Latest Odisha News

BREAKING NEWS

Browsing Tag

Odisha Corona Positive Cases

ରାଜ୍ୟରେ ୨୫ ଜିଲ୍ଲାରୁ ୪୨୪ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ ଆଜି ବଢ଼ିନି କରୋନା ସଂକ୍ରମଣ । ଗତକାଲି ଯେତିକି ଚିହ୍ନଟ ହୋଇଥିଲେ ୨୪ ଘଣ୍ଟାରେ ସେତିକି ପଜିଟିଭ୍ ବାହାରିଛନ୍ତି । ଗତକାଲି ୨୦ ଜିଲ୍ଲାରୁ ୪୨୪ ସଂକ୍ରମିତ ହୋଇଥିଲେ । ଗତ ୨୪ ଘଣ୍ଟାରେ ୨୫ ଜିଲ୍ଲାରୁ ବାହାରିଛନ୍ତି ୪୨୪ ଆକ୍ରାନ୍ତ । ଏମାନଙ୍କ ଭିତରେ କ୍ୱାରେଣ୍ଟିନରୁ…

ଓଡ଼ିଶାରେ ଏଯାଏ ଗୋଷ୍ଠୀ ସଂକ୍ରମଣ ହୋଇନି: ସ୍ୱାସ୍ଥ୍ୟ ନିର୍ଦ୍ଦେଶକ

ଭୁବନେଶ୍ୱର: ଓଡ଼ିଶାରେ ବଢୁଛି କରୋନା କେସ୍ । ୨୪ ଘଣ୍ଟାରେ ୨୯୮ ସଂକ୍ରମିତ ହୋଇଛନ୍ତି । ୧୪ ଜଣ ଓମିକ୍ରନ୍ ପଜିଟିଭ୍ ବାହାରିଛନ୍ତି । କିନ୍ତୁ ରାଜ୍ୟରେ ଗୋଷ୍ଠୀ ସଂକ୍ରମଣ ନେଇ ପ୍ରାମାଣିକ ତଥ୍ୟ ନାହିଁ । ଏହି ସୂଚନା ଦେଇଛନ୍ତି ରାଜ୍ୟ ସ୍ୱାସ୍ଥ୍ୟ ନିର୍ଦ୍ଦେଶକ ଡାକ୍ତର ବିଜୟ ମହାପାତ୍ର । ସେ…

ରାଜ୍ୟରେ ବଢୁଛି କରୋନା କେସ୍: ଆଜି ୨୯୮ ପଜିଟିଭ୍

ଭୁବନେଶ୍ୱର: ରାଜ୍ୟରେ ବଢୁଛି କରୋନା ସଂକ୍ରମଣ । ପାଖାପାଖି ତିନି ଶହ ହେଲାଣି ଦୈନିକ ସଂକ୍ରମିତଙ୍କ ସଂଖ୍ୟା । ୨୪ ଘଣ୍ଟାରା ସାରା ରାଜ୍ୟରୁ ଚିହ୍ନଟ ହୋଇଛନ୍ତି ୨୯୮ ନୂଆ ଆକ୍ରାନ୍ତ । ଏମାନଙ୍କ ଭିତରେ କ୍ୱାରେଣ୍ଟିନରୁ ୧୭୬ ଓ ଲୋକାଲ୍ କଣ୍ଟାକ୍ଟ କେସ୍ ରହିଛି ୧୨୨ଟି । ୧୮ବର୍ଷ ଭିତରେ ଆଉ ୩୩…

ଓଡ଼ିଶାରେ ପୁଣି ବଢୁଛି କରୋନା କେସ୍, ଆଜି ୨୮୮ ପଜିଟିଭ୍

ଭୁବନେଶ୍ୱର: ରାଜ୍ୟରେ ପୁଣି ଥରେ କାୟା ମେଲାଉଛି କରୋନା । ବଢୁଛି ଦୈନିକ ଆକ୍ରାନ୍ତଙ୍କ ସଂଖ୍ୟା । ଏବେ ଦୈନିକ ସଂକ୍ରମିତଙ୍କ ସଂଖ୍ୟା ଦୁଇ ଶହରୁ ତିନି ଶହ ଯାଏ ବଢ଼ିଲାଣି । ଗତକାଲି ୨୧୨ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଜି ଏହି ସଂଖ୍ୟା ୨୮୮ରେ ପହଞ୍ଚିଛି । ଏମାନଙ୍କ ଭିତରେ ୧୮ ବର୍ଷ…

ରାଜ୍ୟରୁ ୨୪ ଘଣ୍ଟାରେ ୨୭୧ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ କରୋନା କାୟା କମୁଛି । ଏଣିକି ଦୈନିକ ଆକ୍ରାନ୍ତଙ୍କ ସଂଖ୍ୟା ପାଖାପାଖି ୩ଶହ ଭିତରେ ରହୁଛି । ୨୪ ଘଣ୍ଟାରେ ରାଜ୍ୟରୁ ଚିହ୍ନଟ ହୋଇଛନ୍ତି ଆଉ ୨୭୧ ନୂଆ ସଂକ୍ରମିତ । ଏମାନଙ୍କ ଭିତରେ କ୍ୱାରେଣ୍ଟିନରୁ ଅଛନ୍ତି ୧୫୮ ଓ ଲୋକାଲ୍ କଣ୍ଟାକ୍ଟ କେସ୍ ରହିଛି ୧୧୩ଟି । ୧୮ ବର୍ଷ…

ରାଜ୍ୟର ୨୦ ଜିଲ୍ଲାରୁ ଆଜି ୫୫୬ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ ଉପର ତଳ ହେଉଛି କରୋନା ଗ୍ରାଫ । କେବେ କମୁଛି ତ କେବେ ସାମାନ୍ୟ ବଢୁଛି । ୨୪ ଘଣ୍ଟାରେ ରାଜ୍ୟରୁ ଚିହ୍ନଟ ହୋଇଛନ୍ତି ୫୫୬ ନୂଆ ଆକ୍ରାନ୍ତ । ଏମାନଙ୍କ ଭିତରେ କ୍ୱାରେଣ୍ଟିନରୁ ୩୨୪ ଓ ଲୋକାଲ୍ କଣ୍ଟାକ୍ଟ କେସ୍ ରହିଛି ୨୩୨ । ୧୮ ବର୍ଷ ଭିତରେ ଆଉ ୮୭ ଜଣ ପଜିଟିଭ୍…

ଆଜି ରାଜ୍ୟରୁ ୪୪୩ କରୋନା ଆକ୍ରାନ୍ତ ଚିହ୍ନଟ, ୧୧ ଜିଲ୍ଲାରେ ସଂକ୍ରମିତଙ୍କ ସଂଖ୍ୟା ଶୂନ

ଭୁବନେଶ୍ୱର: ରାଜ୍ୟରେ ୫୦୦ ତଳକୁ ଖସିଛି କରୋନାର ଦୈନିକ ସଂକ୍ରମଣ । ଗତକାଲି ଅପେକ୍ଷା ଆଜି ସଂକ୍ରମଣ ପାଖାପାଖି ୧୦୦ ଅଧିକ । ଗତକାଲି ରାଜ୍ୟରୁ ୩୫୮ ଆକ୍ରାନ୍ତ ଚିହ୍ନଟ ହୋଇଥିଲେ । ଆଜି ଏହି ସଂଖ୍ୟା ରହିଛି ୪୪୩ । କ୍ୱାରେଣ୍ଟିନରୁ ୨୫୮ ଓ ଲୋକାଲ୍ କଣ୍ଟାକ୍ଟ କେସ୍ ରହିଛି ୧୮୫ । ୧୮ ବର୍ଷ…

ଆଜି ୪୦୦ ତଳକୁ ଖସିଲା ରାଜ୍ୟରେ କରୋନା ସଂକ୍ରମଣ

ଭୁବନେଶ୍ୱର: ରାଜ୍ୟରେ ଆଜି ୪୦୦ ତଳକୁ ଖସିଲା କରୋନା ସଂକ୍ରମଣ । ୨୪ ଘଣ୍ଟାରେ ଚିହ୍ନଟ ହୋଇଛନ୍ତି ୩୫୮ ଆକ୍ରାନ୍ତ । ଏମାନଙ୍କ ଭିତରେ କ୍ୱାରେଣ୍ଟିନରୁ ୨୦୯ ଓ ଲୋକାଲ୍ କଣ୍ଟାକ୍ଟ କେସ୍ ରହିଛି ୧୪୯ । ୧୮ ବର୍ଷ ଭିତରେ ଆଉ ୪୭ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଆଜି ୨୩ ଜିଲ୍ଲାରୁ ବାହାରିଛନ୍ତି…

ଉପର ତଳ କରୋନା ଗ୍ରାଫ୍: ଆଜି ରାଜ୍ୟରୁ ୫୨୧ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ କରୋନା ଗ୍ରାଫ ଉପର ତଳ ହେଉଛି । କେବେ ୫୦୦ ତ କେବେ ୬୦୦ ନୂଆ ଆକ୍ରାନ୍ତ ଚିହ୍ନଟ ହେଉଛନ୍ତି . ୨୪ ଘଣ୍ଟାରେ ରାଜ୍ୟରୁ ଆଉ ୫୨୧ ଜଣ ସଂକ୍ରମିତ ହୋଇଛନ୍ତି । ଏମାନଙ୍କ ଭିତରେ ୧୮ ବର୍ଷ ଭିତରେ ଅଛନ୍ତି ୬୫ ନୂଆ ଆକ୍ରାନ୍ତ । ଗତକାଲି ଅପେକ୍ଷା ଆଜି ସାମାନ୍ୟ କମିଛି ସଂକ୍ରମଣ…

ଆଜି ରାଜ୍ୟରେ ସାମାନ୍ୟ ବଢ଼ିଛି କରୋନା କେସ୍, ୬୧୫ ପଜିଟିଭ୍

ଭୁବନେଶ୍ୱର: ରାଜ୍ୟରେ କରୋନା ସଂକ୍ରମଣ ପ୍ଲାଟ୍ୟୁ ସ୍ଥିତିରେ ରହିଛି । କେବେ ସାମାନ୍ୟ ବଢୁଚି ତ କେବେ ଖସୁଛି । ୨୪ ଘଣ୍ଟାରେ ରାଜ୍ୟରୁ ଚିହ୍ନଟ ହୋଇଛନ୍ତି ୬୧୫ ଆକ୍ରାନ୍ତ । ଏହି ସମୟରେ ୬୨ହଜାର ୬୭୫ କୋଭିଡ୍ ଟେଷ୍ଟ ହୋଇଛି । ଆଜି ୧୮ ବର୍ଷ ଭିତରେ ଆଉ ୬୮ ଜଣ ସଂକ୍ରମିତ ହୋଇଛନ୍ତି । ୨୨…