ରାଜ୍ୟରେ ଧାର୍ମିକ ସ୍ଥଳ ଖୋଲିବା ନିଷ୍ପତ୍ତି ନେବା ପାଇଁ ଜିଲ୍ଲାପାଳମାନଙ୍କୁ ଦିଆଯାଇଛି କ୍ଷମତା
ଭୁବନେଶ୍ୱର: ପୁରୀ ଶ୍ରୀମନ୍ଦିର ଖୋଲିବା ନେଇ ଛତିଶାନିଯୋଗ ବୈଠକରେ ନିଷ୍ପତ୍ତି ପରେ ଏବେ ରାଜ୍ୟର ଅନ୍ୟ ପ୍ରମୁଖ ମନ୍ଦିର ଖୋଲିବା ନେଇ ଆଶା ସଞ୍ଚାର ହୋଇଛି । ରାଜ୍ୟରେ ଧାର୍ମିକ ସ୍ଥଳ ଖୋଲିବା ନିଷ୍ପତ୍ତି ଜିଲ୍ଲାପାଳମାନେ ନେବେ । ସେମାନଙ୍କୁ ରାଜ୍ୟ ସରକାର କ୍ଷମତା ଦେଇଛନ୍ତି । ଆଜି ଏନେଇ…