Latest Odisha News

BREAKING NEWS

Browsing Tag

Odisha Corona Virus

ରାଜ୍ୟରୁ ଆଜି ୬୩ କରୋନା ଆକ୍ରାନ୍ତ, ମୟୂରଭଞ୍ଜରୁ ସବୁଠୁ ଅଧିକ

ଭୁବନେଶ୍ୱର: ରାଜ୍ୟରେ ୧୪ ଜିଲ୍ଲାରୁ ଚିହ୍ନଟ ହୋଇଛନ୍ତି ନୂଆ କରୋନା ଆକ୍ରାନ୍ତ । ୧୬ ଜିଲ୍ଲାରୁ କେହି ସଂକ୍ରମିତ ହୋଇ ନାହାନ୍ତି । ଗତ ୨୪ ଘଣ୍ଟାରେ ଓଡ଼ିଶାରୁ ଚିହ୍ନଟ ହୋଇଛନ୍ତି ୬୩ ନୂଆ ଆକ୍ରାନ୍ତ । ଏମାନଙ୍କ ଭିତରେ କ୍ୱାରେଣ୍ଟାଇନରୁ ୩୮ ଜଣ ଥିବା ବେଳେ ଲୋକାଲ୍ କଣ୍ଟାକ୍ଟ କେସ୍ ରହିଛି…

ରାଜ୍ୟରୁ ୫୭ ନୂଆ କରୋନା ସଂକ୍ରମିତ, ୧୭ ଜିଲ୍ଲାରେ ନୂଆ ଆକ୍ରାନ୍ତ ଶୂନ

ଭୁବନେଶ୍ୱର: ରାଜ୍ୟରେ କରୋନା ସଂକ୍ରମଣ ବଢୁଥିଲେ ବି ଦୈନିକ ଆକ୍ରାନ୍ତଙ୍କ ସଂଖ୍ୟା ଶହେ ତଳେ ରହିଛି । ଗତ ୨୪ ଘଣ୍ଟାରେ ୧୩ ଜିଲ୍ଲାରୁ ଚିହ୍ନଟ ହୋଇଛନ୍ତି ୫୭ ନୂଆ ଆକ୍ରାନ୍ତ । ଏମାନଙ୍କ ଭିତରେ କ୍ୱାରେଣ୍ଟାଇନରୁ ୩୪ ଓ ଲୋକାଲ୍ କଣ୍ଟାକ୍ଟ କେସ୍ ରହିଛି ୨୩ଟି । ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ…

ରାଜ୍ୟରୁ ୨୪ ଘଣ୍ଟାରେ ୫୯ କରୋନା ପଜିଟିଭ୍, ସୁନ୍ଦରଗଡ଼ରୁ ସର୍ବାଧିକ ୯ ନୂଆ ଆକ୍ରନ୍ତ

ଭୁବନେଶ୍ୱର: ଦେଶରେ ଦୈନିକ କରୋନା ସଂକ୍ରମଣ ବଢୁଥିବା ବେଳେ ଓଡ଼ିଶାରେ ସ୍ଥିତି ନିୟନ୍ତ୍ରଣାଧୀନ ରହିଛି । ଶହେ ଭିତରେ ରହିଛି ଦୈନିକ ସଂକ୍ରମଣ । ଗତ ୨୪ ଘଣ୍ଟାରେ ସାରା ରାଜ୍ୟରୁ ଚିହ୍ନଟ ହୋଇଛନ୍ତି ୫୯ ନୂଆ ଆକ୍ରାନ୍ତ । କ୍ୱାରେଣ୍ଟାଇନରୁ ୩୫ ଜଣ ଓ ଲୋକାଲ୍ କଣ୍ଟାକ୍ଟ କେସ୍ ରହିଛି ୨୪ଟି ।…

ଆଜି ରାଜ୍ୟରେ ୭୦ କରୋନା ପଜିଟିଭ୍, ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ୱର: ରାଜ୍ୟରେ ସାମାନ୍ୟ ବଢ଼ିଛି ଦୈନିକ କରୋନା ସଂକ୍ରମଣ । ଗତ ୨୪ ଘଣ୍ଟାରେ ରାଜ୍ୟରୁ ଚିହ୍ନଟ ହୋଇଛନ୍ତି ୭୦ ନୂଆ ଆକ୍ରାନ୍ତ । ଏମାନଙ୍କ ଭିତରେ କ୍ୱାରେଣ୍ଟାଇନରୁ ୪୧ ଓ ଲୋକାଲ କଣ୍ଟାକ୍ଟ କେସ୍ ରହିଛି ୨୯ଟି । ମୋଟ୍ ୧୪ ଜିଲ୍ଲାରୁ ନୂଆ ସଂକ୍ରମିତ ବାହାରିଛନ୍ତି । ଖୋର୍ଦ୍ଧା…

ରାଜ୍ୟରେ ବଢୁଛି ଦୈନିକ ସଂକ୍ରମଣ: ଆଜି ଚିହ୍ନଟ ହେଲେ ୯୪ କରୋନା ପଜିଟିଭ୍

ଭୁବନେଶ୍ୱର: ବେଶ କିଛି ଦିନ କମିବା ପରେ ରାଜ୍ୟରେ ପୁଣି ବଢୁଛି ଦୈନିକ କରୋନା ସଂକ୍ରମଣ । ପ୍ରତିଦିନ ଶହେରୁ କମ୍ ଆକ୍ରାନ୍ତ ଚିହ୍ନଟ ହେଉଥିଲେ ବି ସଂଖ୍ୟା ପୂର୍ବ ଅପେକ୍ଷା ଏବେ ବଢ଼ିଛି । ଗତ ୨୪ ଘଣ୍ଟାରେ ସାରା ରାଜ୍ୟରୁ ସଂକ୍ରମିତ ହୋଇଛନ୍ତି ଆଉ ୯୪ଜଣ । ଏମାନଙ୍କ ଭିତରେ କ୍ୱାରେଣ୍ଟାଇନରୁ…

ରାଜ୍ୟରେ ସାମାନ୍ୟ ବଢିଛି ଦୈନିକ କରୋନା କେସ୍: ୨୪ ଘଣ୍ଟାରେ ୮୯ ପଜିଟିଭ୍

ଭୁବନେଶ୍ୱର: ରାଜ୍ୟରେ ଗତକାଲି ଅପେକ୍ଷା ସାମାନ୍ୟ ବଢ଼ିଛି କରୋନା କେସ୍ । ଗତକାଲି ୬୮ ଆକ୍ରାନ୍ତ ଚିହ୍ନଟ ହୋଇଥିଲେ । ଆଜି ବାହାରିଛନ୍ତି ୮୯ ପଜିଟିଭ୍ । କ୍ୱାକେଣ୍ଟାଇନରୁ ୫୩ ଜଣ ଓ ଲୋକାଲ୍ କଣ୍ଟାକ୍ଟ କେସ୍ ରହିଛି ୩୬ଟି । ଗତକାଲି ୨୧ ଜିଲ୍ଲାରୁ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଜି…

ଆଜି ରାଜ୍ୟରୁ ୬୮ କରୋନା ପଜିଟିଭ୍, ନୟାଗଡ଼ ଓ ଢେଙ୍କାନାଳ କରୋନା ମୁକ୍ତ

ଭୁବନେଶ୍ୱର: ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢିଥିଲେ ବି ରାଜ୍ୟରେ ନିୟନ୍ତ୍ରଣ ଭିତରେ ରହିଛି ଦୈନିକ ସଂକ୍ରମଣ । ଗତ ୨୪ ଘଣ୍ଟାରେ ୨୧ ଜିଲ୍ଲାରୁ ଚିହ୍ନଟ ହୋଇଛନ୍ତି ଆଉ ୬୮ ନୂଆ ଆକ୍ରାନ୍ତ । ଏମାନଙ୍କ ଭିତରେ କ୍ୱାରେଣ୍ଟାନରୁ ୪୦ ଜଣ ଥିବା ବେଳେ ଲୋକାଲ୍ କଣ୍ଟାକ୍ଟ କେସ୍ ରହିଛି ୨୮ଟି ।…

ଆଜି ରାଜ୍ୟରୁ ୬୯ କରୋନା ପଜିଟିଭ୍, ୧୨ ଜିଲ୍ଲାରେ ନୂଆ ଆକ୍ରାନ୍ତ ଶୂନ

ଭୁବନେଶ୍ୱର: ଆଜି ରାଜ୍ୟର ୧୮ ଜିଲ୍ଲାରୁ ଚିହ୍ନଟ ହୋଇଛନ୍ତି କରୋନା ଆକ୍ରାନ୍ତ । ୨୪ ଘଣ୍ଟାରେ ୬୯ ଜଣ ସଂକ୍ରମିତ ହୋଇଛନ୍ତି । ଏମାନଙ୍କ ଭିତରେ କ୍ୱାରେଣ୍ଟାଇନରୁ ୪୧ ଜଣ ଅଛନ୍ତି । ଲୋକାଲ୍ କଣ୍ଟାକ୍ଟ କେସ୍ ରହିଛି ୨୮ଟି । ୧୨ ଜିଲ୍ଲାରୁ କେହି ନୂା ସଂକ୍ରମିତ ହୋଇ ନାହାନ୍ତି । ଗତ ୨୪…

ଆଜି ରାଜ୍ୟରୁ ୫୩ କରୋନା ପଜିଟିଭ୍, ସମ୍ୱଲପୁରରୁ ସର୍ବାଧିକ ୧୧ ନୂଆ ଆକ୍ରାନ୍ତ

ଭୁବନେଶ୍ୱର: ରାଜ୍ୟରେ କମୁଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ଦୈନିକ କେସ୍ ୬୦ ତଳକୁ ଖସିଛି । ଗତ ୨୪ ଘଣ୍ଟାରେ ରାଜ୍ୟର ୧୭ ଜିଲ୍ଲାରୁ ଚିହ୍ନଟ ହୋଇଛନ୍ତି ୫୩ ନୂଆ ସଂକ୍ରମିତ । ଏମାନଙ୍କ ଭିତରେ କ୍ୱାରେଣ୍ଟାଇନରୁ ୩୧ ଓ ଲୋକାଲ୍ କଣ୍ଟାକ୍ଟ କେସ୍ ରହିଛି ୨୨ଟି । ସମ୍ୱଲପୁର ଜିଲ୍ଲାରୁ…

ଆଜି ରାଜ୍ୟର ୧୮ ଜିଲ୍ଲାରୁ ଚିହ୍ନଟ ହେଲେ ୮୮ କରୋନା ଆକ୍ରାନ୍ତ

ଭୁବନେଶ୍ୱର: ଏବେ ରାଜ୍ୟରୁ ପ୍ରତିଦିନ ଶହେରୁ କମ୍ କରୋନା ଆକ୍ରାନ୍ତ ବାହାରୁଛନ୍ତି । ଗତ ୨୪ ଘଣ୍ଟାରେ ୧୮ ଜିଲ୍ଲାରୁ ଚିହ୍ନଟ ହୋଇଛନ୍ତି ୮୮ ନୂଆ ଆକ୍ରାନ୍ତ । ଏମାନଙ୍କ ଭିତରେ କ୍ୱାରେଣ୍ଟାଇନରୁ ୫୧ ଜଣ ଓ ଲୋକାଲ୍ କଣ୍ଟାକ୍ଟ କେସ୍ ରହିଛି ୩୭ଟି । ସୁନ୍ଦରଗଡ଼ ଜିଲ୍ଲାରୁ ସର୍ବଧିକ ୨୭ ସଂକ୍ରମିତ…