Latest Odisha News

BREAKING NEWS

Browsing Tag

Odisha Corona Positive

ରାଜ୍ୟରେ ପାଞ୍ଚ ଶହ ତଳକୁ ଖସିଲା ଦୈନିକ କରୋନା ସଂକ୍ରମଣ

ଭୁବନେଶ୍ୱର: ରାଜ୍ୟରେ କାବୁ ପାଉଛି କରୋନା ସଂକ୍ରମଣ । ଦୈନିକ କେସ୍ ତଳକୁ ତଳକୁ ଖସୁଛି । ପାଞ୍ଚ ଶହ ତଳକୁ ଖସିଛି ଦୈନିକ ସଂକ୍ରମଣ । ୨୪ ଘଣ୍ଟାରେ ରାଜ୍ୟରୁ ଚିହ୍ନଟ ହୋଇଛନ୍ତି ୪୯୨ ଆକ୍ରାନ୍ତ । ଏମାନଙ୍କ ଭିତରେ କ୍ୱାରେଣ୍ଟିନରୁ ୨୮୯ ଓ ଲୋକାଲ୍ କଣ୍ଟାକ୍ଟ କେସ୍ ରହିଛି ୨୦୩ । ୧୮ ବର୍ଷ…

ଆଜି ରାଜ୍ୟରୁ ୮୫୨ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ ସ୍ଥିର ରହିଛି କରୋନା ସଂକ୍ରମଣ । ଦୈନିକ ଆକ୍ରାନ୍ତଙ୍କ ସଂଖ୍ୟା ହଜାରେ ଭିତରେ ରହିଛି । ୨୪ ଘଣ୍ଟାରେ ରାଜ୍ୟରୁ ଚିହ୍ନଟ ହୋଇଛନ୍ତି ୮୫୨ ଆକ୍ରାନ୍ତ । କ୍ୱାରେଣ୍ଟିନରୁ ୪୯୫ ଓ ଲୋକାଲ୍ କଣ୍ଟାକ୍ଟ କେସ୍ ରହିଛି ୩୫୭ । ୧୮ ବର୍ଷ ଭିତରେ ଆଉ ୧୮୧ ଜଣ ସଂକ୍ରମିତ ହୋଇଛନ୍ତି ।…

ରାଜ୍ୟରେ ହାରାହାରି ୩୩% ଓମିକ୍ରନ୍ ଆକ୍ରାନ୍ତ, ଆସିଲା ଓମିସିୟୋର ଷ୍ଟଡି ରିପୋର୍ଟ

ଭୁବନେଶ୍ୱର: ରାଜ୍ୟରୁ ହାରାହାରି ୩୩ ପ୍ରତିଶତ ଓମିକ୍ରନ୍ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଓମିସିୟୋର୍ ଷ୍ଟଡି ରିପୋର୍ଟରୁ ଏହା ସ୍ପଷ୍ଟ ହୋଇଛି । ରାଜ୍ୟରେ ଓମିସିୟୋର କିଟର ହାରାହାରି ୩୧ହଜାର ୬୬୬ ଜଣଙ୍କର ସାମ୍ପୁଲ୍ ଟେଷ୍ଟ କରାଯାଇଥିଲା । ସେଥିରୁ ୧୭ଶହ ୨୯ ଜଣଙ୍କର ପଜିଟିଭ୍ ବାହାରିଥିଲା ।…

ଆଜି ଓଡ଼ିଶାରେ ପୁଣି ୧୧ହଜାର ପାର କଲା ଦୈନିକ ସଂକ୍ରମଣ

ଭୁବନେଶ୍ୱର: ଦିନେ କମିବା ପରେ ପୁଣି ବଢ଼ିଲା । ରାଜ୍ୟରେ ପୁଣି ଥରେ ୧୧ହଜାର ପାର କରିଛି ଦୈନିକ କରୋନା କେସ୍ । ୨୪ ଘଣ୍ଟାରେ ଚିହ୍ନଟ ହୋଇଛନ୍ତି ଆଉ ୧୧ହଜାର ୮୬ ନୂଆ ଆକ୍ରାନ୍ତ । ଏମାନଙ୍କ ଭିତରେ କ୍ୱାରେଣ୍ଟିନରୁ ୬୪୩୧ ଓ ଲୋକାଲ୍ କଣ୍ଟାକ୍ଟ କେସ୍ ରହିଛି ୪୬୫୫ । ୧୮ ବର୍ଷ ଭିତରେ ଆଉ ୧୦୬୧…

କରୋନା ମାରିଲା ଲମ୍ବା ଲମ୍ଫ: ଦିନକରେ ଓଡ଼ିଶାରୁ ୭ହଜାର ପଜିଟିଭ୍

ଭୁବନେଶ୍ୱର: ଓଡ଼ିଶାରେ ଲମ୍ବା ଲମ୍ଫ ମାରିଲା କରୋନା । ଦିନକରେ ୭ ହଜାର ସଂକ୍ରମିତ । ଗତକାଲି ଅପେକ୍ଷା ୩ ହଜାର ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ୨୪ ଘଣ୍ଟାରେ ସାରା ରାଜ୍ୟରୁ ୭ହଜାର ୭୧ ନୂଆ ଆକ୍ରାନ୍ତ ବାହାରିଛନ୍ତି । ଏମାନଙ୍କ ଭିତରେ ୧୮ ବର୍ଷ ଭିତରେ ଅଛନ୍ତି ୭୦୭ ଜଣ ଆକ୍ରାନ୍ତ ।…

ଖୋର୍ଦ୍ଧା, ସୁନ୍ଦରଗଡ଼ ଓ ସମ୍ୱଲପୁରରେ ସଂକ୍ରମଣ ହାର ଜାତୀୟ ହାରଠାରୁ ବି ଅଧିକ

ଭୁବନେଶ୍ୱର: ରାଜ୍ୟରେ କରୋନା ଗ୍ରାଫ ଉପରମୁହାଁ । ଦୈନିକ ସଂକ୍ରମଣ ପାଞ୍ଚ ହଜାର ମୁହାଁ ହୋଇଛି । ସଂକ୍ରମଣର ଟପ୍ ଥ୍ରୀ ଜିଲ୍ଲାରେ ରହିଛି ଖୋର୍ଦ୍ଧା, ସୁନ୍ଦରଗଡ଼ ଓ ସମ୍ୱଲପୁର ଜିଲ୍ଲା । ଏସବୁ ଜିଲ୍ଲାରେ ପଜିଟିଭ୍ ହାରି ଅଧିକ ରହିଛି । ରାଜ୍ୟରେ ପଜିଟିଭ୍ ହାର ୬.୭୨ ପ୍ରତିଶତ ରହିଛି ।…

ଆଜି ଓଡ଼ିଶାରୁ ୪୮୨୯ କରୋନା ପଜିଟିଭ୍, ୩ ଜିଲ୍ଲାରେ ଦ୍ରୁତ ବଢୁଛି

ଭୁବନେଶ୍ୱର: ରାଜ୍ୟରେ ୫ ହଜାର ମୁହାଁ ହୋଇଛି ଦୈନିକ କରୋନା ସଂକ୍ରମଣ । ୨୪ ଘଣ୍ଟାରେ ଚିହ୍ନଟ ହୋଇଛନ୍ତି ୪୮୨୯ ପଜିଟିଭ୍ । ୦-୧୮ ଭିତରେ ୪୪୮ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । କ୍ୱାରେଣ୍ଟିନରୁ ୨୮୨୩ ଓ ଲୋକାଲ୍ କଣ୍ଟାକ୍ଟ କେସ୍ ରହିଛି ୨୦୦୬ଟି । ସଂକ୍ରମଣରେ ଚିନ୍ତା ବଢ଼ାଇଛନ୍ତି ୩ଟି ଜିଲ୍ଲା…

କୋଭିଡ୍ ରେଡ୍ ଜୋନରେ ଖୋର୍ଦ୍ଧା, ସମ୍ୱଲପୁର ଓ ସୁନ୍ଦରଗଡ଼

ଭୁବନେଶ୍ୱର: ରାଜ୍ୟରେ ୫ ହଜାର ମୁହାଁ ହୋଇଛି ଦୈନିକ କରୋନା କେସ୍ । ଆଜି ୪ହଜାର ୭୧୪ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଜାନୁଆରୀ ୧ ତାରିଖରେ ଦୈନିକ ସଂକ୍ରମିତଙ୍କ ସଂଖ୍ୟା ୨୯୮ ଥିଲା । ୯ ଦିନ ଭିତରେ ଏହି ସଂଖ୍ୟା ପାଖାପାଖି ୫ ହଜାର ହୋଇଛି । ଅର୍ଥାତ ସଂକ୍ରମିତଙ୍କ ସଂଖ୍ୟା ପାଖାପାଖି ୧୫ ଗୁଣା…

ଆଜି ରାଜ୍ୟରୁ ୧୧୨ କରୋନା ପଜିଟିଭ୍

ଭୁବନେଶ୍ୱର: ଓଡ଼ିଶାରେ ତଳକୁ ତଳକୁ ଖସୁଛି କରୋନା କାୟା । ଶହେ ମୁହାଁ ଦୈନିକ କେସ୍ । ୨୪ ଘଣ୍ଟାରେ ରାଜ୍ୟରୁ ଚିହ୍ନଟ ହୋଇଛନ୍ତି ୧୧୨ ନୂଆ ସଂକ୍ରମିତ । ଏମାନଙ୍କ ଭିତରେ କ୍ୱାରେଣ୍ଟିନରୁ ୬୭ ଓ ଲୋକାଲ୍ କଣ୍ଟାକ୍ଟ କେସ୍ ରହିଛି ୪୫ଟି । ୧୮ ବର୍ଷ ଭିତରେ ଆଉ ୧୭ ଜଣ ପଜିଟିଭ୍ ବାହାରିଛନ୍ତି ।…

ଆଜି ୧୯ ଜିଲ୍ଲାରୁ ୧୮୬ କରୋନା ପଜିଟିଭ୍ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ ନିୟନ୍ତ୍ରଣରେର ରହିଛି କରୋନା ସଂକ୍ରମଣ । ଦୈନିକ ଆକ୍ରାନ୍ତଙ୍କ ସଂଖ୍ୟା ଦୁଇ ଶହ ଭିତରେ ରହୁଛି । ୨୪ ଘଣ୍ଟାରେ ରାଜ୍ୟରୁ ଚିହ୍ନଟ ହୋଇଛନ୍ତି ଆଉ ୧୮୬ ନୂଆ ସଂକ୍ରମିତ । ଏମାନଙ୍କ ଭିତରେ କ୍ୱାରେଣ୍ଟିନରୁ ୧୦୯ ଓ ଲୋକାଲ୍ କଣ୍ଟାକ୍ଟ କେସ୍ ରହିଛି ୭୭ । ୧୮ ବର୍ଷ ଭିତରେ ଆଉ…