Latest Odisha News

BREAKING NEWS

Browsing Tag

Odisha Corona Virus

ରାଜ୍ୟରୁ କରୋନା ନେଲା ଆଉ ୧୦ ଜୀବନ, ସପ୍ତାହେ ଭିତରେ ୫୯ ମୃତ

ଭୁବନେଶ୍ୱର: ରାଜ୍ୟରେ ଦୈନିକ ସଂକ୍ରମଣ ସହ ବଢୁଛି ମୃତ୍ୟୁସଂଖ୍ୟା । କ୍ରମାଗତ ଦ୍ୱିତୀୟ ଦିନରେ ରାଜ୍ୟରୁ ୧୦ ଜଣ ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ମୃତକଙ୍କ ଭିତରେ ପୁରୀ ଓ ରାୟଗଡ଼ା ଜିଲ୍ଲାରୁ ଅଛନ୍ତି ୩ ଜଣ ଲେଖାଏ ଆକ୍ରାନ୍ତ । ସେହିପରି ବୌଦ୍ଧ, ଗଞ୍ଜାମ, ଖୋର୍ଦ୍ଧା ଓ ସୁନ୍ଦରଗଡ଼ରୁ ଜଣେ…

ରାଜ୍ୟରେ ୨୦୦୦ ଡେଇଁଲା କରୋନା ମୃତ୍ୟୁସଂଖ୍ୟା, ଆଜି ୧୦ ମୃତ

ଭୁବନେଶ୍ୱର: ରାଜ୍ୟରେ କରୋନା ମୃତ୍ୟୁସଂଖ୍ୟା ୨୦୦୦ ପାର କରିଛି । ଆଜି ଆଉ ୧୦ ଜଣ ଆକ୍ରାନ୍ତ ଚିକିତ୍ସାଧୀନ ଅବସ୍ଥାରେ ପ୍ରାଣ ହରାଇଛନ୍ତି । ଖୋର୍ଦ୍ଧା ଜିଲ୍ଲାରୁ ମୃତ୍ୟୁବରଣ କରିଛନ୍ତି ସର୍ବାଧିକ ୪ ଜଣ ସଂକ୍ରମିତ । ସେହିପରି ସୁନ୍ଦରଗଡ଼ରୁ ୩ ଜଣ, ରାୟଗଡ଼ାରେ ଆଉ ଦୁଇ ଜଣ ଆକ୍ରାନ୍ତ କରୋନାରେ…

କରୋନା ରେଡ୍ ଜୋନରେ ଅଧା ଓଡ଼ିଶା

ଭୁବନେଶ୍ୱର: ରାଜ୍ୟରେ କରୋନା କାୟା ବିସ୍ତାର କରୁଛି । ଏବେ ଦୈନିକ ସଂକ୍ରମଣ ୬ ହଜାର ଉପରେ ରହୁଛି । ବିଶେଷ କରି ସୀମାବର୍ତ୍ତୀ ଜିଲ୍ଲାଗୁଡ଼ିକରେ ସ୍ଥିତି ଗମ୍ଭୀର । କରୋନା ରେଡ୍ ଜୋନରେ ଏବେ ଅଧା ଓଡ଼ିଶା । ସଂକ୍ରମଣ ବଢୁଥିବା ବେଳେ ଗୋଟିଏ ପରେ ଗୋଟିଏ ଜିଲ୍ଲା ରେଡ୍ ଜୋନକୁ ଯାଉଛି ।…

ରାଜ୍ୟରୁ କରୋନା ନେଲା ଆଉ ୭ ଜୀବନ

ଭୁବନେଶ୍ୱର: ରାଜ୍ୟରେ ଆଜି ସାମାନ୍ୟ କମିଛି ସଂକ୍ରମଣ ଓ ମୃତ୍ୟୁସଂଖ୍ୟା । ଗତ ୨୪ ଘଣ୍ଟାରେ ରାଜ୍ୟରୁ ମହାମାରୀ ନେଇଛି ଆଉ ୭ ଜୀବନ । ରାୟଗଡ଼ା ଜିଲ୍ଲାରୁ ସର୍ବାଧିକ ଦୁଇ ଜଣ ଆକ୍ରାନ୍ତ ଚିକିତ୍ସାଧୀନ ଅବସ୍ଥାରେ ପ୍ରାଣ ହରାଇଛନ୍ତି । ସେହିପରି ସୁନ୍ଦରଗଡ଼, ପୁରୀ, ଖୋର୍ଦ୍ଧା, କଳାହାଣ୍ଡି ଓ…

୬ ଜିଲ୍ଲାରେ କରୋନା ସ୍ଥିତି ଗମ୍ଭୀର: ଆଜି ରାଜ୍ୟରୁ ଯେତିକି ପଜିଟିଭ୍ ତାର ଅଧା ୬ଟି ଜିଲ୍ଲାରୁ ଚିହ୍ନଟ

ଭୁବନେଶ୍ୱର: ଦିନକୁ ଦିନ ରାଜ୍ୟରେ ଗମ୍ଭୀର ହେଉଛି କରୋନା ସ୍ଥିତି । ଅଧିକ ଟେଷ୍ଟିଂ ହେଉଛି । ଚିହ୍ନଟ ହେଉଛନ୍ତି ଅଧିକ ଆକ୍ରାନ୍ତ । ତଥାପି ସେକେଣ୍ଡ ଓ୍ୱେଭରେ ଉପରମୁହାଁ ସ୍ଥିତି ରାଜ୍ୟବାସୀଙ୍କୁ ଆତଙ୍କିତ କରୁଛି । ୬ଟି ଜିଲ୍ଲାରେ ବର୍ଦ୍ଧିତ ସଂକ୍ରମଣ ଏବେ ଚିନ୍ତାର ବିଷୟ ପାଲଟିଛି । ଏହି…

ରାଜ୍ୟରୁ କରୋନା ନେଲା ଆଉ ୭ ଜୀବନ

ଭୁବନେଶ୍ୱର: ରାଜ୍ୟରେ କରୋନା କାୟା ବଢୁଛି । ତାସହ ବଢୁଛି ମୃତ୍ୟୁସଂଖ୍ୟା । ଗତ ୨୪ ଘଣ୍ଟାରେ ସାରା ରାଜ୍ୟରୁ ମହାମାରୀ ନେଇଛି ଆଉ ୭ ଜୀବନ । ଗଞ୍ଜାମ ଓ ରାୟଗଡ଼ା ଜିଲ୍ଲାରୁ ୨ ଜଣ ଲେଖାଏ ଆକ୍ରାନ୍ତ ଚିକିତ୍ସାଧୀନ ଅବସ୍ଥାରେ ପ୍ରାଣ ହରାଇଛନ୍ତି । ସେହିପରି ଖୋର୍ଦ୍ଧା, କଳାହାଣ୍ଡି, କନ୍ଧମାଳ…

ଆଜି ରାଜ୍ୟରୁ ୪ ହଜାର ୭୬୧ ପଜିଟିଭ୍, ଖୋର୍ଦ୍ଧାରୁ ସର୍ବାଧିକ ୮୨୦ ଆକ୍ରାନ୍ତ

ଭୁବନେଶ୍ୱର: ରାଜ୍ୟରେ ବଢୁଛି କରୋନା କାୟା । କ୍ରମାଗତ ଦ୍ୱିତୀୟ ଦିନରେ ରାଜ୍ୟରୁ ଚାରି ହଜାରରୁ ଅଧିକ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଗତ ୨୪ ଘଣ୍ଟାରେ ଚିହ୍ନଟ ହୋଇଛନ୍ତି ୪ହଜାର ୭୬୧ ଆକ୍ରାନ୍ତ । ଏମାନଙ୍କ ଭିତରେ ୨ହଜାର ୭୮୫ ଜଣ କ୍ୱାରେଣ୍ଟାଇନରୁ ଚିହ୍ନଟ ହୋଇଥିବା ବେଳେ ୧୯ଶହ ୭୬ଟି…

କରୋନାର ଲମ୍ବା ଲମ୍ଫ: ଓଡ଼ିଶାରେ ୪୦୦୦ ଡେଇଁଲା ଦୈନିକ ସଂକ୍ରମଣ

ଭୁବନେଶ୍ୱର: ରାଜ୍ୟରେ କରୋନା ମାରୁଛି ଲମ୍ବା ଡିଆଁ । ଦିନକରେ ସଂକ୍ରମଣ ୪ହଜାର ପାର କରିଛି । ଗତ ୨୪ ଘଣ୍ଟାରେ ସାରା ରାଜ୍ୟରୁ ଚିହ୍ନଟ ହୋଇଛନ୍ତି ୪ହଜାର ୪୪୫ ନୂଆ ଆକ୍ରାନ୍ତ । ଏମାନଙ୍କ ଭିତରେ କ୍ୱାରେଣ୍ଟାଇନରୁ ୨୫ଶହ ୭୪ ଜଣ ଥିବା ବେଳେ ଲୋକାଲ୍ କଣ୍ଟାକ୍ଟ କେସ୍ ରହିଛି ୧୮ଶହ ୭୧ଟି ।…

ଓଡ଼ିଶାରୁ ୧,୭୮୪ କରୋନା ପଜିଟିଭ୍, ନୂଆପଡ଼ାରେ ସଂଖ୍ୟା ଟପିଲା ୩୦୦

ଭୁବନେଶ୍ୱର: ଛତିଶଗଡ଼ ସୀମାନ୍ତ ଜିଲ୍ଲାରେ ସଂକ୍ରମଣରେ ବ୍ରେକ ଲାଗୁନି । ରାଜ୍ୟରେ ବଢୁଛି ଦୈନିକ ଆକ୍ରାନ୍ତଙ୍କ ସଂଖ୍ୟା । ଗତ ୨୪ ଘଣ୍ଟାରେ ସାରା ରାଜ୍ୟରୁ ଚିହ୍ନଟ ହୋଇଛନ୍ତି ୧୭ଶହ ୮୪ ନୂଆ ଆକ୍ରାନ୍ତ । ଏମାନଙ୍କ ଭିତରେ କ୍ୱାରେଣ୍ଟାଇନରୁ ୧ହଜାର ୩୫ ଜଣ ଥିବା ବେଳେ ଲୋକାଲ୍ କଣ୍ଟାକ୍ଟ କେସ୍…

ଆଜି ରାଜ୍ୟରୁ ୧୩୭୯ କରୋନା ପଜିଟିଭ୍, ଏସବୁ ଜିଲ୍ଲାରେ ବଢ଼ିଛି

ଭୁବନେଶ୍ୱର: ରାଜ୍ୟରେ ବଢୁଛି ଦୈନିକ କରୋନା ସଂକ୍ରମଣ । ଗତ ୨୪ ଘଣ୍ଟାରେ ଚିହ୍ନଟ ହୋଇଛନ୍ତି ଆଉ ୧୩ଶହ ୭୯ ନୂଆ ଆକ୍ରାନ୍ତ । କ୍ୱାରେଣ୍ଟାଇନରୁ ୮୦୮ ଓ ଲୋକାଲ୍ କଣ୍ଟାକ୍ଟ କେସ୍ ରହିଛି ୫୭୧ଟି । ଆଜି ୩୦ଟି ଯାକ ଜିଲ୍ଲାରୁ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସର୍ବାଧିକ ସୁନ୍ଦରଗଡ଼ ଜିଲ୍ଲାରୁ…