Latest Odisha News

BREAKING NEWS

Browsing Tag

odisha cm

ଜାଗା ମିଶନ : ୭୦୭ ବିଜୁ ଆଦର୍ଶ କଲୋନୀ ଲୋକାର୍ପିତ, ୫ ମହାନଗରରେ ଡ୍ରୋନ ସର୍ଭେ ଶୁଭାରମ୍ଭ

ଭୁବନେଶ୍ୱର : ସହରାଞ୍ଚଳରେ ବସ୍ତି ବାସିନ୍ଦାଙ୍କୁ ଜମି ପଟ୍ଟା ଓ ଘର ଯୋଗାଇ ଦେବାକୁ ଓଡିଶା ସରକାର ଆରମ୍ଭ କରିଛନ୍ତି ଜାଗା ମିଶନ । ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଯୋଗ୍ୟ ହିତାଧିକାରୀଙ୍କ ଉଦ୍ଦେଶ୍ୟରେ ଲୋକାର୍ପିତ କରିଛନ୍ତି ୭୦୭ ବିଜୁ ଆଦର୍ଶ କଲୋନୀ ।  ଜାଗା ମିଶନକୁ ଆଉ ପାଦେ ଆଗେଇ…

ନବନିର୍ବାଚିତ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ସହ କଥା ହେଲେ ମୁଖ୍ୟମନ୍ତ୍ରୀ ନବୀନ

ଭୁବନେଶ୍ୱର: ନବନିର୍ବାଚିତ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ସହ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଫୋନ୍ ଯୋଗେ କଥା ହୋଇଛନ୍ତି । ଓଡ଼ିଶାବାସୀଙ୍କ ତରଫରୁ ଦ୍ରୌପଦୀ ମୁର୍ମୁଙ୍କୁ ମୁଖ୍ୟମନ୍ତ୍ରୀ ଶୁଭେଚ୍ଛା ଜଣାଇବା ସହ ସଫଳତା ପାଇଁ ଓଡ଼ିଶାବାସୀ ଗର୍ବିତ ବୋଲି କହିଛନ୍ତି ନବୀନ ପଟ୍ଟନାୟକ ।…

୮ଟି ଜିଲ୍ଲାରେ ଅକ୍ସିଜେନ ପ୍ଲାଣ୍ଟ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଭିଡିଓ କନ୍‌ଫରେନ୍‌ସିଂ ଜରିଆରେ ରାଜ୍ୟର ୮ଟି ଜିଲ୍ଲାରେ Liquid Medical Oxygen ଓ PSA Plant ପାଇଁ ଭିତ୍ତିପ୍ରସ୍ତର ରଖିଛନ୍ତି। ଏହି ଜିଲ୍ଲାଗୁଡିକ ମଧ୍ୟରେ ରହିଛି – ବରଗଡ, ଗଞ୍ଜାମ, ଯାଜପୁର, କନ୍ଧମାଳ, କେନ୍ଦ୍ରାପଡା, କେନ୍ଦୁଝର,…

୮ ଜିଲ୍ଲାରେ ସ୍ବାସ୍ଥ୍ୟ ଭିତ୍ତିଭୂମି ଓ ଅକ୍ସିଜେନ ପ୍ଲାଣ୍ଟର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଭିଡିଓ କନ୍‌ଫରେନ୍‌ସିଂ ଜରିଆରେ ରାଜ୍ୟର ୮ଟି ଜିଲ୍ଲାରେ ବିଭିନ୍ନ ସ୍ବାସ୍ଥ୍ୟ ଭିତ୍ତିଭୂମି, ତରଳ ଅକ୍ସିଜେନ ପ୍ଲାଣ୍ଟ ଓ ଅକ୍ସିଜେନ ଉତ୍ପାଦନ ବ୍ୟବସ୍ଥାର ଉଦଘାଟନ କରିଛନ୍ତି। ଏହି ୮ଟି ଜିଲ୍ଲା ଗୁଡ଼ିକ ହେଉଛି– ଝାରସୁଗୁଡା, ଭଦ୍ରକ,…

କୋଭିଡ଼ ମୁକାବିଲା ପାଇଁ ବଲାଙ୍ଗିରକୁ ୨ କୋଟି ଟଙ୍କା ମଞ୍ଜୁର

ଭୁବନେଶ୍ବର: କୋଭିଡ଼ ଦ୍ଵିତୀୟ ଲହରୀର ମୁକାବିଲା ପାଇଁ ବଲାଙ୍ଗିର ଜିଲ୍ଲାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦୁଇ କୋଟି ଟଙ୍କା ମଞ୍ଜୁର କରିଛନ୍ତି। ସୂଚନା ଅନୁଯାୟୀ, ଏହି ଟଙ୍କା ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ମଞ୍ଜୁର ଲାଗି ଘୋଷଣା କରାଯାଇଛି। ଉଲ୍ଲେଖଯୋଗ୍ୟ ଯେ କୋଭିଡ଼ର…

୧୬ ଜିଲ୍ଲାରେ ହେବ ଆରଟିପିସିଆର ଟେଷ୍ଟିଂ ସେଣ୍ଟର, ମୁଖ୍ୟମନ୍ତ୍ରୀଙ୍କ କୋଡ଼ିଏ କୋଟି ଟଙ୍କା ମଞ୍ଜୁର

ଭୁବନେଶ୍ୱର: ବଢୁଥିବା କୋଭିଡ଼ ସଂକ୍ରମଣକୁ ଦୃଷ୍ଟିରେ ରଖି ରାଜ୍ୟର ୧୬ଟି ଜିଲ୍ଲାରେ ଆରଟିପିସିଆର ଟେଷ୍ଟିଂ ସେଣ୍ଟର ପ୍ରତିଷ୍ଠା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କୋଡ଼ିଏ କୋଟି ଟଙ୍କା ମଞ୍ଜୁର କରିଛନ୍ତି । ଉକ୍ତ ଜିଲ୍ଲା ଗୁଡ଼ିକ ମଧ୍ୟରେ ଭଦ୍ରକ, ବୌଦ୍ଧ, ଢେ଼ଙ୍କାନାଳ ଗଜପତି…

କୋଭିଡ ପରିଚାଳନା ଲାଗି ସିଏମସିକୁ ୧୦ କୋଟି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

କଟକ: କୋଭିଡ ପରିଚାଳନା ଲାଗି କଟକ ମ୍ୟୁନିସିପାଲ କର୍ପୋରେସନ (ସିଏମସି)କୁ ୧୦ କୋଟି ଟଙ୍କା ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ସିଏମସି ଅନ୍ତର୍ଗତ ଅଞ୍ଚଳରେ କୋଭିଡ ପରିଚାଳନା ଲାଗି ମୁଖ୍ୟମନ୍ତ୍ରୀ ରିଲିଫ୍ ପାଣ୍ଠିରୁ ଏହି ଅର୍ଥ ମଞ୍ଜୁର କରାଯାଇଛି।

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସମ୍ପତ୍ତି ତାଲିକା, ଜାଣନ୍ତୁ କେଉଁଠି କଣ ଓ କେତେ ସମ୍ପତ୍ତି ଅଛି ?

ଭୁବନେଶ୍ୱର: ଦୁର୍ନୀତି ବିରୋଧରେ ରାଜ୍ୟ ସରକାର ଆପଣେଇଛନ୍ତି ଜିରୋ ଟଲେରାନ୍ସ ନୀତି । ଲୋକ ପ୍ରତିନିଧି, ସରକାରୀ ଅଧିକାରୀ ଓ କର୍ମଚାରୀଙ୍କ ସମ୍ପତ୍ତି ତାଲିକା ବାଧ୍ୟତାମୂଳକ କରିଛନ୍ତି ସରକାର । ତାପୂର୍ବରୁ ନିଜେ ମୁଖ୍ୟମନ୍ତ୍ରୀ ନିଜ ସମ୍ପତ୍ତି ତାଲିକା ପ୍ରକାଶ କରିଛନ୍ତି । ୨୦୨୦ ମାର୍ଚ୍ଚ…

ତ୍ୟାଗ, ସଂଯମତା ଓ ଶୃଙ୍ଖଳା ଏହି ୩ଟି ଅସ୍ତ୍ର କୋଭିଡ଼ ଯୁଦ୍ଧରେ ଆମକୁ ବିଜୟ ଆଣିଦେବ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ରାଜ୍ୟରେ କରୋନା ସଂକ୍ରମଣ ବୃଦ୍ଧି ପାଇ ଚାଲିଥିବା ପରିପ୍ରେକ୍ଷୀରେ ରାଜ୍ୟବାସୀଙ୍କୁ ଯଥେଷ୍ଟ ସତର୍କତା ଅବଲମ୍ବନ କରିବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋମବାର ଦିନ ରାଜ୍ୟବାସୀଙ୍କୁ ଆହ୍ୱାନ ଦେଇଛନ୍ତି । ଭାରତରେ ଦ୍ରୁତଗତିରେ ବଢି ଚାଲିଛି କରୋନା ସଂକ୍ରମଣ । ଭାରତରେ ପ୍ରତି…

ଝଡ଼ର ଇଗଲ୍‌: ତାଲିମ୍ ନେଉ ନେଉ…

(ଝଡ଼ର ଇଗଲ୍ – ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କୁ ନେଇ ଏହି ଆଲେଖର ସୃଷ୍ଟି । ଓଡ଼ିଶା ସାହିତ୍ୟ ଜଗତର ପ୍ରତିଷ୍ଠିତ ଲେଖକ ତଥା ବରିଷ୍ଠ ସ୍ତମ୍ଭକାର ଦାଶ ବେନହୁରଙ୍କ ଦ୍ୱାରା ଲିଖିତ ଏହି ଆଲେଖ ସମୁଦାୟ ଏଗାରଟି କଡ଼ିରେ ବିଭକ୍ତ । ‘ଓଡ଼ିଶା ସମ୍ବାଦ’ ପକ୍ଷରୁ  ପ୍ରତିଦିନ ଧାରାବାହିକ ଭାବେ…