Latest Odisha News
Browsing Tag

Odisha Corona Positive

ରାଜ୍ୟରେ କମିଛି ନୂଆ ଆକ୍ରାନ୍ତଙ୍କ ସଂଖ୍ୟା, ଜାଣନ୍ତୁ ୨୪ ଘଣ୍ଟାରେ କେଉଁ ଜିଲ୍ଲାରୁ କେତେ ?

ଭୁବନେଶ୍ୱର: ରାଜ୍ୟରେ ଦୈନିକ ଚିହ୍ନଟ ହେଉଥିବା ସଂକ୍ରମିତ ସଂଖ୍ୟା ସାମାନ୍ୟ ହ୍ରାସ ପାଇଛି । କ୍ରମାଗତ ଦ୍ୱିତୀୟ ଦିନ ପାଇଁ ଚାରି ହଜାର ତଳକୁ ଖସିଛି ପଜିଟିଭ୍ କେସ୍ । ଗତ ୨୪ ଘଣ୍ଟାରେ ରାଜ୍ୟରୁ ଚିହ୍ନଟ ହୋଇଛନ୍ତି ୩ ହଜାର ୨୩୫ ନୂଆ ଆକ୍ରାନ୍ତ । କ୍ୱାରେଣ୍ଟାଇନରୁ ୧୯ ଶହ ୫୧ ସଂକ୍ରମିତ…

ରାଜ୍ୟରେ କରୋନାର ନୂଆ ରେକର୍ଡ: ଦିନକରେ ୪୩୫୬ ପଜିଟିଭ୍

ଭୁବନେଶ୍ୱର: ସେପ୍ଟେମ୍ବରରେ ନୂଆ ରେକର୍ଡ କରୁଛି କରୋନା । ମହାମାରୀ ମାଡ଼ି ମାଡ଼ି ଚାଲିଛି । ଗତ ୨୪ ଘଣ୍ଟାରେ ରାଜ୍ୟରୁ ଏଯାଏ ସର୍ବାଧିକ ୪ ହଜାର ୩୫୬ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ଭିତରେ କ୍ୱାରେଣ୍ଟାଇନ୍ ୨୫ ଶହ ୨୯ ଜଣ ଥିବା ବେଳେ ଲୋକାଲ୍ କଣ୍ଟାକ୍ଟ କେସ୍ ରହିଛି ୧ ହଜାର…

ରେକର୍ଡ ଭାଙ୍ଗୁଛି କରୋନା: ଦିନକରେ ରାଜ୍ୟରୁ ୩୮୬୧ ପଜିଟିଭ୍

ଭୁବନେଶ୍ୱର: ଗୋଟିଏ ଦିନରେ ରାଜ୍ୟରୁ ରେକର୍ଡ ପଜିଟିଭ୍ ଚିହ୍ନଟ । ଗତ ୨୪ ଘଣ୍ଟାରେ ସଂକ୍ରମିତ ହୋଇଛନ୍ତି ୩୮୬୧ ଜଣ । ଯାହାକି ଏଯାଏଁ ସର୍ବାଧିକ । ଏମାନଙ୍କ ଭିତରେ କ୍ୱାରେଣ୍ଟିନରୁ ୨ ହଜାର ୨୭୮ ଓ ଲୋକାଲ୍ କଣ୍ଟାକ୍ଟ କେସ୍ ରହିଛି ୧୫ ଶହ ୮୩ । ଗତକାଲି ରାଜ୍ୟରୁ ୩ ହଜାର ୮୧୬ ପଜିଟିଭ୍…

ଖୋର୍ଦ୍ଧାରେ ୮୫୯ ଓ ଗଞ୍ଜାମରେ ୯୭, ଗୋଟିଏ ଦିନରେ ୩୨୬୭ ନୂଆ ଆକ୍ରାନ୍ତ

ଭୁବନେଶ୍ୱର: ଗଞ୍ଜାମରେ କମୁଛି, ଖୋର୍ଦ୍ଧା ଓ କଟକରେ ମାଡୁଛି କରୋନା । ଗତ ୨୪ ଘଣ୍ଟାରେ ରାଜ୍ୟରୁ ୩ ହଜାର ୨୬୭ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ଭିତରେ କ୍ୱାରେଣ୍ଟାଇନରୁ ୧ ହଜାର ୯୬୧ ଓ ଲୋକାଲ୍ କଣ୍ଟାଣ୍ଟ କେସ ରହିଛି ୧ ହଜାର ୩୦୬ । ନୂଆ ରେକର୍ଡ କରିଛି ଖୋର୍ଦ୍ଧା ।…

ରାଜ୍ୟରେ ପୁଣି ବଢ଼ିଲା, ଗୋଟିଏ ଦିନରେ ୧୪ ଶହ ୯୯ କରୋନା ପଜିଟିଭ୍

ଭୁବନେଶ୍ୱର: ତିନି ଦିନ ପରେ ରାଜ୍ୟରେ ଗୋଟିଏ ଦିନରେ ପୁଣି ୧୫ ଶହ ପାଖାପାଖି କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଗତ ୨୪ ଘଣ୍ଟାରେ ଭୂତାଣୁ ସଂକ୍ରମିତ ହୋଇଛନ୍ତି ଆଉ ୧୪ ଶହ ୯୯ । କ୍ୱାରେଣ୍ଟାଇନ ସେଣ୍ଟର-୯୧୪ ଓ ଲୋକାଲ୍ କଣ୍ଟାକ୍ଟ କେସ୍ ରହିଛି ୫୮୫। ଏହାକୁ ମିଶାଇ ରାଜ୍ୟରେ ଆକ୍ରାନ୍ତଙ୍କ…

ରାଜ୍ୟରେ କରୋନାର ଲମ୍ବା ଲମ୍ଫ: ୨୪ ଘଣ୍ଟାରେ ୧୫୦୦ ପାର୍

ଭୁବନେଶ୍ୱର: ରାଜ୍ୟରେ ରେକର୍ଡ ଭାଙ୍ଗିଲା କରୋନା । ୨୪ ଘଣ୍ଟାରେ ଚିହ୍ନଟ ହେଲେ ସର୍ବାଧିକ ୧୫୯୪ ଜଣ ସଂକ୍ରମିତ। ଦିନକୁ ଦିନ ସ୍ଥିତି ଗମ୍ଭୀର ହେବାରେ ଲାଗିଛି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୨୨୬୯୩ ରେ ପହଞ୍ଚିଛି। ସଦ୍ୟତମ ସୂଚନା ଅନୁଯାୟୀ, ଆଜି ଚିହ୍ନଟ ପଜିଟିଭଙ୍କ…

ଚାରି ମାସରେ ପାଖାପାଖି ୧୫ ହଜାର ପଜିଟିଭ୍ କେସ୍, ଟପ୍ ଫାଇଭ୍ ଜିଲ୍ଲାରେ ୫୯% ଆକ୍ରାନ୍ତ

ଭୁବନେଶ୍ୱର: ରାଜ୍ୟରେ ପ୍ରତିଦିନ ବଢୁଛି କରୋନା ସଂକ୍ରମଣ, ମୃତ୍ୟୁ ସଂଖ୍ୟା ଓ ସୁସ୍ଥ ହାର । ଭୂତାଣୁ ସଂକ୍ରମିତଙ୍କ ସଂଖ୍ୟା ୧୪ ହଜାର ୮୯୮କୁ ବୃଦ୍ଧି ପାଇଛି । ଗତ ଚାରି ମାସ ଭିତରେ ଏତେ ସଂଖ୍ୟକ ଆକ୍ରାନ୍ତ ବାହାରିଛନ୍ତି । ମାର୍ଚ୍ଚ ୧୫ ତାରିଖରେ ରାଜ୍ରୁ ଚିହ୍ନଟ ହୋଇଥିଲେ ପ୍ରଥମ କରୋନା…

୨୪ ଘଣ୍ଟା, ୨୨ ଜିଲ୍ଲାରୁ ୬୧୮ ନୂଆ କରୋନା ଆକ୍ରାନ୍ତ

ଭୁବନେଶ୍ୱର: ରାଜ୍ୟରେ କାୟା ବିସ୍ତାର କରି ଚାଲିଛ କରୋନା । ମାଡ଼ି ମାଡ଼ି ଚାଲିଛି । ଗତ ୨୪ ଘଣ୍ଟାରେ ରାଜ୍ୟରୁ ଚିହ୍ନଟ ହୋଇଛନ୍ତି ୬୧୮ ନବଆ ଆକ୍ରାନ୍ତ । ୨୨ଟି ଜିଲ୍ଲାରୁ ପଜିଟିଭ୍ କେସ୍ ବାହାରିଛି । କ୍ୱାରେଣ୍ଟାଇନ ସେଣ୍ଟରରୁ ୪୧୧ ଜଣ ଚିହ୍ନଟ ହୋଇଥିବା ବେଳେ ଲୋକାଲ୍ କଣ୍ଟାକ୍ଟ କେସ୍…

ରାଜ୍ୟର କରୋନା ହଟସ୍ପଟ୍ ୫ ଜିଲ୍ଲା

ଭୁବନେଶ୍ୱର: ରାଜ୍ୟରେ କରୋନା କେସ ବଢୁଛି । ଚିନ୍ତା ବଢ଼ାଇଛନ୍ତି ପାଞ୍ଚ ଜିଲ୍ଲାର ଗଞ୍ଜାମ, ଖୋର୍ଦ୍ଧା, କଟକ, ଯାଜପୁର ଓ ସୁନ୍ଦରଗଡ଼ । ହଟସ୍ପଟ୍ ୫ ଜିଲ୍ଲାରୁ ପ୍ରତିଦିନ ଗଣ୍ଡା ଗଣ୍ଡା ପଜିଟିଭ୍ ବାହାରୁଛନ୍ତି । ମାଡ଼ି ମାଡ଼ି ଚାଲିଛି କରୋନା । ଜୁଲାଇରେ ଲମ୍ବା ଲମ୍ଫ ମାରୁଛି । ରାଜ୍ୟରେ…