Latest Odisha News
Browsing Tag

Odisha Corona Positive Cases

ଓଡ଼ିଶାରେ ହଜାରେକୁ ଖସିଲା ଦୈନିକ କରୋନା କେସ୍, ପଜିଟିଭ୍ ହାର ୧.୫୩%

ଭୁବନେଶ୍ୱର: ରାଜ୍ୟରେ ଦୈନିକ କରୋନା ସଂକ୍ରମଣରେ ବଡ଼ ଆଶ୍ୱସ୍ତିକର ଖବର ଆସିଛି । ଦିନକରେ ସଂକ୍ରମିତଙ୍କ ସଂଖ୍ୟା ହଜାରେକୁ ଖସିଛି । ୨୪ ଘଣ୍ଟାରେ ରାଜ୍ୟରୁ ଚିହ୍ନଟ ହୋଇଛନ୍ତି ୧ହଜାର ୩୨ ନୂଆ ଆକ୍ରାନ୍ତ । ଏମାନଙ୍କ ଭିତରେ କ୍ୱାରେଣ୍ଟାଇନରୁ ୫୯୮ ଓ ଲୋକାଲ୍ କଣ୍ଟାକ୍ଟ କେସ୍ ରହିଛି ୪୩୪ ।…

ଓଡ଼ିଶାରେ ୧୫ଶହ ତଳକୁ ଖସିଲା ଦୈନିକ କରୋନା କେସ୍, ପଜିଟିଭ୍ ହାର ୧.୯୨%

ଭୁବନେଶ୍ୱର: ରାଜ୍ୟରେ ତଳକୁ ତଳକୁ ଖସୁଛି କରୋନା ସଂକ୍ରମଣ । ଦୈନିତ ସଂକ୍ରମିତଙ୍କ ସଂଖ୍ୟା ୧୫ ଶହ ତଳକୁ ହ୍ରାସ ପାଇଛି । ୨୪ ଘଣ୍ଟାରେ ଚିହ୍ନଟ ହୋଇଛନ୍ତି ୧୪ଶହ ୩୭ ପଜିଟିଭ୍ । କ୍ୱାରେଣ୍ଟାଇନରୁ ୮୩୨ ଓ ଲୋକାଲ୍ କଣ୍ଟାକ୍ଟ କେସ୍ ରହିଛି ୬୦୫ । ଏହି ସମୟରେ ମୋଟ୍ ୭୪ହଜାର ୭୩୫ କୋଭିଡ୍ ଟେଷ୍ଟ…

ଆଜି ଓଡ଼ିଶାରୁ ୧୫୭୮ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ କ୍ରମାଗତ ଦ୍ୱିତୀୟ ଦିନରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୬ ଶହ ଭିତରେ ରହିଛି । ୨୪ ଘଣ୍ଟାରେ ଚିହ୍ନଟ ହୋଇଛନ୍ତି ଆଉ ୧୫ଶହ ୭୮ ପଜିଟିଭ୍ । କ୍ୱାରେଣ୍ଟାଇନରୁ ୯୧୫ ଓ ଲୋକାଲ୍ କଣ୍ଟାକ୍ଟ କେସ୍ ରହିଛି ୬୬୩ । ଏହି ସମୟରେ ରାଜ୍ୟରେ ୭୨ହଜାର ୨୩୩ କୋଭିଡ୍ ଟେଷ୍ଟ ହୋଇଛି ।…

ରାଜ୍ୟରେ ୧୫ଶହକୁ ଖସିଲା ଦୈନିକ କରୋନା କେସ୍, ପଜିଟିଭ୍ ହାର ୨.୦୫%

ଭୁବନେଶ୍ୱର: ରାଜ୍ୟରେ ୧୫ ଶହକୁ ଖସିଲା କରୋନାର ଦୈନିକ ସଂକ୍ରମଣ । ୨୪ ଘଣ୍ଟାରେ ଚିହ୍ନଟ ହୋଇଛନ୍ତି ୧୫ଶହ ୫୮ ନୂଆ ଆକ୍ରାନ୍ତ। କ୍ୱାରେଣ୍ଟାଇନରୁ ୯୦୪ ଓ ଲୋକାଲ୍ କଣ୍ଟାକ୍ଟ କେସ୍ ରହିଛି ୬୫୪ । ୨୪ ଘଣ୍ଟାରେ ରାଜ୍ୟରେ ମୋଟ୍ ୭୫ ହଜାର ୮୬୮ କୋଭିଡ୍ ଟେଷ୍ଟ ହୋଇଛି । ପଜିଟିଭ୍ ହାର ରହିଛି ୨.୦୫…

ତଳକୁ ଖସୁଛି କରୋନା ସଂକ୍ରମଣ: ଆଜି ଓଡ଼ିଶାରୁ ୧୬୨୯ ପଜିଟିଭ୍ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ ତଳକୁ ତଳକୁ ଖସୁଛି କରୋନାର ଦୈନିକ ସଂକ୍ରମଣ । ଦୁଇ ହଜାରରୁ ଏବେ ଦୈନିକ ଆକ୍ରାନ୍ତଙ୍କ ସଂଖ୍ୟା ୧୬ଶହକୁ ଖସିଲାଣି । ୨୪ ଘଣ୍ଟାରେ ଚିହ୍ନଟ ହୋଇଛନ୍ତି ୧୬ଶହ ୨୯ ନୂଆ ଆକ୍ରାନ୍ତ । ଏମାନଙ୍କ ଭିତରେ କ୍ୱାରେଣ୍ଟାଇନରୁ ପଜିଟିଭ୍ ବାହାରିଥିବା ବେଳେ ଲୋକାଲ୍ କଣ୍ଟାକ୍ଟ କେସ୍…

ଆଜି ଓଡ଼ିଶାରୁ ୧୮୩୩ କରୋନା ପଜିଟିଭ୍, ୨ ଜିଲ୍ଲାରେ ନୂଆ ଆକ୍ରାନ୍ତ ଶୂନ

ଭୁବନେଶ୍ୱର: ରାଜ୍ୟରେ ପ୍ଲାଟ୍ୟୁ ସ୍ଥିତିରେ ରହିଛି କରୋନାର ଦୈନିକ ସଂକ୍ରମଣ । ଧିରେ ଧିରେ କମୁଛି । ପ୍ରତିଦିନ ପାଖାପାଖି ଦୁଇ ହଜାର ରହୁଛି ଆକ୍ରାନ୍ତଙ୍କ ସଂଖ୍ୟା । ୨୪ ଘଣ୍ଟାରେ ଚିହ୍ନଟ ହୋଇଛନ୍ତି ୧୮ଶହ ୩୩ ନୂଆ ଆକ୍ରାନ୍ତ । ଏମାନଙ୍କ ଭିତରେ କ୍ୱାରେଣ୍ଟାଇନରୁ ୧୦୬୨ ଓ ଲୋକାଲ୍ କଣ୍ଟାକ୍ଟ…

ଓଡ଼ିଶାରେ ଦୁଇ ହଜାର ତଳକୁ ଖସିଲା କରୋନା ସଂକ୍ରମଣ, ପଜିଟିଭ୍ ହାର ୨.୩୬%

ଭୁବନେଶ୍ୱର: ରାଜ୍ୟରେ ଦୁଇ ହଜାର ତଳକୁ ଖସିଲା କରୋନା ସଂକ୍ରମଣ । ୨୪ ଘଣ୍ଟାରେ ଚିହ୍ନଟ ହୋଇଛନ୍ତି ୧୬ଶହ ୪୮ ନୂଆ ଆକ୍ରାନ୍ତ । କ୍ୱାରେଣ୍ଟାଇନରୁ ୯୫୫ ଓ ଲୋକାଲ୍ କଣ୍ଟାକ୍ଟ କେସ୍ ରହିଛି ୬୯୩ । ଗତକାଲି ଅପେକ୍ଷା ୨୪ ଘଣ୍ଟାରେ ପାଖାପାଖି ୮ହଜାର କମ୍ ଟେଷ୍ଟିଂ ହୋଇଛି । ଗତକାଲି ୭୭ହଜାର ୫୧୯…

ଓଡ଼ିଶାରେ କରୋନା ସଂକ୍ରମଣ ସ୍ଥିର: ଆଜି ୨୧୮୨ ପଜିଟିଭ୍

ଭୁବନେଶ୍ୱର: ରାଜ୍ୟରେ କରୋନାର ଦୈନିକ ସଂକ୍ରମଣ ସ୍ଥିର ରହିଛି । ପ୍ରତିଦିନ ପାଖାପାଖି ୨ହଜାର ରହୁଛି ଆକ୍ରାନ୍ତଙ୍କ ସଂଖ୍ୟା । କେବେ ସାମାନ୍ୟ କମୁଛି ତ କେବେ ବଢୁଛି । ୨୪ ଘଣ୍ଟାରେ ଚିହ୍ନଟ ହୋଇଛନ୍ତି ୨ହଜାର ୧୮୨ ନୂଆ ଆକ୍ରାନ୍ତ । ଏମାନଙ୍କ ଭିତରେ କ୍ୱାରେଣ୍ଟାଇନରୁ ୧୨ଶହ ୫୮ ଓ ଲୋକାଲ୍…

ଆଜି ଓଡ଼ିଶାରୁ ୨୧୧୦ କରୋନା ଆକ୍ରାନ୍ତ ଚିହ୍ନଟ, ୨୫ ଜିଲ୍ଲାରେ ଶହେରୁ କମ୍ ପଜିଟିଭ୍

ଭୁବନେଶ୍ୱର: ରାଜ୍ୟରେ ସ୍ଥିର ରହିଛି ଦୈନିକ ସଂକ୍ରମଣ । ଗତ ତିନି ଚାରି ଦିନ ହେବ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ୨ହଜାରରୁ ସାମାନ୍ୟ କମ୍ ନହେଲେ ବେଶୀ ରହୁଛି । ୨୪ ଘଣ୍ଟାରେ ଚିହ୍ନଟ ହୋଇଛନ୍ତି ଆଉ ୨୧ଶହ ୧୦ ସଂକ୍ରମିତ । କ୍ୱାରେଣ୍ଟାଇନରୁ ୧୨ଶହ ୧୩ ଓ ଲୋକାଲ୍ କଣ୍ଟାକ୍ଟ କେସ୍ ରହିଛି ୮୯୭ ।…

ଦ୍ୱିତୀୟ ଦିନରେ ରାଜ୍ୟରେ ୨ ହଜାର ତଳେ ଦୈନିକ କରୋନା କେସ୍

ଭୁବନେଶ୍ୱର: ରାଜ୍ୟରେ ନିୟନ୍ତ୍ରଣକୁ ଆସୁଛି କରୋନା ସଂକ୍ରମଣ । କ୍ରମାଗତ ଦ୍ୱିତୀୟ ଦିନରେ ଦୈନିକ ସଂକ୍ରମିତଙ୍କ ସଂଖ୍ୟା ଦୁଇ ହଜାରରୁ କମ୍ ରହିଛି । ୨୪ ଘଣ୍ଟାରେ ଚିହ୍ନଟ ହୋଇଛନ୍ତି ୧ହଜାର ୯୩୦ ନୂଆ ଆକ୍ରାନ୍ତ । କ୍ୱାରେଣ୍ଟାଇନରୁ ୧୧ଶହ ୧୭ ଓ ଲୋକାଲ୍ କଣ୍ଟାକ୍ଟ କେସ୍ ରହିଛି ୮୧୩ ।…