Latest Odisha News

BREAKING NEWS

Browsing Tag

Odisha Corona Positive Case

କମୁଛି କରୋନା କାୟା: ଓଡ଼ିଶାରେ ୧% ତଳକୁ ଖସିଲା ପଜିଟିଭ୍ ହାର

ଭୁବନେଶ୍ୱର: ରାଜ୍ୟରେ ଖସୁଛି କରୋନାର ଦୈନିକ ସଂକ୍ରମଣ। ୨୪ ଘଣ୍ଟାରେ ୬୪ହଜାର ୯୯୧ ଟେଷ୍ଟ ହୋଇଥିବା ବେଳେ ଚିହ୍ନଟ ହୋଇଛନ୍ତି ୬୦୯ ଆକ୍ରାନ୍ତ । ଏମାନଙ୍କ ଭିତରେ ୯୭ଜଣ ୧୮ ବର୍ଷରୁ କମ୍ ସଂକ୍ରମିତ ଅଛନ୍ତି । ନୂଆ ଆକ୍ରାନ୍ତଙ୍କ ଭିତରୁ କ୍ୱାରେଣ୍ଟାଇନରୁ ୩୫୪ ଓ ଲୋକାଲ୍ କଣ୍ଟାକ୍ଟ କେସ୍ ରହିଛି…

ଆଜି ଓଡ଼ିଶାରେ କମିଛି କରୋନା ସଂକ୍ରମଣ: ୧୦,୬୩୫ ପଜିଟିଭ୍ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ ଆଜି ସାମାନ୍ୟ କମିଛି କରୋନା ସଂକ୍ରମଣ । ୧୧ହଜାର ତଳକୁ ଖସିଛି । ଗତ ୨୪ ଘଣ୍ଚାରେ ଚିହ୍ନଟ ହୋଇଛନ୍ତି ୧୦ହଜାର ୬୩୫ ନୂଆ ଆକ୍ରାନ୍ତ । ଏମାନଙ୍କ ଭିତରେ କ୍ୱାରେଣ୍ଟାଇନରୁ ୬ହଜାର ୧୨ ଓ ଲୋକାଲ୍ କଣ୍ଟାକ୍ଟ କେସ୍ ରହିଛି ୪ହଜାର ୬୨୩ଟି । ଖୋର୍ଦ୍ଧାରୁ ସର୍ବାଧିକ ୧୫୬୪ ନୂଆ…

ଓଡ଼ିଶା ପାଇଁ ୧୦ ଜିଲ୍ଲା ଟେନସନ୍: ଦିନକରେ ବାହାରିଛନ୍ତି ୭୨% କରୋନା ଆକ୍ରାନ୍ତ

ଭୁବନେଶ୍ୱର: ରାଜ୍ୟରେ ଚାରି ହଜାର ମୁହାଁ ହେଲାଣି ଦୈନିକ ସଂକ୍ରମଣ । ଏବେ ପ୍ରତିଦିନି ୩ହଜାର ଉପରେ ରହୁଛି ପଜିଟିଭ୍ କେସ୍ । ଦୈନିକ ସଂକ୍ରମଣରେ ୧୦ଟି ଜିଲ୍ଲା ରାଜ୍ୟର ଚିନ୍ତା ବଢ଼ାଇଛି । ଆଜି ଏହି ୧୦ ଜିଲ୍ଲାରୁ ବାହାରିଛନ୍ତି କେବଳ ୬୭ ପ୍ରତିଶତ ନୂଆ ଆକ୍ରାନ୍ତ । ଛତିଶଗଡ଼ରେ କରୋନା…

ରାଜ୍ୟରେ କମୁଛି କରୋନା କାୟା: ୨୪ ଘଣ୍ଟାରେ ୨୩୪ ପଜିଟିଭ୍

ଭୁବନେଶ୍ୱର: ରାଜ୍ୟରେ କମୁଛି କରୋନା କାୟା । ଦୈନିକ ସଂକ୍ରମିତ ଓ ମୃତ୍ୟୁସଂଖ୍ୟା ହ୍ରାସ ପାଉଛି । ଗତ ୨୪ଘଣ୍ଟାରେ ୨୪ ଜିଲ୍ଲାରୁ ଚିହ୍ନଟ ହୋଇଛନ୍ତି ୨୩୪ ନୂଆ ଆକ୍ରାନ୍ତ । ଏମାନଙ୍କ ଭିତରେ କ୍ୱାରେଣ୍ଟାଇନରୁ ୧୩୬ ଜଣ ଥିବା ବେଳେ ଲୋକାଲ୍ କଣ୍ଟାକ୍ଟ କେସ୍ ରହିଛି ୯୮ଟି । ବହୁ ମାସ ପରେ ଶହେ…