Latest Odisha News

BREAKING NEWS

Browsing Tag

Odisha Cabinet Meeting

ଆଜି ବସୁଛି ମନ୍ତ୍ରୀ ପରିଷଦ ଓ କ୍ୟାବିନେଟ୍ ବୈଠକ

ଭୁବନେଶ୍ୱର: ଆଜି ବସୁଛି ରାଜ୍ୟ ମନ୍ତ୍ରୀ ପରିଷଦ ଓ କ୍ୟାବିନେଟ୍‌ ବୈଠକ । ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ପ୍ରଥମେ ମନ୍ତ୍ରୀ ପରିଷଦ ବୈଠକ ବସିବ । ଏଥିରେ ୨୦୨୨-୨୩ ଆର୍ଥିକ ବର୍ଷ ପାଇଁ ବଜେଟ୍‌ ଉପରେ ମୋହର ବାଜିବ । ଆସନ୍ତା ୩୦ ତାରିଖରେ ବିଧାନସଭାରେ ବଜେଟ୍ ଉପସ୍ଥାପନ କରିବେ ଅର୍ଥମନ୍ତ୍ରୀ…

ଆଜି ରାଜ୍ୟ କ୍ୟାବିନେଟ୍ ବୈଠକ, ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ଉପରେ ବାଜିବ ମୋହର

ଭୁବନେଶ୍ୱର: ଆଜି ବସୁଛି ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ । ସକାଳ ସାଢ଼େ ୧୧ଟାରେ ଏହି ବୈଠକ ବସିବ । ଏଥିରେ ଅଧ୍ୟକ୍ଷତା କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଭର୍ଚୁଆଲ୍ ମୋଡରେ କ୍ୟାବିନେଟ୍ ବୈଠକ ଅନୁଷ୍ଠିତ ହେବ । ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗରେ ଆଲୋଚନା ପରେ ବାଜିବ…

ଆଜି ସନ୍ଧ୍ୟାରେ ରାଜ୍ୟ କ୍ୟାବିନେଟ୍ ବୈଠକ

ଭୁବନେଶ୍ୱର: ଆଜି ସନ୍ଧ୍ୟା ସାଢ଼େ ୫ଟାରେ ବସୁଛି ରାଜ୍ୟ କ୍ୟାବିନେଟ୍ ବୈଠକ । ଏଥିରେ ଅଧ୍ୟକ୍ଷତା କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସେ ଭିଡିଓ କନଫରେନ୍ସିଂରେ ଯୋଗଦେବେ । ମନ୍ତ୍ରୀମାନେ ଲୋକସେବା ଭବନ ଓ ଜିଲ୍ଲା ମୁଖ୍ୟାଳୟରୁ ଯୋଡ଼ି ହେବେ । ଏକାଧିକ ପ୍ରସ୍ତାବ ଉପରେ ବିଚାରବିମର୍ଶ…

ଆଜି ରାଜ୍ୟ କ୍ୟାବିନେଟ୍ ବୈଠକ, ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବରେ ବାଜିବ ମୋହର

ଭୁବନେଶ୍ୱର: ଆଜି ବସୁଛି ରାଜ୍ୟ କ୍ୟାବିନେଟ ବୈଠକ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଦିନ ସାଢ଼େ 12ଟାରେ ଏହି ବୈଠକ ବସିବ । ନବୀନ ନିବାସରୁ ଭିଡିଓ କନଫରେନ୍ସିଂରେ ସାମିଲ ହେବେ ମୁଖ୍ୟମନ୍ତ୍ରୀ । ଲୋକସେବା ଭବନରୁ କ୍ୟାବିନେଟ୍ ମନ୍ତ୍ରୀ ପରଷଦ ସମେତ ପ୍ରଶାସନିକ ଅଧିକାରୀ…

ଆଜି ବର୍ଷର ଶେଷ କ୍ୟାବିନେଟ ବୈଠକ, ୧୨ ପ୍ରସ୍ତାବରେ ବାଜିପାରେ ମୋହର

ଭୁବନେଶ୍ୱର: ଆଜି ବସୁଛି ରାଜ୍ୟ କ୍ୟାବିନେଟ୍ ବୈଠକ । ସନ୍ଧ୍ୟା ସାଢେ଼ ୫ଟାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନରେ କ୍ୟାବିନେଟ୍ ବୈଠକ ବସିବ । ଆଜିର ବୈଠକରେ ବିଭିନ୍ନ ବିଭାଗତ ୧୨ଟି ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବରେ ମୋହର ବାଜିପାରେ । ବର୍ଷର ଶେଷ କ୍ୟାବିନେଟ…

ଫୁଲବାଣୀରେ ଶହେ ଶଯ୍ୟା ବିଶିଷ୍ଟ ମେଡିକାଲ କଲେଜ ନିର୍ମାଣକୁ କ୍ୟାବିନେଟ ମଞ୍ଜୁରୀ

ଭୁବନେଶ୍ୱର: ରାଜ୍ୟ କ୍ୟାବିନେଟ ୧୨ଟି ପ୍ରସ୍ତାବକୁ ଅନୁମୋଦନ ଦେଇଛି। ଫୁଲବାଣୀରେ ମେଡିକାଲ କଲେଜ ପାଇଁ ୧୦୦ ଶଯ୍ୟା ବିଶିଷ୍ଟ ହସ୍ପିଟାଲ ନିର୍ମାଣକୁ ଅନୁମୋଦନ ଦେଇଛି ରାଜ୍ଯ କ୍ୟାବିନେଟ। ସେହିପରି କୋରାପୁଟରେ ୬୫୦ ଶଯ୍ୟା ବିଶିଷ୍ଟ ଟିଚିଂ ହସ୍ପିଟାଲ ନିର୍ମାଣକୁ ଅନୁମୋଦନ ମିଳିଛି। ଏହି ଦୁଇଟି…

ଆଜି ରାଜ୍ୟ କ୍ୟାବିନେଟ: ଲିଙ୍ଗରାଜ ମନ୍ଦିର ପାଇଁ ସ୍ୱତନ୍ତ୍ର ଆଇନ ସମେତ ଆସିପାରେ ୧୧ଟି ପ୍ରସ୍ତାବ

ଭୁବନେଶ୍ୱର: ଆଜି ବସୁଛି ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ । ଅଧ୍ୟକ୍ଷତା କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । କରୋନା ପାଇଁ ପୂର୍ବ ଭଳି ଭିଡିଓ କନଫରେନ୍ସିଂରେ ଯୋଗେ ଦେବେ ମୁଖ୍ୟମନ୍ତ୍ରୀ । ଲୋକସେବା ଭବନରେ ଅପରାହ୍ଣ ୬ଟା ୪୫ରେ ଏହି ବୈଠକ ବସିଛି । ବୈଠକରେ ବିଭିନ୍ନ ବିଭାଗର…