Latest Odisha News

BREAKING NEWS

Browsing Tag

Odisha Corona Active case

କରୋନା ଆକ୍ଟିଭ୍ କେସ ତାଲିକାର ୭ ନମ୍ବରରେ ଓଡ଼ିଶା, ୫ ରାଜ୍ୟରେ ସ୍ଥିତି ସାଂଘାତିକ

ନୂଆଦିଲ୍ଲୀ: ସାରା ଦେଶରେ କରୋନା କାୟା ମାଡ଼ି ମାଡ଼ି ଚାଲିଛି । ସଂକ୍ରମିତଙ୍କ ସଂଖ୍ୟା ୪୪ ଲକ୍ଷ ଟପିଛି । ମହାରାଷ୍ଟ୍ରରେ ବେହାଲ୍ ସ୍ଥିତି । କର୍ଣ୍ଣାଟକ ଓ ଆନ୍ଧ୍ରପ୍ରଦେଶରେ ବୋଲ ମାନୁନି କରୋନା । ଉତ୍ତରପ୍ରଦେଶ ଓ ତାମିଲନାଡୁରେ ମହାମାରୀ ମାଡୁଛି । ରାଜ୍ୟରେ ସଂକ୍ରମଣ ଓ ଆକ୍ଟିଭ କେସ…

ଓଡ଼ିଶାରେ ୧୦ ହଜାର ଉପରେ ଆକ୍ଟିଭ୍ କେସ୍, ଦିଲ୍ଲୀ ଓ ରାଜସ୍ଥାନଠୁ ବି ଅଧିକ

ଭୁବନେଶ୍ୱର: ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢୁଛି । ପ୍ରତିଦିନ ହଜାରେ ଉପରେ ଆସୁଛି ପଜିଟିଭ୍ କେସ୍ । ପ୍ରତିଦିନ ଅଧିକ ଆକ୍ରାନ୍ତ ସୁସ୍ଥ ବି ହେଉଛନ୍ତି । ଏବେ ଚିନ୍ତା ବଢ଼ାଇଲାଣି ରାଜ୍ୟର ଆକ୍ଟିଭ୍ କେସ୍ ସଂଖ୍ୟା । ବର୍ତ୍ତମାନ ସୁଦ୍ଧା ୧୦ ହଜାର ୯୧୯ ଭୂତାଣୁ ସଂକ୍ରମିତ ବିଭିନ୍ନ…

ଓଡ଼ିଶାରେ ୩୧ ଦିନରେ ୫୭୧୮ ନୂଆ କରୋନା କେସ୍, ୨୨ ମୃତ

ଭୁବନେଶ୍ୱର: ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୮ ହଜାର ପାର କରିଛି । ଗତ ୨୪ ଘଣ୍ଟାରେ ସଂକ୍ରମଣ ସବୁ ରେକର୍ଡକୁ ପାର କରିଛି । ଗତ ମାର୍ଚ୍ଚ ମାସରେ ପ୍ରଥମ ପଜିଟିଭ୍ କେସ୍ ବାହାରିଥିଲା । ମାର୍ଚ୍ଚରେ ସଂକ୍ରମିତଙ୍କ ସଂଖ୍ୟା ଥିଲା ମାତ୍ର ୪ । ଏହି ପାଞ୍ଚ ମାସ ଭିତରେ ସଂଖ୍ୟା ୮ ହଜାର ୧୦୬…