Latest Odisha News

BREAKING NEWS

Browsing Tag

Odisha Corona Virus

ଗୋଟିଏ ଦିନରେ ରାଜ୍ୟର ୧୦ ଜିଲ୍ଲାରୁ ୬୭% ପଜିଟିଭ୍ କେସ୍

ଭୁବନେଶ୍ୱର: ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୬୦ ହଜାର ଟପିଛି । ଗୋଟିଏ ଦିନରେ ରେକର୍ଡ ଟେଷ୍ଟିଂ ହୋଇଛି । ଏଥିପାଇଁ ସର୍ବାଧିକ ୨୯ ଶହ ୨୪ ଭୂତାଣୁ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଟେଷ୍ଟିଂ ସଂଖ୍ୟା ୫୨ ହଜାର ଟପିଥିବାରୁ ୨୯ ଶହ ପଜିଟିଭ୍ କେସ୍ ବାହାରିଛି । ଗତ ୨୪ ଘଣ୍ଟାରେ ୧୦ଟି…

ଖୋର୍ଦ୍ଧା ଜିଲ୍ଲାରେ କରୋନାର ଲମ୍ବା ଡିଆଁ, ଏକାଥରକେ ଚାରି ଶହ ପାର

ଖୋର୍ଦ୍ଧା: କରୋନା କାୟା ଖୋର୍ଦ୍ଧା ଜିଲ୍ଲାରେ ମାଡ଼ି ଚାଲିଛି । ପ୍ରତିଦିନ ନୂଆ ନୂଆ ରେକର୍ଡ କରୁଛି । ଗୋଟିଏ ଦିନରେ ଏକାଥରରେ ଚାରି ଶହ ପାର କରିଛି ପଜିଟିଭ୍ କେସ୍ । ଗତ ୨୪ ଘଣ୍ଟାରେ ଜିଲ୍ଲାରୁ ଚିହ୍ନଟ ହୋଇଛନ୍ତି ରେକର୍ଡ ୪୮୮ ନୂଆ ଆକ୍ରାନ୍ତ । ଏପର‌୍ୟ୍ୟନ୍ତ ସବୁଠୁ ଅଧିକ । ଜିଲ୍ଲାରେ…

ରାଜ୍ୟରେ ୫୦ ହଜାର ପାର୍ କଲା କୋଭିଡ୍ ଟେଷ୍ଟିଂ

ଭୁବନେଶ୍ୱର: ରାଜ୍ୟରେ ବଢୁଛି କୋଭିଡ୍ ଟେଷ୍ଟିଂ । ଗୋଟିଏ ଦିନରେ ୫୦ ହଜାର ପାର । ଗତ ୨୪ ଘଣ୍ଟାରେ ସର୍ବାଧିକ ୫୨ ହଜାର ୭୯୫ ନମୁନା ପରୀକ୍ଷା କରାଯାଇଛି । ଏହା ଭିତରେ ରହିଛି ୧୦ ହଜାର ୨୪୦ RT-PCR ଓ ୪୨ ହଜାର ୪୧୪ ଆଣ୍ଟିଜେନ୍ ଟେଷ୍ଚ କରାଯାଇଛି । ଗତକାଲି ଅପେକ୍ଷା 5 ହଜାର ଅଧିକ ନମୁନା…

ଗୋଟିଏ ଦିନରେ ରାଜ୍ୟରେ ରେକର୍ଡ ୪୭ ହଜାର କୋଭିଡ୍ ଟେଷ୍ଟ

ଭୁବନେଶ୍ୱର: ମିଶନ ୫୦ ହଜାର କୋଭିଡ୍ ଟେଷ୍ଟିଂ ଲକ୍ଷ୍ୟରେ ବଢୁଛି ଓଡ଼ିଶା । ଏବେ ଦୈନିକ ୪୦ ହଜାରରୁ ଅଧିକ ନମୁନା ପରୀକ୍ଷା କରାଯାଉଛି । ଗତ ୨୪ ଘଣ୍ଟାରେ ରେକର୍ଡ ୪୭ ହଜାର ୮୮୭ ଟେଷ୍ଟ କରାଯାଇଛି । ଗତ ୨୪ ଘଣ୍ଟାରେ ୪୦ ହଜାର ୭୬୧ ଆଣ୍ଟିଜେନ୍ ଓ ୭ ହଜାର ଆରଟିପିସିଆର ପରୀକ୍ଷା ହୋଇଛି । ଏହି…