Latest Odisha News
Browsing Tag

Odisha Cold Wave

ଶୀତ ଲହରି: ରାଜ୍ୟରେ ୧୪ ଡିଗ୍ରୀ ତଳେ ୧୪ ସହରର ପାରଦ

ଭୁବନେଶ୍ୱର: ରାଜ୍ୟରେ ପାଗ ଶୁଖିଲା ରହିଛି । ଧୀରେ ଧୀରେ ବଢୁଛି ଶୀତ । ୧୪ଟି ସହରରେ ପାରଦ ୧୪ ଡିଗ୍ରୀ ସେଲସିୟସ୍ ତଳେ ରହିଛି । ସବୁଠୁ ଥଣ୍ଡା ସହର ପାଲଟିଛି ସୋନପୁର । ସେଠାରେ ସର୍ବନିମ୍ନ ତାପମାତ୍ରା ୮ ଡିଗ୍ରୀ ସେଲସିୟସ ରେକର୍ଡ କରାଯାଇଛି । ସେହିପରି ୧୦ ଡିଗ୍ରୀ ସେଲସିୟସ ତଳେ ଦୁଇଟି…

ରାଜ୍ୟରେ ଶୀତ ଲହରୀ; ୧୦ ଡିଗ୍ରୀ ତଳେ ୪ ସହର

ଭୁବନେଶ୍ବର: ରାଜ୍ୟରେ ଧୀରେଧିରେ ଶୀତର ପ୍ରକୋପ ବଢ଼ିବାରେ ଲାଗିଛି। ପାଣିପାଗ ବିଭାଗର ସୂଚନା ଅନୁଯାୟୀ ରାଜ୍ୟରେ ୪ ସହରର ତାପମାତ୍ରା ୧୦ ଡିଗ୍ରି ତଳକୁ ଖସିଛି।ସୋନପୁରରେ ସର୍ବନିମ୍ନ ତାପମାତ୍ରା ୮.୮ ରେକର୍ଡ ହୋଇଛି। ରାଜ୍ୟର ସବୁଠାରୁ ଥଣ୍ଡା ସହରରେ ପରିଣତ ହୋଇଛି ସୋନପୁର। ୧୦ ଡିଗ୍ରି…

ଅଧା ଓଡ଼ିଶାରେ ଶୀତ ଲହରି: ସୋନପୁରରେ ୯ ଡିଗ୍ରୀ ତଳକୁ ଖସିଲା ପାରଦ, ଆହରୁ ୪-୫ଦିନ ଶୀତ

ଭୁବନେଶ୍ୱର: ଓଡ଼ିଶାର ଥରାଇଲାଣି ଜାଡ଼ । ଅଧା ଓଡ଼ିଶାରେ ଶୀତ ଲହରି ଅନୁଭୂତ ହେଲାଣି । ଆଜି ରାଜ୍ୟର ୧୫ଟି ସହରରେ ପାରଦ ୧୫ ଡିଗ୍ରୀ ତଳକୁ ଖସିଛି । ସବୁଠୁ ଥଣ୍ଡା ସହର ପାଲଟିଛି ସୋନପୁର । ସେଠାରେ ସର୍ବନିମ୍ନ ତାପମାତ୍ରା ୮.୮ ଡିଗ୍ରୀ ସେଲସିୟସ୍ ରେକର୍ଡ କରାଯାଇଛି । ଓଡ଼ିଶାର କାଶ୍ମୀର…

ଶୀତରେ ଥରୁଛି ସୋନପୁର, ଏସବୁ ଜିଲ୍ଲାରେ ଖସୁଛି ପାରଦ

ଭୁବନେଶ୍ୱର: ରାତିରେ ଖସୁଛି ପାରଦ । ବଢୁଛି ଥଣ୍ଡା । ରାଜ୍ୟରେ ଧୀରେ ଧୀରେ ଶୀତ ବଢୁଛି । ୧୫ଡିଗ୍ରୀ ତଳେ ରହିଛି ଓଡ଼ିଶାରେ ୧୧ଟି ସହରର ତାପମାତ୍ରା । ୯ ଡିଗ୍ରୀ ସହ ସୋନପୁର ସବୁଠୁ ଥଣ୍ଡା ସହର ହୋଇଛି । ଓଡ଼ିଶାର କାଶ୍ମୀର କୁହାଯାଉଥିବା ଦାରିଙ୍ଗବାଡିରେ ୯.୫ ଡିଗ୍ରୀ ସେଲସିୟସ ତାପମାତ୍ରା…

ଜାଡ଼ରେ ଥରୁଛି ଓଡ଼ିଶା: ୧୫ ଡିଗ୍ରୀ ତଳେ ୧୩ ସହରର ପାରଦ

ଭୁବନେଶ୍ୱର: ଜାଡ଼ ଥରାଇଲାଣି । ରାତିରେ ଖସୁଛି ପାରଦ । ରାଜ୍ୟରେ ଶୀତ ବଢୁଛି । ୧୩ଟି ଜିଲ୍ଲାରେ ତାପମାତ୍ରା ୧୫ ଡିଗ୍ରୀ ସେଲସିୟସ୍ ତଳକୁ ଖସିଛି । ଦାରିଙ୍ଗିବାଡ଼ିରେ ହାଡଭଙ୍ଗା ଶୀତ । ୯ ଡିଗ୍ରୀ ତଳକୁ ଖସିଛି ତାପମାତ୍ରା । ସେଠାରେ ୮.୫ ଡିଗ୍ରୀ ସେଲସିୟସ ରେକର୍ଡ କରାଯାଇଛି । ସେହିପରି…

ଆଜି ରାତିରୁ ପୁଣି ଖସିବ ପାରଦ, ବଢିବ ଥଣ୍ଡା

ଭୁବନେଶ୍ୱର: ରାଜ୍ୟରେ କୁଛିଦିନ ହେବ ପାଗ ମେଘୁଆ ରହିଥିବା ବେଳେ ଆଜିଠୁ ଆକାଶ ମେଘ ମୁକ୍ତ ହେବା ନେଇ ଓଆଣିପାଗ ବିଭାଗ ପକ୍ଷରୁ ଅନୁମାନ କରାଯାଇଛି। ଏହାସହ ଆଜି ରାତିରୁ ପୁଣିଥରେ ତାପମାତ୍ରା କମିବା ସହ ସହ ଥଣ୍ଡା ମଧ୍ୟ ବଢ଼ିବ। ପାଣିପାଗ ବିଭାଗର ପୂର୍ବନୁମାନ ଅନୁଯାୟୀ ଆଜି ରାତିରୁ ୩-୪…

ଖସୁଛି ପାରଦ, ରାଜ୍ୟରେ ବଢୁଛି ଶୀତ: ୧୨°C ତଳେ ୬ଟି ସହରର ତାପମାତ୍ରା

ଭୁବନେଶ୍ୱର: ବର୍ଷା ଛାଡ଼ିବା ପରେ ରାଜ୍ୟରେ ଶୀତ ବଢ଼ିଛି । ୬ଟି ସହରରେ ସର୍ବନିମ୍ନ ତାପମାତ୍ରା ୧୨ ଡିଗ୍ରୀ ସେଲସିୟସ ତଳକୁ ଖସିଛି । କ୍ରମାଗତ ଚତୁର୍ଥ ଦିନରେ ରାଜ୍ୟରେ ସବୁଠୁ ଥଣ୍ଡା ସହର ପାଲଟିଛି ସୋନପୁର । ସେଠାରେ ୯.୨°C ଡିଗ୍ରୀ ତାପମାତ୍ରା ରେକର୍ଡ କରାଯାଇଛି । ସେହିପରି…

ଜାଡ଼ରେ ଥରିଲାଣି ଓଡ଼ିଶା: ୬ଟି ସହରରେ ୧୨ ଡିଗ୍ରୀ ତଳକୁ ଖସିଲା ପାରଦ

ଭୁବନେଶ୍ୱର: ଶୀତରେ ଥରୁଛି ସୋନପୁର ଓ ଦାରିଙ୍ଗିବାଡ଼ି । ଏଠାରେ ଲଗାତାର ଭାବରେ ଖସୁଛି ପାରଦ । ବଢୁଛି ଥଣ୍ଡା । ଗତ ୨୪ ଘଣ୍ଟା ଭିତରେ ରାଜ୍ୟରେ ସବୁଠୁ ଶୀତଳ ସହର ହୋଇଛି ସୋନପୁର । ସେଠାରେ ସର୍ବନିମ୍ନ ୯.୪ ଡିଗ୍ରୀ ସେଲସିୟସ ତାପମାତ୍ରା ରେକର୍ଡ କରାଯାଇଛି । ସୋନପୁରକୁ ମିଶାଇ ରାଜ୍ୟରେ…

ରାଜ୍ୟରେ ବଢିଲାଣି ଜାଡ଼, ୧୫ ଡିଗ୍ରୀ ତଳେ ୧୧ ସହରର ପାରଦ

ଭୁବନେଶ୍ୱର: ରାଜ୍ୟରେ ଖସୁଛି ପାରଦ । ବଢୁଛି ଜାଡ଼ । ବିଭିନ୍ନ ଜିଲ୍ଲାରେ ଶୀତ ଅନୁଭୂତ ହେଲାଣି । ରାଜ୍ୟର ୧୧ଟି ସହରରେ ସର୍ବନିମ୍ନ ତାପମାତ୍ରା ୧୫ ଡିଗ୍ରୀ ତଳକୁ ଖସିଛି । ସୋନପୁରରେ ୧୦ ଡିଗ୍ରୀ ତଳକୁ ଖସିଲା ପାରଦ । ୯.୬ ଡିଗ୍ରୀ ସେଲସିୟସ ସହ ସୋନପୁରରେ ରାଜ୍ୟର ସବୁଠୁ ଥଣ୍ଡା ସହର…