ମାଟ୍ରିକ ପରୀକ୍ଷା ନେଇ ଗୁରୁତ୍ୱପୂର୍ଣ୍ଣ ସୂଚନା ଦେଲେ ମୁଖ୍ୟ ଶାସନ ସଚିବ
ଭୁବନେଶ୍ୱର: ମାଟ୍ରିକ ପରୀକ୍ଷା ନେଇ ଗୁରୁତ୍ୱପୂର୍ଣ୍ଣ ସୂଚନା ଦେଇଛନ୍ତି ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର । ସମେଟିଭ୍ ଆସେସମେଣ୍ଟ ପରୀକ୍ଷା-୨ କରାଯିବ । ସମେଟିଭ୍ ଆସେସମେଣ୍ଟ ପରୀକ୍ଷା-୨ ସବୁ ପିଲାଙ୍କ ପାଇଁ ବାଧ୍ୟତାମୂଳକ ।
ଯଥାସମ୍ଭବ ପରୀକ୍ଷାଗୁଡ଼ିକ ନିଜ ସ୍କୁଲରେ କରାଯିବ ।…