Latest Odisha News

BREAKING NEWS

Browsing Tag

Odisha CM Naveen Patnaik

ମୋଦିଙ୍କ ସହ କଥା ହେଲେ ନବୀନ, ଅକ୍ସିଜେନ୍‌ ଅଭାବ ପୂରଣରେ ସହଯୋଗ କରିବ ଓଡ଼ିଶା: ନବୀନ

ଭୁବନେଶ୍ୱର: ଦେଶରେ କରୋନା କାୟା ବିସ୍ତାର କରିଛି । ଦ୍ରୁତ ଗତିରେ ଆକ୍ରାନ୍ତଙ୍କ ସଂଖ୍ୟା ବଢୁଥିବା ବେଳେ ହସ୍ପିଟାଲରେ କେଉଁଠି ଆବଶ୍ୟକ ସଂଖ୍ୟକ ବେଡ ନାହିଁ ତ କେଉଁଠି ଔଷଧ ତ ପୁଣି କେଉଁଠି ଅକ୍ସିଜେନ୍ । ଅକ୍ସିଜେନ ଅଭାବରୁ ମେଡିକାଲରେ ରୋଗୀ ଜୀବନ ହାରୁଛନ୍ତି । ମହାରାଷ୍ଟ୍ର, ଦିଲ୍ଲୀ ପରି…