Latest Odisha News

BREAKING NEWS

Browsing Tag

Odisha Corona Death Case

ଆଜି ୧୬ ଜିଲ୍ଲାରୁ କରୋନା ନେଲା ୪୫ ଜୀବନ

ଭୁବନେଶ୍ୱର: କରୋନା ସଂକ୍ରମିତଙ୍କ ସଂଖ୍ୟା କମୁଥିଲେ ବି ଦୈନିକ ମୃତ୍ୟୁସଂଖ୍ୟା ନିୟନ୍ତ୍ରଣକୁ ଆସୁନାହିଁ । ୪୦ ଉପରେ ରହୁଛି । ୨୪ ଘଣ୍ଟାରେ ଆଉ ୪୫ ସଂକ୍ରମିତଙ୍କ ଜୀବନ ଯାଇଛି । ୧୬ ଜିଲ୍ଲାରୁ ଚିକିତ୍ସାଧୀନ ଅବସ୍ଥାରେ ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୯ ଜଣ…

ଆଜି ଓଡ଼ିଶାରୁ କରୋନା ନେଲା ୪୦ ଜୀବନ

ଭୁବନେଶ୍ୱର: ରାଜ୍ୟରେ ଦୈନିକ କରୋନା ମୃତ୍ୟୁସଂଖ୍ୟା ସାମାନ୍ୟ କମିଛି । ୨୪ ଘଣ୍ଟାରେ ଆଉ ୪୦ ଜଣ ଆକ୍ରାନ୍ତ ମୃତ୍ୟୁବରଣ କରିଛନ୍ତି । ଚିକିତ୍ସାଧୀନ ଅବସ୍ଥାରେ ୧୪ ଜିଲ୍ଲାରୁ ସଂକ୍ରମିତ ପ୍ରାଣ ହରାଇଛନ୍ତି । ଖୋର୍ଦ୍ଧା, କଟକ, ବରଗଡ଼, ପୁରୀ ଜିଲ୍ଲାରେ ମୃତ୍ୟୁସଂଖ୍ୟା ଥମୁଛି । ଆଜି ଖୋର୍ଦ୍ଧା…

ଆଜି ରାଜ୍ୟରୁ କରୋନା ନେଲା ୪୪ ଜୀବନ, ଖୋର୍ଦ୍ଧାରୁ ସର୍ବାଧିକ ୯ ମୃତ

ଭୁବନେଶ୍ୱର: କାବୁ ପାଉନି କରୋନା ମୃତ୍ୟୁସଂଖ୍ୟା । ୪୦ରୁ ସଂଖ୍ୟା କମୁନି । ୨୪ ଘଣ୍ଟାରେ ଆଉ ୪୪ ସଂକ୍ରମିତ ପ୍ରାଣ ହରାଇଛନ୍ତି । ୧୪ ଜିଲ୍ଲାରୁ ଆକ୍ରାନ୍ତ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁବରଣ କରିଛନ୍ତି । ଖୋର୍ଦ୍ଧାରୁ ଆଜି ସର୍ବାଧିକ ୯ ଜଣଙ୍କର ଜୀବନ ନେଇଛି କରୋନା । ବରଗଡ଼ ଓ କଟକ…

କରୋନା ମୃତ୍ୟୁସଂଖ୍ୟା ୪୦ରୁ ଖସୁନି: ଆଜି ଓଡ଼ିଶାରୁ ଗଲା ୪୩ ଜୀବନ

ଭୁବନେଶ୍ୱର: ରାଜ୍ୟରେ କରୋନା ସଂକ୍ରମଣ କାବୁ ପାଉଛି । କିନ୍ତୁ ମୃତ୍ୟୁସଂଖ୍ୟାରେ ବ୍ରେକ ଲାଗୁନି । ପ୍ରଦିନି ୪୦ରୁ ଅଧିକ ଆକ୍ରାନ୍ତ କରୋନାରେ ପ୍ରାଣ ହରାଉଛନ୍ତି । ୨୪ ଘଣ୍ଟାରେ ଆଉ ୪୩ ଜଣଙ୍କର ଜୀବନ ନେଇଛ ପ୍ରାଣଘାତୀ କରୋନା । ୧୫ ଜିଲ୍ଲାରୁ ଚିକିତ୍ସାଧୀନ ଅବସ୍ଥାରେ ଆକ୍ରାନ୍ତ ଆଖି…

କରୋନା ଆଜି ଓଡ଼ିଶାରୁ ନେଲା ୪୦ ଜୀବନ

ଭୁବନେଶ୍ୱର: ରାଜ୍ୟରେ ବଢୁଛି କରୋନା ମୃତ୍ୟୁସଂଖ୍ୟା । ୨୪ ଘଣ୍ଟାରେ ଯାଇଛି ଆଉ ୪୦ ଜୀବନ । ୧୪ ଜିଲ୍ଲାରୁ ଆକ୍ରାନ୍ତ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁବରଣ କରିଛନ୍ତି । କଟକ ଓ ବରଗଡ଼ରୁ ସର୍ବାଧିକ ୫ ଜଣ ଲେଖାଏ ସଂକ୍ରମିତଙ୍କ ଜୀବନ ନେଇଛି ପ୍ରାଣଘାତୀ କରୋନା । କୋରାପୁଟ, ମୟୂରଭଞ୍ଜ ଓ…

ରାଜ୍ୟରେ ୧୨ ଦିନ ପରେ ୪୦ ତଳକୁ ଖସିଲା କରୋନା ମୃତ୍ୟୁସଂଖ୍ୟା

ଭୁବନେଶ୍ୱର: ରାଜ୍ୟରେ ୧୨ ଦିନ ପରେ ୪୦ ତଳକୁ ଖସିଲା ଦୈନିକ କରୋନା ମୃତ୍ୟୁସଂଖ୍ୟା । ୨୪ ଘଣ୍ଟାରେ ଆଉ ୩୯ ଜୀବନ ନେଇଛି କରୋନା । ୧୪ ଜିଲ୍ଲାରୁ ସଂକ୍ରମିତ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁବରଣ କରିଛନ୍ତି । ଗତ ୪ ତାରିଖରେ ରାଜ୍ୟରୁ ୩୯ ଜଣ ପ୍ରାଣ ହରାଇଥିଲେ । ତାପରଠରୁ ପ୍ରତିଦିନ ୪୦ରୁ ଅଧିକ…

ସଂକ୍ରମଣ ୪ ହଜାର ତଳକୁ ଖସିଲା, ମୃତ୍ୟୁସଂଖ୍ୟା ୪୦ରୁ କମୁନି

ଭୁବନେଶ୍ୱର: ରାଜ୍ୟରେ କେବେ ୪୦ରୁ ଖସିବ ଦୈନିକ କରୋନା ମୃତ୍ୟୁସଂଖ୍ୟା ? ଦୈନିକ ମୃତ୍ୟୁସଂଖ୍ୟା ବଢୁଛି । ୨୪ ଘଣ୍ଟାରେ ଆଉ ୪୨ ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଚିକିତ୍ସାଧୀନ ଅବସ୍ଥାରେ ୧୮ ଜିଲ୍ଲାରୁ ସଂକ୍ରମିତ ମୃତ୍ୟୁବରଣ କରିଛନ୍ତି । କଟକ, ଝାରସୁଗୁଡ଼ା, ଖୋର୍ଦ୍ଧା, ପୁରୀରୁ ୪ ଜଣ ଲେଖାଏ…

ଓଡ଼ିଶାରୁ କରୋନା ନେଲା ଆଉ ୪୫ ଜୀବନ

ଭୁବନେଶ୍ୱର: ରାଜ୍ୟରେ ସଂକ୍ରମଣ ନିମ୍ନଗାମୀ ହେଉଛି । କିନ୍ତୁ ମୃତ୍ୟୁସଂଖ୍ୟାରେ ଲାଗୁନି ବ୍ରେକ । ୪୦ରୁ ଖସିବାର ନାଁ ଧରୁନି । ଗତ ୨୪ ଘଣ୍ଟାରେ ରାଜ୍ୟରୁ କରୋନା ନେଇଛି ଆଉ ୪୫ ଆକ୍ରାନ୍ତଙ୍କ ଜୀବନ । ଚିକିତ୍ସାଧୀନ ଅବସ୍ଥାରେ ୧୯ ଜିଲ୍ଲାରୁ ସଂକ୍ରମିତ ମୃତ୍ୟୁବରଣ କରିଛନ୍ତି । ଖୋର୍ଦ୍ଧାରୁ…

ଓଡ଼ିଶାରୁ କରୋନା ନେଲା ରେକର୍ଡ ୪୭ ଜୀବନ, ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ୱର: କରୋନା ମୃତ୍ୟୁରେ ବ୍ରେକ ଲାଗି ପାରୁନି । ୪୦ରୁ ଖସୁନି । ଗତ ୨୪ ଘଣ୍ଟାରେ ରେକର୍ଡ ୪୭ ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଯାହାକି ବର୍ତ୍ତମାନ ସୁଦ୍ଧା ସର୍ବାଧିକ । ୧୭ ଜିଲ୍ଲାରୁ ଚିକିତ୍ସାଧୀନ ଅବସ୍ଥାରେ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ଖୋର୍ଦ୍ଧାରୁ ସର୍ବାଧିକ ୬ ଓ କଟକରୁ କରୋନା…

ଓଡ଼ିଶାରୁ ଆଜି କରୋନା ନେଲା ୪୩ ଜୀବନ, ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ୱର: ରାଜ୍ୟରେ ୪୦ ତଳକୁ କମୁନି ଦୈନିକ କରୋନା ମୃତ୍ୟୁସଂଖ୍ୟା । ଗତ ୨୪ ଘଣ୍ଟାରେ ଆଉ ୪୩ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ଚିକିତ୍ସାଧୀନ ଅବସ୍ଥାରେ ପ୍ରାଣ ହରାଇଛନ୍ତି ୧୭ ଜିଲ୍ଲାରୁ ସଂକ୍ରମିତ । ଖୋର୍ଦ୍ଧାରୁ ସର୍ବାଧିକ ୫ ଜଣ ମୃତ୍ୟୁବରଣ କରିଛନ୍ତି । ଏହାକୁ ମିଶାଇ ଜିଲ୍ଲାରେ କରୋନା…