Latest Odisha News
Browsing Tag

Odisha Corona Positive

ଓଡ଼ିଶାରୁ ୮୪୯ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ, ଆଉ ୭ ମୃତ

ଭୁବନେଶ୍ୱର: ରାଜ୍ୟରେ ଗତକାଲି ଅପେକ୍ଷା ସାମାନ୍ୟ ବଢିଛି କରୋନା ସଂକ୍ରମଣ । ୨୪ ଘଣ୍ଟାରେ ଚିହ୍ନଟ ହୋଇଛନ୍ତି ୮୪୯ ନୂଆ ଆକ୍ରାନ୍ତ । ଏମାନଙ୍କ ଭିତରେ ୧୨୦ ଜଣ ୦-୧୮ ବର୍ଷ ଭିତରେ ଛୁଆ ଓ କିଶୋର ଅଛନ୍ତି । ଆଜି କ୍ୱାରେଣ୍ଟାଇନରୁ ୪୯୫ ଓ ଲୋକାଲ୍ କଣ୍ଟାକ୍ଟ କେସ୍ ରହିଛି ୩୫୪ । ଖୋର୍ଦ୍ଧା…

ଆଜି ରାଜ୍ୟରୁ ୬୩୮ କରୋନା ପଜିଟିଭ୍, ଆଉ ୧୧୦ ଛୁଆ ସଂକ୍ରମିତ

ଭୁବନେଶ୍ୱର: ରାଜ୍ୟରେ ଏବେ ପ୍ଲାଟ୍ୟୁ ସ୍ଥିତିରେ ଅଛି କରୋନାର ଦୈନିକ ସଂକ୍ରମଣ । ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ୬ଶହରୁ ୮ଶହ ଭିତରେ ରହୁଛି । କିନ୍ତୁ ପିଲାଙ୍କୁ ସଂକ୍ରମଣ ବଢୁଛି । ୨୪ ଘଣ୍ଟାରେ ରାଜ୍ୟରୁ ଚିହ୍ନଟ ହୋଇଛନ୍ତି ୬୩୮ କରୋନା ସଂକ୍ରମିତ । ଏମାନଙ୍କ ଭିତରେ ୧୮ ବର୍ଷ ଭିତରେ ଅଛନ୍ତି…

କମିଲା ସଂକ୍ରମଣ: ଆଜି ଓଡ଼ିଶାରୁ ୧୦୫୮ ନୂଆ କରୋନା ପଜିଟିଭ୍

ଭୁବନେଶ୍ୱର: ରାଜ୍ୟରେ କମିଲା କରୋନାର ଦୈନିକ ସଂକ୍ରମଣ । ୨୪ ଘଣ୍ଟାରେ ଚିହ୍ନଟ ହୋଇଛନ୍ତି ୧ହଜାର ୫୮ ନୂଆ ଆକ୍ରାନ୍ତ । ଏମାନଙ୍କ ଭିତରେ କ୍ୱାରେଣ୍ଟାଇନରୁ ୬୧୬ ଓ ଲୋକାଲ୍ କଣ୍ଟାକ୍ଟ କେସ୍ ରହିଛି ୪୪୨ । ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୩୭୬, କଟକରୁ ୧୬୨ ଓ ଯାଜପୁରରୁ ୭୭ ପଜିଟିଭ୍…

ଆଜି ରାଜ୍ୟରୁ ୧୧୦୭ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ ଦୈନିକ କରୋନା ସଂକ୍ରମଣ ଏବେ ସ୍ଥିର ରହିଛି । ହଜାରେରୁ ୧୫ ଶହ ଭିତରେ ରହୁଛି ନୂଆ ଆକ୍ରାନ୍ତଙ୍କ ସଂଖ୍ୟା । ୨୪ ଘଣ୍ଟାରେ ଆଉ ୧୧ଶହ ୭ ପଜିଟିଭ୍ ବାହାରିଛନ୍ତି । ଏମାନଙ୍କ ଭିତରେ କ୍ୱାରେଣ୍ଟାଇନରୁ ୬୪୬ ଓ ଲୋକାଲ୍ କଣ୍ଟାକ୍ଟ କେସ୍ ରହିଛି ୪୬୧ । ଖୋର୍ଦ୍ଧା ଜିଲ୍ଲାରୁ…

ଆଜି ରାଜ୍ୟରୁ ୧୧୨୯ କରୋନା ପଜିଟିଭ୍, ୧୮ ଜିଲ୍ଲାରେ ନୂଆ ଆକ୍ରାନ୍ତ ସଂଖ୍ୟା ୧୦ରୁ କମ୍

ଭୁବନେଶ୍ୱର: ରାଜ୍ୟରେ ହଜାରେକୁ ଖସିଛି କରୋନାର ଦୈନିକ ସଂକ୍ରମଣ । ଗତକାଲି ଅପେକ୍ଷା ଆଜି ଆକ୍ରାନ୍ତଙ୍କ ସଂଖ୍ୟା ସାମାନ୍ୟ ବଢିଥିଲେ ବି ସ୍ଥିତି ନିୟନ୍ତ୍ରଣରେ ରହିଛି । ୨୪ ଘଣ୍ଟାରେ ରାଜ୍ୟରୁ ଚିହ୍ନଟ ହୋଇଛନ୍ତି ୧୧ଶହ ୨୯ ପଜିଟିଭ୍ । ଗତକାଲି ଏହି ସଂଖ୍ୟା ଥିଲା ୧ହଜାର ୩ । ୨୪ ଘଣ୍ଟାରେ…

ଆଜି ଓଡ଼ିଶାରୁ ୧୭୦୩ କରୋନା ଆକ୍ରାନ୍ତ ଚିହ୍ନଟ, ପଜିଟିଭ୍ ହାର ୨.୧୬%

ଭୁବନେଶ୍ୱର: ରାଜ୍ୟରେ ପ୍ଲାଟ୍ୟୁ ସ୍ଥିତିରେ ରହିଛି କରୋନା ସଂକ୍ରମଣ । ଦୈନିକ ଆକ୍ରାନ୍ତଙ୍କ ସଂଖ୍ୟା ଦୁଇ ହଜାର ଭିତରେ ରହୁଛି । ୨୪ ଘଣ୍ଟାରେ ଚିହ୍ନଟ ହୋଇଛନ୍ତି ୧୭ଶହ ୩ ନୂଆ ଆକ୍ରାନ୍ତ । କ୍ୱାରେଣ୍ଟାଇନରୁ ୯୮୮ ଓ ଲୋକାଲ୍ କଣ୍ଟାକ୍ଟ କେସ୍ ରହିଛି ୭୧୫ । ୨୪ ଘଣ୍ଟାରେ ୭୮ ହଜାର ୭୪୦ କୋଭିଡ୍…

ଆଜି ଓଡ଼ିଶାରୁ ୧୮୬୪ କରୋନା ପଜିଟିଭ୍, ୧୦ ଜିଲ୍ଲାରେ ଦୁଇ ଅଙ୍କରୁ କମ୍ ନୂଆ ଆକ୍ରାନ୍ତ

ଭୁବନେଶ୍ୱର: ରାଜ୍ୟରେ କରୋନା ସଂକ୍ରମଣ ଧିରେ ଧିରେ ଖସୁଛି । ୨୪ ଘଣ୍ଟାରେ ଚିହ୍ନଟ ହୋଇଛନ୍ତି ୧୮ଶହ ୬୪ ଆକ୍ରାନ୍ତ । କ୍ୱାରେଣ୍ଟାଇନରୁ ୧ହଜାର ୮୨ ଜଣ ଚିହ୍ନଟ ହୋଇଥିବା ବେଳେ କ୍ୱାରେଣ୍ଟାଇନରି ୭୮୨ ପଜିଟିଭ୍ ବାହାରିଛନ୍ତି । ଏହି ସମୟରେ ମୋଟ୍ ୭୪ହଜାର ୭୦୭ କୋଭିଡ୍ ଟେଷ୍ଟ ହୋଇଛି । ପଜିଟିଭ୍…

ରାଜ୍ୟରୁ ୧୯୧୭ କରୋନା ପଜିଟିଭ ଚିହ୍ନଟ; ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ବର: ରାଜ୍ୟରେ ଗତ ୨୪ ଘଣ୍ଟାରେ ୧୯୧୭ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। କ୍ୱାରେଣ୍ଟାଇନରୁ ୧୧୦୯ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଲୋକାଲ୍‌ କେସ୍‌ ରହିଛି ୮୦୮। ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୫୧୮ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ କଟକରୁ ୨୫୬, ,ଜଗତସିଂହପୁରରୁ…

କାଲି କମିଥିଲା, ଆଜି ବଢ଼ିଲା: ଓଡ଼ିଶାରୁ ୨୦୮୫ କରୋନା ପଜିଟିଭ୍

ଭୁବନେଶ୍ୱର: କାଲି ଦୁଇ ହଜାର ତଳକୁ କମିଥିଲା କରୋନା ସଂକ୍ରମଣ । ଆଜି ପୁଣି ଦୁଇ ହଜାର ଡେଇଁଛି । ୨୪ ଘଣ୍ଟାରେ ରାଜ୍ୟରୁ ଚିହ୍ନଟ ହୋଇଛନ୍ତି ୨ହଜାର ୮୫ ନୂଆ ଆକ୍ରାନ୍ତ . ଗତକାଲି ଏହି ସଂଖ୍ୟା ଥିଲା ୧ହଜାର ୬୪୮ । ଅର୍ଥାତ ଗତକାଲି ଅପେକ୍ଷା ଆଜି ପାଖାପାଖି ୪ଶହ ଅଧିକ ସଂକ୍ରମିତ ହୋଇଛନ୍ତି ।…

ପୁଣି ବଢ଼ିଲା ସଂକ୍ରମଣ: ରାଜ୍ୟରୁ ଆଜି ୩୫୫୪ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର: କାଲି କମିଥିଲା । ଆଜି ପୁଣି ବଢ଼ିଲା କରୋନା ସଂକ୍ରମଣ । ଗତକାଲି ଅପେକ୍ଷା ଆଜି ଅଧିକ ଟେଷ୍ଟ ହୋଇଥିବାରୁ ଆକ୍ରାନ୍ତଙ୍କ ସଂଖ୍ୟା ସାମାନ୍ୟ ବୃଦ୍ଧି ପାଇଛି । ୨୪ ଘଣ୍ଟାରେ ଚିହ୍ନଟ ହୋଇଛନ୍ତି ୩ହଜାର ୫୫୪ ଆକ୍ରାନ୍ତ । ଗତକାଲି ଏହି ସଂଖ୍ୟା ଥିଲା ୨ହଜାର ୯୧୨ । ଗତକାଲି ୬୪ହଜାର ୨୫୫…