Latest Odisha News

BREAKING NEWS

Browsing Tag

Odisha Corona Virus

ରାଜ୍ୟରୁ ୨୪ ଘଣ୍ଟାରେ ୨୨୪ କରୋନା ପଜିଟିଭ୍, ପାଞ୍ଚ ଜିଲ୍ଲାରେ ନୂଆ ଆକ୍ରାନ୍ତ ଶୂନ

ଭୁବନେଶ୍ୱର: ରାଜ୍ୟରେ ନିୟନ୍ତ୍ରଣ ଭିତରେ ରହିଛି ଦୈନିକ କରୋନା ସଂକ୍ରମଣ । ପ୍ରତିଦିନ ତିନି ଶହରୁ କମ୍ ନୂଆ ଆକ୍ରାନ୍ତ ବାହାରୁଛନ୍ତି । ଗତ ୨୪ଘଣ୍ଟାରେ ସାରା ରାଜ୍ୟରୁ ଚିହ୍ନଟ ହୋଇଛନ୍ତି ୨୨୬ ପଜିଟିଭ୍ । ଏମାନଙ୍କ ଭିତରେ କ୍ୱାରେଣ୍ଟାଇନରୁ ୧୩୧ ଓ ଲୋକାଲ କଣ୍ଟାକ୍ଟ କେସ୍ ରହିଛି ୯୪ଟି । ୨୫…

ରାଜ୍ୟରୁ ୨୪ ଘଣ୍ଟାରେ ୨୪୫ ନୂଆ କରୋନା ପଜିଟିଭ୍

ଭୁବନେଶ୍ୱର: ରାଜ୍ୟରେ କମିଛି ଦୈନିକ କରୋନା ସଂକ୍ରମଣ । ଗତ ୨୪ ଘଣ୍ଟାରେ ଚିହ୍ନଟ ହୋଇଛନ୍ତି ୨୪୫ ନୂଆ ଆକ୍ରାନ୍ତ । କ୍ୱାରେଣ୍ଟାଇନରୁ ୧୩୯ ଓ ଲୋକାଲ କଣ୍ଟାକ୍ଟ କେସ୍ ରହିଛି ୧୦୬ଟି । ୨୪ ଜିଲ୍ଲାରୁ ଚିହ୍ନଟ ହୋଇଛନ୍ତି ନୂଆ ସଂକ୍ରମିତ । ସମ୍ୱଲପୁର ଜିଲ୍ଲାରୁ ସର୍ବାଧିକ ୩୫ ନୂଆ ଆକ୍ରାନ୍ତ…

ରାଜ୍ୟରୁ ୨୪ ଘଣ୍ଟାରେ ୩୧୫ କରୋନା ଆକ୍ରାନ୍ତ ଚିହ୍ନଟ, କଟକରୁ ସର୍ବାଧିକ

ଭୁବନେଶ୍ୱର: ରାଜ୍ୟରେ ବଢୁଛି କରୋନା ସଂକ୍ରମିତଙ୍କ ସଂଖ୍ୟା । କିନ୍ତୁ ଦୈନିକ କେସ୍ କମିଛି । ଗତ ୨୪ ଘଣ୍ଟାରେ ସାରା ରାଜ୍ୟରୁ ଚିହ୍ନଟ ହୋଇଛନ୍ତି ୩୧୫ ନୂଆ ଆକ୍ରାନ୍ତ । ଏମାନଙ୍କ ଭିତରେ କ୍ୱାରେଣ୍ଟାଇନରୁ ଅଛନ୍ତି ୧୮୧ ସଂକ୍ରମିତ । ଲୋକାଲ୍ କଣ୍ଟାକ୍ଟ କେସ୍ ୧୩୪ଟି ରହିଛି । ୨୭ ଜିଲ୍ଲାରୁ…

ବ୍ରିଟେନରୁ ଓଡ଼ିଶା ଆସିଛନ୍ତି ୧୮୮ ଜଣ, ଚିହ୍ନଟ ହୋଇଛନ୍ତି ୧୭୯

ଭୁବନେଶ୍ୱର: କରୋନାର ନୂଆ ଷ୍ଟ୍ରେନ୍ ଚିହ୍ନଟ ପରେ ବ୍ରିଟେନରୁ ଓଡ଼ିଶା ଆସିଛନ୍ତି ୧୮୮ ଜଣ । ସେମାନଙ୍କ ମଧ୍ୟରୁ ୧୭୯ ଜଣ ଚିହ୍ନଟ ହୋଇଛନ୍ତି । ଏହି ସୂଚନା ଦେଇଛନ୍ତି ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ ନିରଞ୍ଜନ ମିଶ୍ର । ଚହ୍ନଟ ହୋଇଥିବା ୧୭୯ ବ୍ରିଟେନ ଫେରନ୍ତାଙ୍କ ମଧ୍ୟରୁ ୧୬୦ ଜଣଙ୍କ ନମୁନା…

ରାଜ୍ୟରେ ମହାମାରୀ ନେଲା ଆଉ ୪ ଜୀବନ, ମୃତ୍ୟୁସଂଖ୍ୟା ୧,୮୬୧କୁ ବୃଦ୍ଧି

ଭୁବନେଶ୍ୱର: ରାଜ୍ୟରେ କରୋନା ନେଲା ଆଉ ୪ ଜିଲ୍ଲାରୁ ୪ ଆକ୍ରାନ୍ତଙ୍କ ଜୀବନ । ଏମାନଙ୍କ ଭିତରେ ଜଣେ ମହିଳା ଅଛନ୍ତି । କଳାହାଣ୍ଡି ଜିଲ୍ଲାରେ ୪୫ବର୍ଷୀୟ ମହିଳାଙ୍କର ମୃତ୍ୟୁ ହୋଇଛି । ସେହିପରି ଭୁବନେଶ୍ୱରରେ ଜଣେ ୩୫ବର୍ଷୀୟ ଯୁବକଙ୍କ ଜୀବନ ନେଇଛି କରୋନା । ସୁନ୍ଦରଗଡ଼ ଜିଲ୍ଲାରୁ ଜଣେ…

କମୁଛି କରୋନା କେସ୍: ରାଜ୍ୟରୁ ୨୪ ଘଣ୍ଟାରେ ୩୦୩ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ କରୋନା ପଜିଟିଭ କେସ ବଢୁଛି । କିନ୍ତୁ ଦୈନିକ ଆକ୍ରାନ୍ତଙ୍କ ସଂଖ୍ୟା ଚାରି ଶହ ତଳେ ରହିଛି । ଗତ ୨୪ ଘଣ୍ଟାରେ ସାରା ରାଜ୍ୟରୁ ଚିହ୍ନଟ ହୋଇଛନ୍ତି ୩୦୩ ଆକ୍ରାନ୍ତ । ଏମାନଙ୍କ ଭିତରେ କ୍ୱାରେଣ୍ଟାଇନରୁ ୧୭୨ ଓ ଲୋକାଲ କଣ୍ଟାକ୍ଟ କେସ୍ ରହିଛି ୧୩୧ଟି । ୨୬ ଜିଲ୍ଲାରୁ ନୂଆ…

କ୍ରମାଗତ ତୃତୀୟ ଦିନରେ ରାଜ୍ୟରୁ ଦୁଇ ହଜାରରୁ କମ୍ ପଜିଟିଭ୍ ଚିହ୍ନଟ

ଭୁବନେଶ୍ୱର: କ୍ରମାଗତ ତୃତୀୟ ଦିନରେ ରାଜ୍ୟରୁ ଦୁଇ ହଜାରରୁ କମ୍ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଗତ ୨୪ ଘଣ୍ଚାରେ ସଂକ୍ରମିତ ହୋଇଛନ୍ତି ଆଉ ୧୯ ଶହ ୩୧ ଜଣ । ଏମାନଙ୍କ ଭିତରେ କ୍ୱାରେଣ୍ଟାଇନରୁ ୧୧ ଶହ ୨୦ ଜଣ ଥିବା ବେଳେ ୮୧୧ଟି ଲୋକାଲ୍ କଣ୍ଟାକ୍ଟ କେସ୍ ରହିଛି । Covid-19 Report…

ଆଜି ସୁସ୍ଥ ହେଲେ ୩୭୭୯ କରୋନା ଆକ୍ରାନ୍ତ, ରାଜ୍ୟରେ ସୁସ୍ଥତା ହାର ୮୧%

ଭୁବନେଶ୍ୱର: ଗୋଟିଏ ଦିନରେ ରାଜ୍ୟରୁ ୪ ହଜାର ଉପରେ ସଂକ୍ରମିତ ଚହ୍ନଟ ହୋଇଥିବା ବେଳେ ପାଖାପାଖି ୪ ହଜାର ଆକ୍ରାନ୍ତ ସୁସ୍ଥ ବି ହୋଇଛନ୍ତି । ଆଜି ଆରୋଗ୍ୟ ଲାଭ କରିଛନ୍ତି ଆଉ ୩ ହଜାର ୭୭୯ ଆକ୍ରାନ୍ତ । ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୫୫୦ ଜଣ ସୁସ୍ଥ ହୋଇଥିବା ବେଳେ କଟକରୁ ୪୨୭, ପୁରୀରୁ…

ତିନି ଦିନ ଭିତରେ କରୋନା କେସରେ ଗଞ୍ଜାମକୁ ଟପିଯିବ କଟକ

ଭୁବନେଶ୍ୱର: କରୋନାକୁ କାବୁ ପାଇଛି ଗଞ୍ଜାମ ଜିଲ୍ଲା । ଏବେ ପ୍ରତିଦିନ ଶହେରୁ କମ୍ ଆକ୍ରାନ୍ତ ଚିହ୍ନଟ ହେଉଛନ୍ତି । କିନ୍ତୁ କଟକରେ ନିୟନ୍ତ୍ରଣକୁ ଆସୁନି ମହାମାରୀ । ସ୍ଥିତି ସଙ୍ଗୀନ । ଦୈନିକ ପାଖାପାଖି ୬ଶହ ପଜିଟିଭ୍ କେସ୍ ବାହାରୁଛି । ଦିନେ ଦୁଇ ଦିନ ଭିତରେ ଗଞ୍ଜାମକୁ ଟପିଯିବ କଟକ…

୯୦ ହଜାର ପାର କଲା ରାଜ୍ୟରେ କରୋନା କେସ୍, ୨୪ ଘଣ୍ଟାରେ ରେକର୍ଡ ୩, ୩୮୪ ପଜିଟିଭ୍

ଭୁବନେଶ୍ୱର: ଗୋଟିଏ ଦିନରେ ରାଜ୍ୟରେ ସର୍ବାଧିକ ୬୮ ହଜାରରୁ ଅଧିକ କୋଭିଡ୍ ଟେଷ୍ଟ ହୋଇଛି । ସେହି ଅନୁସାରେ ରେକର୍ଡ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଗତ ୨୪ ଘଣ୍ଟାରେ ରାଜ୍ୟରେ ଭୂତାଣୁ ସଂକ୍ରମିତ ହୋଇଛନ୍ତି ୩ ହଜାର ୩୮୪ ଜଣ । କ୍ୱାରେଣ୍ଟାଇନରୁ ୨ ହଜାର ୧୨୮ ଚିହ୍ନଟ ହୋଇଥିବା ବେଳେ ଲୋକାଲ୍…