ଓଡ଼ିଶା ବସ୍ ଆନ୍ଧ୍ରରେ ଦୁର୍ଘଟଣାଗ୍ରସ୍ତ, ୪୭ ଆହତ
ଶ୍ରୀକାକୁଲମ୍(ଆନ୍ଧ୍ରପ୍ରଦେଶ): ଆନ୍ଧ୍ରପ୍ରଦେଶରେ ଓଡ଼ିଶାର ବସ୍ ଦୁର୍ଘଟଣାଗ୍ରସ୍ତ । ଏଥିରେ ୪୭ ଜଣ ଆହତ ହୋଇଛନ୍ତି । ଆନ୍ଧ୍ରପ୍ରଦେଶ ଶ୍ରୀକାକୁଲମ୍ ନିକଟରେ ଏହି ଦୁର୍ଘଟଣା ହୋଇଛି । ଏହି ବସ୍ ଓଡିଶାରୁ ଦାଦନ ଶ୍ରମିକ ନେଇ କେରଳ ଯାଉଥିଲା । ଏତିକିବେଳେ ଏନଏଚ୍-୫ର ରଣସରନ ନିକଟରେ ଟ୍ରକକୁ…