ନବନିର୍ବାଚିତ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ସହ କଥା ହେଲେ ମୁଖ୍ୟମନ୍ତ୍ରୀ ନବୀନ
ଭୁବନେଶ୍ୱର: ନବନିର୍ବାଚିତ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ସହ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଫୋନ୍ ଯୋଗେ କଥା ହୋଇଛନ୍ତି । ଓଡ଼ିଶାବାସୀଙ୍କ ତରଫରୁ ଦ୍ରୌପଦୀ ମୁର୍ମୁଙ୍କୁ ମୁଖ୍ୟମନ୍ତ୍ରୀ ଶୁଭେଚ୍ଛା ଜଣାଇବା ସହ ସଫଳତା ପାଇଁ ଓଡ଼ିଶାବାସୀ ଗର୍ବିତ ବୋଲି କହିଛନ୍ତି ନବୀନ ପଟ୍ଟନାୟକ ।…