Latest Odisha News

BREAKING NEWS

Browsing Tag

Odisha Corona Positive Cases

ଓଡ଼ିଶାରେ ୫୦୦ ତଳକୁ ଖସିଲା ଦୈନିକ କରୋନା କେସ, ୯ ଜିଲ୍ଲାରୁ ନୂଆ ଆକ୍ରାନ୍ତ ଶୂନ

ଭୁବନେଶ୍ବର: ରାଜ୍ୟରେ ଖସୁଛି କରୋନାର ଦୈନିକ ସଂକ୍ରମଣ। ଆଜି ଆକ୍ରାନ୍ତଙ୍କ ସଂଖ୍ୟା ୫୦୦ ତଳକୁ ଖସିଛି। ୨୪ ଘଣ୍ଟାରେ ରାଜ୍ୟରୁ ଚିହ୍ନଟ ହୋଇଛନ୍ତି ୪୭୧ ନୂଆ ଆକ୍ରାନ୍ତ। ଏମାନଙ୍କ ଭିତରେ ୧୮ ବର୍ଷ ବର୍ଗରେ ଆଉ ୫୭ ଜଣ ପଜିଟିଭ ବାହାରିଛନ୍ତି। ୯ ଜିଲ୍ଲାରୁ କେହି ନୂଆ ସଂକ୍ରମିତ ହୋଇ ନାହାନ୍ତି।…

ଆଜି ରାଜ୍ୟରୁ ୬୪୯ କରୋନା ସଂକ୍ରମିତ, ୧୮ବର୍ଷରୁ କମ୍ ବର୍ଗରେ ୧୦୩ ପଜିଟିଭ୍

ଭୁବନେଶ୍ୱର: ରାଜ୍ୟରେ କରୋନାର ଦୈନିକ ସଂକ୍ରମଣ ଉପର ତଳ ହେଉଛି । କେବେ ସାମାନ୍ ବଢୁଛି ତ କେବେ ଖସୁଛି । ୬୦୦ରୁ ୮୦୦ ଭିତରେ ରହୁଛି ଦୈନିକ ସଂକ୍ରମିତଙ୍କ ସଂଖ୍ୟା । ୨୪ ଘଣ୍ଟାରେ ଚିହ୍ନଟ ହୋଇଛନ୍ତି ଆଉ ୬୪୯ ନୂଆ ଆକ୍ରାନ୍ତ । ଏମାନଙ୍କ ଭିତରେ ୧୮ ବର୍ଷରୁ କମ୍ ବର୍ଗରେ ଆଉ ୧୦୩ ଜଣ ସଂକ୍ରମିତ…

ଆଜି ରାଜ୍ୟରୁ ୭୬୨ କରୋନା ଆକ୍ରାନ୍ତ ଚିହ୍ନଟ, ୧୦୨ ପିଲା ସଂକ୍ରମିତ

ଭୁବନେଶ୍ୱର: ରାଜ୍ୟରେ ଦୈନକ କରୋନା ସଂକ୍ରମିତଙ୍କ ସଂଖ୍ୟା ୬ଶହରୁ ୮ଶହ ଭିତରେ ରହୁଛି । କେବେ କମୁଛି କେବେ ବଢୁଛି । ୨୪ ଘଣ୍ଟାରେ ରାଜ୍ୟରୁ ଚିହ୍ନଟ ହୋଇଛନ୍ତି ୭୬୨ ନୂଆ ଆକ୍ରାନ୍ତ । ଏମାନଙ୍କ ଭିତରେ କ୍ୱାରେଣ୍ଟାଇନରୁ ୪୪୩ ଓ ଲୋକାଲ୍ କଣ୍ଟାକ୍ଟ କେସ୍ ରହିଛି ୩୧୯ । ରାଜ୍ୟରେ ଆଉ ୧୦୨ ଜଣ…

ରାଜ୍ୟରେ ୫୦୦ ତଳକୁ ଖସୁନି କରୋନାର ଦୈନିକ ସଂକ୍ରମଣ

ଭୁବନେଶ୍ୱର: ରାଜ୍ୟରେ କରୋନା କାୟା କମୁଛି । କିନ୍ତୁ ଦୈନିକ ସଂକ୍ରମଣ ୫ଶହ ତଳକୁ ଖସୁନି । ଏବେ ବି ସଂକ୍ରମିତଙ୍କ ସଂଖ୍ୟା ୮ଶହ ଭିତରେ ରହୁଛି । ୨୪ ଘଣ୍ଟାରେ ରାଜ୍ୟର ଚିହ୍ନଟ ହୋଇଛନ୍ତି ଆଉ ୬୩୮ ଆକ୍ରାନ୍ତ । କ୍ୱାରେଣ୍ଟାଇନରୁ ୩୭୨ ଓ ଲୋକାଲ୍ କଣ୍ଟାକ୍ଟ କେସ୍ ରହିଛି ୨୬୬ଟି । ନୂଆ…

ଓଡ଼ିଶାରେ ବଢୁଛି ଛୁଆଙ୍କୁ ସଂକ୍ରମଣ: ଆଜି ୧୮ ବର୍ଷ ଭିତରେ ଆଉ ୧୩୦ ପଜିଟିଭ୍

ଭୁବନେଶ୍ୱର: ରାଜ୍ୟରେ ଦୈନିକ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ହଜାରେ ଭିତରେ ରହିଛି । କିନ୍ତୁ ଚିନ୍ତା ବଢ଼ାଇଛି ପିଲାଙ୍କୁ ସଂକ୍ରମଣ । ୧୮ ବର୍ଷରୁ କମ୍ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢୁଛି । ଗତ ୨୪ ଘଣ୍ଟାରେ ରାଜ୍ୟରୁ ୮୪୯ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ଭିତରେ ୧୮ ବର୍ଷ…

ଆଜି ଓଡ଼ିଶାରୁ ୮୮୭ କରୋନା ପଜିଟିଭ୍, ଆଉ ୧୩୧ ପିଲା ସଂକ୍ରମିତ

ଭୁବନେଶ୍ୱର: ରାଜ୍ୟରେ ହଜାରେ ଭିତରେ ରହିଛି କରୋନାର ଦୈନିକ ସଂକ୍ରମଣ । କିନ୍ତୁ ଗତକାଲି ଅପେକ୍ଷା ଆଜି ସାମାନ୍ୟ ବଢ଼ିଛି । ୨୪ ଘଣ୍ଟାରେ ରାଜ୍ୟରୁ ଚିହ୍ନଟ ହୋଇଛନ୍ତି ୮୮୭ ନୂଆ ଆକ୍ରାନ୍ତ । ଏମାନଙ୍କ ଭିତରେ ୧୮ ବର୍ଷ ଭିତରେ ଅଛନ୍ତି ୧୩୧ ପଜିଟିଭ୍ । ନୂଆ ସଂକ୍ରମିତଙ୍କ ଭିତରୁ…

ଓଡ଼ିଶାରେ ଆହୁରି ଖସିଲା: ଦୈନିକ କରୋନା ସଂକ୍ରମଣ ୬୦୦କୁ ହ୍ରାସ

ଭୁବନେଶ୍ୱର: ରାଜ୍ୟରେ କରୋନା ସଂକ୍ରମଣ କମି କମି ଆସୁଛି । ଦୈନିକ ସଂକ୍ରମଣ ଆଜି ୬୦୦କୁ ଖସିଛି । ୨୪ ଘଣ୍ଚାରେ ଚିହ୍ନଟ ହୋଇଛନ୍ତି ୬୨୫ ନୂଆ ଆକ୍ରାନ୍ତ । ଏମାନଙ୍କ ଭିତରେ ୮୦ ଜଣ ଅଛନ୍ତି ୧୮ ବର୍ଷ ଭିତରେ ସଂକ୍ରମିତ । କ୍ୱାରେଣ୍ଟାଇନରୁ ୩୬୬ ଆକ୍ରାନ୍ତ ବାହାରିଥିବା ବେଳେ ଲୋକାଲ୍ କଣ୍ଟାକ୍ଟ…

ଆଜି ଓଡ଼ିଶାରୁ ୯୯୩ କରୋନା ଆକ୍ରାନ୍ତ ଚିହ୍ନଟ, ଖୋର୍ଦ୍ଧାରୁ ୪୧୯

ଭୁବନେଶ୍ୱର: ରାଜ୍ୟରେ ଲଗାତାର ତୃତୀୟ ଦିନରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ହଜାରେ ଭିତରେ ରହିଛି । ଯଦିଓ କାଲି ଅପେକ୍ଷା ଆଜି ସଂକ୍ରମିତଙ୍କ ସଂଖ୍ୟା ସାମାନ୍ୟ ବଢ଼ିଛି । ୨୪ ଘଣ୍ଟାରେ ରାଜ୍ୟରୁ ଚିହ୍ନଟ ହୋଇଛନ୍ତି ୯୯୩ ଆକ୍ରାନ୍ତ । ଏମାନଙ୍କ ଭିତରେ କ୍ୱାରେଣ୍ଟାଇନରୁ ୫୭୮ ଓ ଲୋକାଲ୍…

ଓଡ଼ିଶାରେ ତଳମୁହାଁ କରୋନା ସଂକ୍ରମଣ: ଆଜି ଓଡ଼ିଶାରୁ ୭୨୦ ପଜିଟିଭ୍

ଭୁବନେଶ୍ୱର: ରାଜ୍ୟରେ ତଳକୁ ତଳକୁ ଖସୁଛି କରୋନାର ଦୈନିକ ସଂକ୍ରମଣ । ଏବେ ନିମ୍ନଗାମୀ ଟ୍ରେଣ୍ଡ ଦେଖିବାକୁ ମିଳୁଛି । ଲଗାତାର ଦ୍ୱିତୀୟ ଦିନରେ ହଜାରେ ତଳେ ରହିଛି ସଂକ୍ରମିତଙ୍କ ସଂଖ୍ୟା । ୨୪ ଘଣ୍ଟାରେ ଚିହ୍ନଟ ହୋଇଛନ୍ତି ୭୨୦ ନୂଆ ଆକ୍ରାନ୍ତ । ଏମାନଙ୍କ ଭିତରେ ୧୮ ବର୍ଷ ଭିତରେ ୯୬ ଜଣ…

ରାଜ୍ୟରେ ହଜାରେ ତଳକୁ ଖସିଲା ଦୈନିକ କରୋନା ସଂକ୍ରମଣ

ଭୁବନେଶ୍ୱର: ରାଜ୍ୟରେ ହଜାରେ ତଳକୁ ଖସିଲା କରୋନାର ଦୈନିକ କେସ୍ । ୨୪ ଘଣ୍ଟାରେ ଚିହ୍ନଟ ହୋଇଛନ୍ତି ୮୮୬ ନୂଆ ଆକ୍ରାନ୍ତ । ଏମାନଙ୍କ ଭିତରେ କ୍ୱାରେଣ୍ଟାଇନରୁ ୫୧୨ ଓ ଲୋକାଲ୍ କଣ୍ଟାକ୍ଟ କେସ୍ ରହିଛି ୩୭୪ । ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୫୩, କଟକରୁ ୮୧, ବାଲେଶ୍ୱରରୁ ୬୨, ଯାଜପୁରରୁ ୬୦,…