ଲାଞ୍ଚ ନେଇ ଧରାପଡିଲେ ପୋଲିସ ବାବୁ
କଳାହାଣ୍ଡି : ଭିଜିଲାନ୍ସ ହାତରେ ଧରା ପଡିଲେ ଲାଞ୍ଚୁଆ ପୋଲିସ ବାବୁ । କଳାହାଣ୍ଡି ଥୁଆମୂଳ ରାମପୁର ଥାନା ମହୁଲପାଟଣା ଫାଣ୍ଡିର ଏଏସ୍ଆଇ ମଳୟ ରଂଜନ ରଣା ୫ ହଜାର ଟଙ୍କା ଲାଞ୍ଚ ନେବା ବେଳେ ଧରାପଡିଛନ୍ତି । ସ୍ଥାନୀୟ ଅଂଚଳର ଜଣେ ବ୍ୟକ୍ତିଙ୍କ ଏକ ଦୁର୍ଘଟଣାଗ୍ରସ୍ତ ଟ୍ରାକ୍ଟରକୁ ଛାଡିଦେବା…