Latest Odisha News

BREAKING NEWS

Browsing Tag

Odisha Corona Death Case

ରାଜ୍ୟରୁ କରୋନାରେ ଆଖି ବୁଜିଲେ ଆଉ ୪ ସଂକ୍ରମିତ

ଭୁବନେଶ୍ୱର: ରାଜ୍ୟରେ ମହାମାରୀ ନେଇଛି ଆଉ ୪ ଆକ୍ରାନ୍ତଙ୍କ ଜୀବନ । ଚିକିତ୍ସାଧୀନ ଅବସ୍ଥାରେ ୪ଟି ଜିଲ୍ଲାର ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଭୁବନେଶ୍ୱରରୁ ୭୦ବର୍ଷୀ ବୃଦ୍ଧଙ୍କର ମୃତ୍ୟୁ ହୋଇଛି । ସେହିପରି ଯାଜପୁର ଜିଲ୍ଲାରୁ ଜଣେ ୭୨ବର୍ଷୀୟ ବୃଦ୍ଧ କରୋନାରେ ଆଖି ବୁଜିଛନ୍ତି । Regret…

ରାଜ୍ୟରେ କରୋନା ମୃତ୍ୟୁସଂଖ୍ୟା ୧୭୭୧କୁ ବୃଦ୍ଧି

ଭୁବନେଶ୍ୱର: ରାଜ୍ୟରେ ଦୈନିକ ସଂକ୍ରମଣ ସହ କରୋନା ମୃତ୍ୟୁସଂଖ୍ୟା କମିଛି । ଗତ ୨୪ ଘଣ୍ଟାରେ ପ୍ରାଣ ହରାଇଛନ୍ତି ଆଉ ୬ ଜଣ ଆକ୍ରାନ୍ତ । ୫ଟି ଜିଲ୍ଲାରୁ ସଂକ୍ରମିତ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁବରଣ କରିଛନ୍ତି । ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨ ଜଣ ଆକ୍ରାନ୍ତ ଆଖି ବୁଜିଛନ୍ତି ।…

ରାଜ୍ୟରେ କରୋନା ଡେଥ୍ କେସ: ୧୭ଶହ ପାର କଲା, ଆଖି ବୁଜିଲେ ଆଉ ୧୭

ଭୁବନେଶ୍ୱର: ପ୍ରାଣଘାତୀ କରୋନା ପ୍ରତିଦିନ ଜୀବନ ନେଉଛି । ରାଜ୍ୟରେ ବଢୁଛି ମୃତ୍ୟୁସଂଖ୍ୟା । ପ୍ରତିଦିନ ୧୫ରୁ ଅଧିକ ସଂକ୍ରମିତ ପ୍ରାଣ ହରାଉଛନ୍ତି । ଗତ ୨୪ ଘଣ୍ଟାରେ ଆଉ ୧୭ ଆକ୍ରାନ୍ତ ଆଖି ବୁଜିଛନ୍ତି । ୭ ଜିଲ୍ଲାରୁ ସଂକ୍ରମିତ ମୃତ୍ୟୁବରଣ କରିଛନ୍ତି । ଗତ ୨୪ ଘଣ୍ଟାରେ ପୁରୀ, ସୁନ୍ଦରଗଡ଼…

ରାଜ୍ୟରୁ କରୋନା ନେଲା ଆଉ ୧୬ ଜୀବନ, ସୁନ୍ଦରଗଡ଼ରୁ ସର୍ବାଧିକ ୫ ଜଣ

ଭୁବନେଶ୍ୱର: ରାଜ୍ୟରେ କରୋନା ମୃତ୍ୟୁସଂଖ୍ୟାରେ ଲାଗି ପାରୁନି ବ୍ରେକ । ସଂଖ୍ୟା ବଢୁଛି । ଗତ ୨୪ ଘଣ୍ଟାରେ ଆଉ ୧୬ ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଚିକିତ୍ସାଧୀନ ଅବସ୍ଥାରେ ୯ଟି ଜିଲ୍ଲାରୁ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି । ଏମାନଙ୍କ ଭିତରେ ଅଛନ୍ତି ୭ ଜଣ ମହିଳା ଓ ୯ ଜଣ ପୁରୁଷ । 3.A…

ଓଡ଼ିଶାର ୭ ଜିଲ୍ଲାରୁ କରୋନା ନେଲା ଆଉ ୧୩ ଜୀବନ

ଭୁବନେଶ୍ୱର: ବଢୁଛି କରୋନା ମୃତ୍ୟୁସଂଖ୍ୟା । ଗତ ୨୪ ଘଣ୍ଟାରେ ରାଜ୍ୟରୁ ଆଉ ୧୩ ଜଣଙ୍କର ପ୍ରାଣ ନେଇଛି ମହାମାରୀ । ୭ଜିଲ୍ଲାର ସଂକ୍ରମିତ ଚିକିତ୍ସାଧୀନ ଅବସ୍ଥାରେ ପ୍ରାଣ ହରାଇଛନ୍ତି । ଏମାନଙ୍କ ଭିତରେ ଅଛନ୍ତି ୭ ଜଣ ମହିଳା ଓ ୬ ଜଣ ପୁରୁଷ । Regret to inform the demise of…