପାଠ କମ୍‌” ସଦୃଶ ।  ରାଜ୍ୟ ସରକାର କେବଳ ସ୍ୱପ୍ନ ଦେଖିବାରେ ବ୍ୟସ୍ତ ରହି ରାଜ୍ୟବାସୀଙ୍କୁ ଗୋଟିଏ ପରେ ଗୋଟିଏ ଗୋଲାପୀ ସ୍ୱପ୍ନ ଦେଖାଇ ଚାଲିଛନ୍ତି । ଏମିତି କହି ରାଜ୍ୟ ସରକାରଙ୍କ  ୨୦୨୩-୨୪ ଆର୍ଥିକ…

ଦାଦନ ରୋକିବାକୁ ବଜେଟରେ ପ୍ରସ୍ତାବ, ସୃଷ୍ଟି ହେବ ଅତିରିକ୍ତ ୧୦୦ ଶ୍ରମ ଦିବସ

ଭୁବନେଶ୍ୱର: ବଜେଟରେ ମହାତ୍ମାଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମନିଯୁକ୍ତିକୁ ଗୁରୁତ୍ୱ ଦିଆ ଯାଇଛି । ମନରେଗାରେ ପ୍ରତି ଗ୍ରାମୀଣ ପରିବାରକୁ ଶହେ ଦିନର କାମ ମିଳିଥାଏ । ଏଥିରେ କେନ୍ଦ୍ର ସରକାର ୭୫ ପ୍ରତିଶତ ଓ ରାଜ୍ୟ ସରକାର ୨୫ ପ୍ରତିଶତ ଅନୁପାତରେ ଅର୍ଥ ଦିଅନ୍ତି । ଏଥିପାଇଁ ବଜେଟରେ ୧…

ବଜେଟରେ ମିଶନ ଶକ୍ତିକୁ ଫୋକସ, ବିନା ସୁଧରେ ସ୍କୁଟର ଋଣ ପାଇଁ ପ୍ରସ୍ତାବ

ଭୁବନେଶ୍ୱର: ନିର୍ବାଚନୀ ବଜେଟରେ ସରକାର ମିଶନ ଶକ୍ତି ଉପରେ ଫୋକସ କରିଛନ୍ତି । ଏବେ ରାଜ୍ୟରେ ୬ ଲକ୍ଷରୁ ଅଧିକ ସ୍ୱୟଂ ସହାୟକ ଗୋଷ୍ଠୀ ରହିଛନ୍ତି । ଯେଉଁଥିରେ ୭୦ ଲକ୍ଷରୁ ଅଧିକ ମହିଳା ବିଭିନ୍ନ ମାଧ୍ୟମରେ ଆୟ କରି ଜୀବନରେ ପରିବର୍ତ୍ତନ ଆଣିଛନ୍ତି । ସରକାର ଏସଏଚଜି ଗୁଡ଼ିକୁ କ୍ଷୁଦ୍ର ଓ…

ଗତବର୍ଷ ତୁଳନାରେ କୃଷିକୁ ୨୦% ଅଧିକ ବ୍ୟୟ ବରାଦ

ଭୁବନେଶ୍ୱର: ୨୦୨୩-୨୪ ଆର୍ଥିକ ବର୍ଷ ବଜେଟ୍ ବିଧାନସଭାରେ ଉପସ୍ଥାପିତ ହୋଇଛି । ପ୍ରଥମେ ଅର୍ଥମନ୍ତ୍ରୀ ଉପସ୍ଥାପନ କରିଥିଲେ କୃଷି ବଜେଟ୍ । ୨୦୨୩-୨୪ ଆର୍ଥିକ ବର୍ଷ ଲାଗି ୨୪ ହଜାର ୮ ଶହ ୨୯ କୋଟି ଟଙ୍କାର ବ୍ୟୟବରାଦ ପ୍ରସ୍ତାବ ରଖାଯାଇଛି । ଗତବର୍ଷ ତୁଳନାରେ ୨୦ ପ୍ରତିଶତ ଅଧିକ ଓ ୨୦୧୬-୧୭…

ମୋ ସ୍କୁଲ୍ ଅଭିଯାନ ପାଇଁ ବଜେଟରେ ୮୦୫ କୋଟି ଟଙ୍କା ବ୍ୟୟବରାଦ

ଭୁବନେଶ୍ୱର: ୨୦୨୩-୨୪ ଆର୍ଥିକ ବର୍ଷ ବଜେଟରେ ଶିକ୍ଷା କ୍ଷେତ୍ରକୁ ଗୁରୁ୍ତ୍ୱ ଦିଆଯାଇଛି । ୨୦୨୩-୨୪ ଶିକ୍ଷାବର୍ଷରୁ ଶ୍ରେଣୀଗୃହ ଭିତରୋ ଓ ବାହାରେ ଛାତ୍ରାଛାତ୍ରୀଙ୍କୁ ସହାୟତା ପାଇଁ ଏକାଡେମିକ କ୍ୟାଲେଣ୍ଡର, ହାଉସ୍ ସିଷ୍ଟମ ଏବଂ ସ୍କୁଲସ୍ତରୀୟ କ୍ଲବ ପ୍ରଚଳନ କରାଯିବ । ଉଚ୍ଚ ବିଦ୍ୟାଳୟ…

ବଜେଟରେ ସ୍ୱାସ୍ଥ୍ୟ କ୍ଷେତ୍ରକୁ କ’ଣ ମିଳିଲା ?

ଭୁବନେଶ୍ୱର: ୨୦୨୩-୨୪ ଆର୍ଥିକ ବର୍ଷ ଲାଗି ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ ଆଜି ବିଧାନସଭାରେ ଉପସ୍ଥାପନ କରିଛନ୍ତି ପୂର୍ଣ୍ଣାଙ୍ଗ ବଜେଟ୍ । ପ୍ରଥମେ କୃଷି ବଜେଟ୍ ଉପସ୍ଥାପନ କରିଥିଲେ ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ । କୃଷି ପାଇଁ ବଜେଟରେ ୨୪ ହଜାର ୮୨୯ କୋଟି ବ୍ୟୟବରାଦ କରାଯାଇଛି ।…

ସମ୍ପୂର୍ଣ୍ଣ ଡିଜିଟାଲ ହେଲା ଓଡିଶା ବଜେଟ୍‌, ଉପଲବ୍ଧ ହେଲା ସ୍ୱତନ୍ତ୍ର ଓଡିଶା ବଜେଟ୍

ଭୁବନେଶ୍ୱର: ପ୍ରଥମ ଥର ପାଇଁ ଓଡିଶା ବଜେଟ ଡିଜିଟାଲ ମୋଡକୁ ପରିବର୍ତ୍ତତ୍ତିତ ହୋଇଛି । ରାଜ୍ୟ ଅର୍ଥମନ୍ତ୍ରୀ ନିରଂଜନ ପୂଜାରୀ ପେପରଲେସ୍ ଭାବରେ ଆଇପ୍ୟାଡ୍ ଜରିଆରେ ବିଧାନସଭାରେ ଉପସ୍ଥାପିତ କରିଛନ୍ତି ୨୦୨୧-୨୨ ରାଜ୍ୟ ବଜେଟ୍ । ଓଡିଶା ବଜେଟ୍ ୨୦୨୧-୨୨ ପାଇଁ ଉଭୟ ଗୁଗୁଲ୍ ପ୍ଲେ ଷ୍ଟୋର ଆପଲ…

ରାଜ୍ୟ ବଜେଟରେ ଶିକ୍ଷା ଓ ଦକ୍ଷତା ବିକାଶ ପାଇଁ ୨୪ ହଜାର ୩୭୦ କୋଟି

ଭୁବନେଶ୍ୱର:ଆଜି ବିଧାନସଭାରେ ଆଗତ ହୋଇଥିବା ରାଜ୍ୟ ବଜେôରେ ଶିକ୍ଷା ଦକ୍ଷତା ବିକାଶ ପାଇଁ ୨୪ ହଜାର ୩୭୦ କୋଟି ଟଙ୍କା ବ୍ୟୟ ବରାଦ କରାଯାଇଛି । ଏହା ମଧ୍ୟରେ ବିଭିନ୍ନ ବିଶ୍ୱବିଦ୍ୟାଳୟ, ମହାବିଦ୍ୟାଳୟ ଓ ଶିକ୍ଷା ଭିତ୍ତିଭୂମି ନିର୍ମାଣ ସହିତ ମେଧାବୃତ୍ତି ଏବଂ ମଧ୍ୟାହ୍ନ ଭୋଜନ ସମ୍ପର୍କୀତ…

ଆଜି ବିଧାନସଭାରେ ରାଜ୍ୟ ବଜେଟ୍ ଉପସ୍ଥାପନ କରିବେ ଅର୍ଥମନ୍ତ୍ରୀ

ଭୁବନେଶ୍ୱର: ବିଧାନସଭାରେ ଆଜି ଅର୍ଥମନ୍ତ୍ରୀ ୨୦୨୧-୨୨ ଆର୍ଥିକ ବର୍ଷ ଲାଗି ରାଜ୍ୟ ବଜେଟ୍ ଉପସ୍ଥାପନ କରିବେ । ଶନିବାର ବସିଥିବା ସର୍ବଦଳୀୟ ବୈଠକ ଅନୁସାରେ ଆଜି ଗୃହରେ ଧାନ କିଣା ପ୍ରସଙ୍ଗରେ ୨ ଘଣ୍ଟା ଆଲୋଚନା ହେବ । ଆଲୋଚନା ପରେ ଅପରାହ୍ଣରେ ବଜେଟ୍ ଉପସ୍ଥାପନ ହୋଇପାରେ । ପୂର୍ବରୁ…