Latest Odisha News
Browsing Tag

odisha cm

ବାତ୍ୟା ‘ଦାନା’ ପାଇଁ ୨୮ ତାରିଖରେ ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି

ଭୁବନେଶ୍ବର: ଆଗାମୀ ୨୮ ତାରିଖରେ ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି। ବାତ୍ୟା 'ଦାନା' ଓ ପରବର୍ତ୍ତୀ ସାହାଯ୍ୟ ଏବଂ ପୁନରୁଦ୍ଧାର କାର୍ଯ୍ୟକୁ ଦୃଷ୍ଟିରେ ରଖି ଅକ୍ଟୋବର ୨୮ରେ ଭୁବନେଶ୍ବର, ୟୁନିଟ-୫ ସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ ବନ୍ଦ ରହିବ। ଯେଉଁମାନେ ଏହି…

ପୁରୀରେ ହବିଷ୍ୟାଳୀ ମା’ଙ୍କୁ ଭେଟି ବ୍ରତ ସରଞ୍ଜାମ ଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ପୁରୀରେ କାର୍ତ୍ତିକ ବ୍ରତ କରିବାକୁ ଆସିଥିବା ହବିଷ୍ୟାଳୀ ମା’ ମାନଙ୍କୁ ଭେଟି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବ୍ରତ ସରଞ୍ଜାମ ପ୍ରଦାନ କରିଛନ୍ତି। ଏଥିରେ ଶାଢୀ, ଚଦର, ଉତ୍ତରୀୟ, ରାଇ ଦାମୋଦର ବ୍ରତ ବହି, ଶୁଖିଲି ମହାପ୍ରସାଦ ଆଦି ରହିଛି। ପ୍ରାୟ ୩୦୦୦ ହବିଷ୍ୟାଳୀ ମା’ଙ୍କ…

କେନ୍ଦୁଝରର ୨ଟି ସ୍ଥାନରେ ଅଭିଯୋଗ ଶୁଣାଣି କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: କେନ୍ଦୁଝରର ୨ଟି ସ୍ଥାନରେ ଅଭିଯୋଗ ଶୁଣାଣି କ୍ୟାମ୍ପ। ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ତାଙ୍କ ତିନି ଦିନିଆ କେନ୍ଦୁଝର ଗସ୍ତର ଶେଷ ଦିନରେ କେନ୍ଦୁଝର ଅଭିଯୋଗ ଶୁଣାଣି କ୍ୟାମ୍ପ କାର୍ଯ୍ୟାଳୟରେ ସାଧାରଣ ଲୋକଙ୍କୁ ଭେଟି ସେମାନଙ୍କର ଅଭିଯୋଗ ପତ୍ର ଗ୍ରହଣ କରିଛନ୍ତି। ଆଜି…

ରାଜ୍ୟରେ ଚିହ୍ନଟ ହେବେ ବାଂଲାଦେଶୀ ଅନୁପ୍ରବେଶକାରୀ

ଭୁବନେଶ୍ୱର: ରାଜ୍ୟରେ ବାଂଲାଦେଶୀଙ୍କୁ ଚିହ୍ନଟ ପାଇଁ ନିର୍ଦ୍ଦେଶ । ସମସ୍ତ ଜିଲ୍ଲାପାଳ ଓ ଏସପିଙ୍କୁ ଚିହ୍ନଟ ପାଇଁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ସୂଚନା ଅନୁଯାୟୀ, ବିଧାନସଭାରେ ବିଧାୟକ ଭାସ୍କର ମଢ଼େଇଙ୍କ ପ୍ରଶ୍ନରେ ଉତ୍ତର ରଖି ଏଭଳି କହିଛନ୍ତି ମୁଖ୍ୟମନ୍ତ୍ରୀ…

ସାମ୍ବାଦିକଙ୍କ ସ୍ୱାସ୍ଥ୍ୟ ବୀମା ଯୋଜନା ଜାରି ରହିବ

ଭୁବନେଶ୍ୱର: କାର୍ଯ୍ୟରତ ସାମ୍ବାଦିକମାନଙ୍କ ପାଇଁ ସ୍ୱାସ୍ଥ୍ୟ ବୀମା ଯୋଜନା ଜାରି ରହିବ ବୋଲି ଗୁରୁବାର ଦିନ ସ୍ପଷ୍ଟ କରିଛନ୍ତି ଓଡିଶା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି। ବିଧାନସଭାରେ କଂଗ୍ରେସ ବିଧାୟକ ତାରା ପ୍ରସାଦ ବାହିନୀପତିଙ୍କ ପ୍ରଶ୍ନର ଉତ୍ତରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଏହି…

୬ ଲେନ୍ ବିଶିଷ୍ଟ ହେବ ଭୁବନେଶ୍ୱର-ପୁରୀ ରାସ୍ତା

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ବଡ ଘୋଷଣା । ୬ ଲେନ୍ ବିଶିଷ୍ଟ ହେବ ଭୁବନେଶ୍ୱର-ପୁରୀ ରାସ୍ତା । ଖର୍ଚ୍ଚ ହେବ ୧୮ ଶହ କୋଟି ଟଙ୍କା । ସୂଚନା ଅନୁଯାୟୀ, ଭୁବନେଶ୍ୱରରୁ ପୁରୀ ସର୍ଭିସ ରୋଡ୍ ସହ ହେବ ୬ ଲେନ୍ ବିଶିଷ୍ଟ ରାସ୍ତା । ଚଣ୍ଡିଖୋଲରୁ ବଡବିଲ ରାସ୍ତା ହେବ ୮ ଲେନ୍…

ମମତାଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ଆଳୁ ସମସ୍ୟାର ସମାଧାନ ନେଇ ଆଲୋଚନା

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ନୂଆଦିଲ୍ଲୀରେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କୁ ସାକ୍ଷାତ କରି ଆଳୁ ଯୋଗାଣ ସମସ୍ୟାର ସମାଧାନ ନେଇ ଆଲୋଚନା କରିଛନ୍ତି। ଉଭୟ ମୁଖ୍ୟମନ୍ତ୍ରୀ ନୀତି ଆୟୋଗ ବୈଠକରେ ଯୋଗ ଦେବା ପାଇଁ ଦିଲ୍ଲୀରେ ଅଛନ୍ତି। ତେବେ…

ବଜେଟରେ ବଡ଼ ଘୋଷଣା; ସାମାଜିକ ସୁରକ୍ଷା ଭତ୍ତା ୩୫୦୦ ଟଙ୍କାକୁ ବୃଦ୍ଧି

ଭୁବନେଶ୍ୱର: କ୍ଷମତାକୁ ଆସିବା ପରେ ବିଜେପି ସରକାରର ପ୍ରଥମ ବଜେଟ୍ ଗୁରୁବାର ଉପସ୍ଥାପନା କରାଯାଉଛି। ବଜେଟ୍ ଉପସ୍ଥାପନା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଏହି ଅବସରରେ ସାମାଜିକ ସୁରକ୍ଷା ଭତ୍ତା ୩୫୦୦ ଟଙ୍କାକୁ ବୃଦ୍ଧି କରିଛନ୍ତି ସରକାର। ଉଭୟ ମଧୁବାବୁ ପେନସନ ଯୋଜନା ଓ…

କାଲିଠୁ ନୀଳାଦ୍ରି ବିଜେ ପର୍ଯ୍ୟନ୍ତ ପୁରୀରେ ରହିବେ ୩ ମନ୍ତ୍ରୀ

ଭୁବନେଶ୍ୱର: କାଲିଠାରୁ ନୀଳାଦ୍ରି ବିଜେ ପର୍ଯ୍ୟନ୍ତ ପୁରୀରେ ରହିବେ ଉପ-ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା, ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ ଓ ସଂସ୍କୃତି ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ । ଏନେଇ ତାଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ। ରଥଯାତ୍ରାର ଅବଶିଷ୍ଟ ରୀତିନୀତି ଯେପରି…

ଜାଗା ମିଶନ : ୭୦୭ ବିଜୁ ଆଦର୍ଶ କଲୋନୀ ଲୋକାର୍ପିତ, ୫ ମହାନଗରରେ ଡ୍ରୋନ ସର୍ଭେ ଶୁଭାରମ୍ଭ

ଭୁବନେଶ୍ୱର : ସହରାଞ୍ଚଳରେ ବସ୍ତି ବାସିନ୍ଦାଙ୍କୁ ଜମି ପଟ୍ଟା ଓ ଘର ଯୋଗାଇ ଦେବାକୁ ଓଡିଶା ସରକାର ଆରମ୍ଭ କରିଛନ୍ତି ଜାଗା ମିଶନ । ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଯୋଗ୍ୟ ହିତାଧିକାରୀଙ୍କ ଉଦ୍ଦେଶ୍ୟରେ ଲୋକାର୍ପିତ କରିଛନ୍ତି ୭୦୭ ବିଜୁ ଆଦର୍ଶ କଲୋନୀ ।  ଜାଗା ମିଶନକୁ ଆଉ ପାଦେ ଆଗେଇ…