ରାଜ୍ୟରୁ କରୋନା ନେଲା ୪୨ ଜୀବନ, ଦୁଇ ଦିନ ପରେ ପୁଣି ବଢ଼ିଲା ମୃତ୍ୟୁସଂଖ୍ୟା
ଭୁବନେଶ୍ୱର: ଦୁଇ ଦିନ କମିବା ପରେ ରାଜ୍ୟରେ ପୁଣି ବଢ଼ିଲା କରୋନା ମୃତ୍ୟୁସଂଖ୍ୟା । ୨୪ ଘଣ୍ଟାରେ ଆଉ ୪୨ ସଂକ୍ରମିତଙ୍କ ଜୀବନ ଯାଇଛି । ଚିକିତ୍ସାଧୀନ ଅବସ୍ଥାରେ ୧୫ ଜିଲ୍ଲାରୁ ଆକ୍ରାନ୍ତ ମୃତ୍ୟୁବରଣ କରିଛନ୍ତି । ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୬ ଜଣ ପ୍ରାଣ ହରାଇଛନ୍ତି । ଏମାନଙ୍କ ଭିତରେ…