Latest Odisha News

BREAKING NEWS

Browsing Tag

Odisha Corona Virus

ଓଡ଼ିଶାରେ ଖସୁଛି: ଆଜି ୧୦ହଜାର ୩୧ କରୋନା ପଜିଟିଭ୍, ଟପରେ ଖୋର୍ଦ୍ଧା ଜିଲ୍ଲା

ଭୁବନେଶ୍ୱର: ରାଜ୍ୟରେ ତିନି ଦିନ ହେବ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଖସୁଛି । ଆଜି ରାଜ୍ୟରୁ ଚିହ୍ନଟ ହୋଇଛନ୍ତି ୧୦ହଜାର ୩୧ ନୂଆ ସଂକ୍ରମିତ । କ୍ୱାରେଣ୍ଟାଇନରୁ ୬ହଜାର ୬୨୩ ଜଣ ଚିହ୍ନଟ ହୋଇଥିବା ବେଳେ ଲୋକାଲ୍ କଣ୍ଟାକ୍ଟ କେସ୍ ରହିଛି ୩ହଜାର ୪୦୮ଟି । ଏହି ସମୟରେ ୪୮ହଜାର ୩୭୭ କୋଭିଡ୍ ଟେଷ୍ଟ…

ଆଜି ଓଡ଼ିଶାରେ କମିଛି କରୋନା ସଂକ୍ରମଣ: ୧୦,୬୩୫ ପଜିଟିଭ୍ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ ଆଜି ସାମାନ୍ୟ କମିଛି କରୋନା ସଂକ୍ରମଣ । ୧୧ହଜାର ତଳକୁ ଖସିଛି । ଗତ ୨୪ ଘଣ୍ଚାରେ ଚିହ୍ନଟ ହୋଇଛନ୍ତି ୧୦ହଜାର ୬୩୫ ନୂଆ ଆକ୍ରାନ୍ତ । ଏମାନଙ୍କ ଭିତରେ କ୍ୱାରେଣ୍ଟାଇନରୁ ୬ହଜାର ୧୨ ଓ ଲୋକାଲ୍ କଣ୍ଟାକ୍ଟ କେସ୍ ରହିଛି ୪ହଜାର ୬୨୩ଟି । ଖୋର୍ଦ୍ଧାରୁ ସର୍ବାଧିକ ୧୫୬୪ ନୂଆ…

ରେଡ୍ ଜୋନରେ ଓଡ଼ିଶାର ୨୩ ଜିଲ୍ଲା, ଗ୍ରୀନ୍ ଜୋନରେ କେବଳ ମାଲକାନଗିରି

ଭୁବନେଶ୍ୱର: ରାଜ୍ୟରେ କରୋନା କାୟା ମେଲାଉଛି । ଏଥିସହ ଗୋଟିଏ ପରେ ଗୋଟିଏ ଜିଲ୍ଲା ରେଡ୍ ଜୋନକୁ ଯାଉଛି । କାଲି ୨୧ ଜିଲ୍ଲା ରେଡ୍ ଜୋନରେ ଥିଲା । ଆଜି ଏହି ସଂଖ୍ୟା ୨୩କୁ ବୃଦ୍ଧି ପାଇଛି । ରେଡ୍ ଜୋନ୍ ତାଲିକାରେ ଆଜି ବୌଦ୍ଧ ସମ୍ୱଲପୁର ଜିଲ୍ଲା ଯୋଡ଼ି ହୋଇଛି । ଗତ ୨୪ ଘଣ୍ଟାରେ ବୌଦ୍ଧରୁ ୧୨୯…

ଓଡ଼ିଶାରେ ୭ ଜିଲ୍ଲାରୁ କରୋନା ନେଲା ଆଉ ୧୬ ଜୀବନ

ଭୁବନେଶ୍ୱର: ସଂକ୍ରମଣ ସହ ରାଜ୍ୟରେ ବଢୁଛି କରୋନା ମୃତ୍ୟୁସଂଖ୍ୟା । ଗତ ୨୪ ଘଣ୍ଟାରେ ୭ଟି ଜିଲ୍ଲାରୁ କରୋନାରେ ଆଉ ୧୬ ଜଣ ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୪ ଜଣ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁବରଣ କରିଛନ୍ତି । ଗଜପତି ଓ କଳାହାଣ୍ଡି ଜିଲ୍ଲାରୁ ଆଉ ୩ ଜଣ…

ରାଜ୍ୟରୁ ଆଜି ୯୮୮୯ କରୋନା ସଂକ୍ରମିତ, ଖୋର୍ଦ୍ଧା ଓ ସୁନ୍ଦରଗଡ଼ରୁ ସର୍ବାଧିକ

ଭୁବନେଶ୍ୱର: ରାଜ୍ୟରେ ପୁଣି ବଢ଼ିଛି ଦୈନିକ କରୋନା ସଂକ୍ରମିତଙ୍କ ସଂଖ୍ୟା । ଗତକାଲି ଅପେକ୍ଷା ଆଜି ବଢ଼ିଛନ୍ତି । ଗତ ୨୪ ଘଣ୍ଟାରେ ସାରା ରାଜ୍ୟରୁ ଚିହ୍ନଟ ହୋଇଛନ୍ତି ୯ହଜାର ୮୮୯ ପଜିଟିଭ୍ । ଗତକାଲି ଏହି ସଂଖ୍ୟା ଥିଲା ୮ହଜାର ୨୧୬ । ଖୋର୍ଦ୍ଧା ଓ ସୁନ୍ଦରଗଡ଼ରେ ହଜାରେ ଉପରେ ରହିଛି ଦୈନିକ…

ଦୈନିକ ମୃତ୍ୟୁସଂଖ୍ୟା ହ୍ରାସ: ଆଜି ଓଡ଼ିଶାରୁ ୫ ମୃତ

ଭୁବନେଶ୍ୱର: ଆଜି ରାଜ୍ୟରେ ଗତକାଲି ଅପେକ୍ଷା ସଂକ୍ରମିତଙ୍କ ସଂଖ୍ୟା ବଢ଼ିଛି । କିନ୍ତୁ କମିଛି ମୃତ୍ୟୁସଂଖ୍ୟା । ଗତ ୨୪ ଘଣ୍ଟାରେ କରୋନା ନେଇଛି ୫ ଆକ୍ରାନ୍ତଙ୍କ ଜୀବନ । ଗତକାଲି ୧୪ ଆକ୍ରାନ୍ତ ଚିକିତ୍ସାଧୀନ ଅବସ୍ଥାରେ ପ୍ରାଣ ହରାଇଥିଲେ । ଗତ ୨୪ଘଣ୍ଟାରେ ସୁନ୍ଦରଗଡ଼ରୁ ୩ ଜଣ ଓ ଖୋର୍ଦ୍ଧାରୁ…

ଆଜି ଓଡ଼ିଶାରୁ ୮୯୧୪ ପଜିଟିଭ୍, ଖୋର୍ଦ୍ଧାରୁ ସର୍ବାଧିକ ୧୨୫୮ ଆକ୍ରାନ୍ତ

ଭୁବନେଶ୍ୱର: ଦିନେ ପୂର୍ବରୁ ୧୦ ହଜାର ଡେଇଁଥିଲା ଦୈନିକ ସଂକ୍ରମଣ । କାଲି ୮ ହଜାରକୁ ଖସିଲା । ଆଜି ସଂଖ୍ୟା ପାଖାପାଖି ୯ହଜାର । ରାଜ୍ୟରେ ଏମିତି ସ୍ଥିତିରେ ରହିଛି କରୋନାର ଦୈନିକ ସଂକ୍ରମଣ । ଗତ ୨୪ ଘଣ୍ଟାରେ ସାରା ରାଜ୍ୟରୁ ଚିହ୍ନଟ ହୋଇଛନ୍ତି ୮ହଜାର ୯୧୪ ନୂଆ ଆକ୍ରାନ୍ତ । ଏମାନଙ୍କ ଭିତରେ…

ରାଜ୍ୟରୁ କରୋନା ନେଲା ଆଉ ୧୪ ଜୀବନ, ରାୟଗଡ଼ାରୁ ସର୍ବାଧିକ ୪ ମୃତ

ଭୁବନେଶ୍ୱର: ରାଜ୍ୟରେ ଗତକାଲି ଅପେକ୍ଷା ଆଜି ଦୈନିକ ସଂକ୍ରମିତଙ୍କ ସଂଖ୍ୟା କମିଛି । କିନ୍ତୁ ବଢ଼ିଛି ମୃତ୍ୟୁସଂଖ୍ୟା । ଆଜି ରାଜ୍ୟରୁ କରୋନା ନେଇଛି ୧୪ ଜୀବନ । ରାୟଗଡ଼ା ଜିଲ୍ଲାରୁ ସର୍ବାଧିକ ୪ ଜଣ ଆକ୍ରାନ୍ତ ଚିକିତ୍ସାଧୀନ ଅବସ୍ଥାରେ ପ୍ରାଣ ହରାଇଛନ୍ତି । କେନ୍ଦୁଝରରୁ ୨ ଜଣ ସଂକ୍ରମିତଙ୍କ…

ଆଜି କମିଲା: ୨୪ ଘଣ୍ଟାରେ ରାଜ୍ୟରୁ ୮୦୧୫ କରୋନା ପଜିଟିଭ୍

ଭୁବନେଶ୍ୱର: ରାଜ୍ୟରେ ଫ୍ଲାଟନିଂ ସ୍ଥିତିରେ କରୋନା ସଂକ୍ରମଣ । କେବେ ବଢୁଛି ତ କେତେବେଳେ ଖସୁଛି । ଗତକାଲି ୧୦ ହଜାର ପାର କରିଥିଲା । ଆଜି ପୁଣି ୮ ହଜାରକୁ ଖସିଛି ଦୈନିକ ସଂକ୍ରମଣ । ଗତ ୨୪ ଘଣ୍ଟାରେ ଚିହ୍ନଟ ହୋଇଛନ୍ତି ୮ହଜାର ୧୫ ନୂଆ ଆକ୍ରାନ୍ତ । ଗତକାଲି ଅପେକ୍ଷା ୨ହଜାର ୩୯୮ଟି କମ୍…

ଆଜି ରାଜ୍ୟରୁ ୮୬୮୧ କରୋନା ପଜିଟିଭ୍, କେବଳ ୫ଟି ଜିଲ୍ଲାରୁ ୪୨% ଆକ୍ରାନ୍ତ

ଭୁବନେଶ୍ୱର: ରାଜ୍ୟରେ କରୋନା ସଂକ୍ରମଣ କେବେ କମୁଛି ତ କେବେ ବଢୁଛି । ଗତ ୨୪ ଘଣ୍ଟାରେ ସାରା ରାଜ୍ୟରୁ ଚିହ୍ନଟ ହୋଇଛନ୍ତି ୮ହଜାର ୬୮୧ ନୂଆ ଆକ୍ରାନ୍ତ । କ୍ୱାରେଣ୍ଟାଇନରୁ ୪ହଜାର ୯୪୮ ଓ ଲୋକାଲ୍ କଣ୍ଟାକ୍ଟ କେସ୍ ରହିଛି ୩ହଜାର ୭୩୩ । କରୋନାର ରେଡ୍ ହଟ୍ ଜିଲ୍ଲା ପାଲଟିଛି ଖୋର୍ଦ୍ଧା ।…