Latest Odisha News

BREAKING NEWS

Browsing Tag

Odisha Corona Virus

ରାଜ୍ୟର ୨୦ ଜିଲ୍ଲାରୁ ଆଜି ୭୦ କରୋନା ପଜିଟିଭ୍, ନୂଆପଡ଼ାରୁ ସର୍ବାଧିକ ୧୧

ଭୁବନେଶ୍ୱର: ରାଜ୍ୟରେ କାବୁ ପାଉଛି କରୋନା । ଖସୁଛି ଦୈନିକ ଆକ୍ରାନ୍ତଙ୍କ ସଂଖ୍ୟା । ଗତ ୨୪ ଘଣ୍ଟାରେ ୧୯ ଜିଲ୍ଲାରୁ ଚିହ୍ନଟ ହୋଇଛନ୍ତି ୭୦ ନୂଆ ସଂକ୍ରମିତ । ଏମାନଙ୍କ ଭିତରେ କ୍ୱାରେଣ୍ଟାଇନରୁ ଅଛନ୍ତି ୪୨ ଜଣ ଓ ଲୋକାଲ୍ କଣ୍ଟାକ୍ଟ କେସ୍ ରହିଛି ୨୮ଟି । ନୂଆପଡ଼ା ଜିଲ୍ଲାରୁ ସର୍ବାଧିକ ୧୧…

ଭଲ ଖବର: ରାଜ୍ୟରେ ଶହେ ତଳକୁ ଖସିଲା ଦୈନିକ କରୋନା କେସ୍

ଭୁବନେଶ୍ୱର: କରୋନା ଟିକାକରଣ ବେଳେ ରାଜ୍ୟ ଦେଇଛି ଖୁସି ଖବର । ଶହେ ତଳକୁ ଖସିଲା ଦୈନିକ କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ଗତ ୨୪ ଘଣ୍ଟାରେ ସାରା ରାଜ୍ୟରୁ ୯୯ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ଭିତରେ କ୍ୱାରେଣ୍ଟାଇନରୁ ଅଛନ୍ତି ୫୮ ଜଣ । ଲୋକାଲ୍ କଣ୍ଟାକ୍ଟ କେସ୍ ରହିଛି ୪୧ଟି…

ଫେବ୍ରୁଆରୀ ୧୪ରୁ ରାଜ୍ୟରେ ଦିଆଯିବ ଦ୍ୱିତୀୟ ଡୋଜ କୋଭିଡ୍ ଟିକା

ଭୁବନେଶ୍ୱର: ରାଜ୍ୟରେ ସଫଳତାର ସହ ଚାଲିଛି କୋଭିଡ୍ ଟିକାକରଣ । ଫେବ୍ରୁଆରୀ ୧୦ ତାରିଖ ସୁଦ୍ଧା ରାଜ୍ୟର ସମସ୍ତ ୩ ଲକ୍ଷ ୫୦ ହଜାର ସ୍ୱାସ୍ଥ୍ୟକର୍ମୀଙ୍କୁ ପ୍ରଥମ ଡୋଜ ଟିକା ଦିଆଯିବ । ଜାନୁଆରି ୧୬ ତାରିଖରେ ପ୍ରଥମ ଡୋଜ ନେଇଥିବା ସ୍ୱାସ୍ଥ୍ୟକର୍ମୀଙ୍କ ଲାଗି ଦ୍ୱିତୀୟ ଡୋଜ କାର୍ଯ୍ୟକ୍ରମ…

ଆଜି ରାଜ୍ୟରୁ ୧୩୦ କରୋନା ପଜିଟିଭ୍, ୬ ଜିଲ୍ଲାରେ ଶୂନ

ଭୁବନେଶ୍ୱର: ଟିକାକରଣ ଭିତରେ ରାଜ୍ୟରେ କାବୁ ପାଉଛି କରୋନା । ଦୈନିକ ସଂକ୍ରମିତଙ୍କ ସଂଖ୍ୟା ଖସିବାରେ ଲାଗିଛି । ଗତ ୨୪ ଘଣ୍ଟାରେ ସାରା ରାଜ୍ୟରୁ ଚିହ୍ନଟ ହୋଇଛନ୍ତି ୧୩୦ ନୂଆ ଆକ୍ରାନ୍ତ । ୨୪ ଜିଲ୍ଲାରୁ ନୂଆ ସଂକ୍ରମିତ ବାହାରିଛନ୍ତି । ଏମାନଙ୍କ ଭିତରେ କ୍ୱାରେଣ୍ଟାଇନରୁ ୭୬ ଜଣ ଓ ଲୋକାଲ୍…

ଆଜି ରାଜ୍ୟର ୯ ଜିଲ୍ଲାରେ ନୂଆ ସଂକ୍ରମିତ ଶୂନ, ଚିହ୍ନଟ ହେଲେ ୧୫୪ ପଜିଟିଭ୍

ଭୁବନେଶ୍ୱର: ରାଜ୍ୟରେ ଏବେ ଦୁଇ ଶହ ଭିତରେ ରହୁଛି ଦୈନିକ କରୋନା ସଂକ୍ରମିତଙ୍କ ସଂଖ୍ୟା । ନିୟନ୍ତ୍ରଣକୁ ଆସିଛି ମହାମାରୀ । ଗତ ୨୪ ଘଣ୍ଟାରେ ସାରା ରାଜ୍ୟରୁ ଚିହ୍ନଟ ହୋଇଛନ୍ତି ଆଉ ୧୫୪ ଆକ୍ରାନ୍ତ । କ୍ୱାରେଣ୍ଟାଇନରୁ ୮୯ ଓ ଲୋକାଲ୍ କଣ୍ଟାକ୍ଟ କେସ୍ ରହିଛି ୬୫ଟି । ୨୧ ଜିଲ୍ଲାରୁ ନୂଆ…

ଆଜି ଓଡ଼ିଶାରୁ ଚିହ୍ନଟ ହେଲେ ୧୪୩ କରୋନା ପଜିଟିଭ୍, ୧୯ ଜିଲ୍ଲାରେ ଦୁଇ ଅଙ୍କରୁ କମ୍ ଆକ୍ରାନ୍ତ

ଭୁବନେଶ୍ୱର: ରାଜ୍ୟରେ ସୁରୁଖୁରୁରେ ଟିକାକରଣ ଚାଲଛି । ଏହାରି ଭିତରେ ଦୈନିକ ଖସୁଛି କରୋନା ସଂକ୍ରମଣ । କାବୁ ପାଉଛି ମହାମାରୀ । ଗତ ୨୪ ଘଣ୍ଟାରେ ସାରା ରାଜ୍ୟରୁ ଚିହ୍ନଟ ହୋଇଛନ୍ତି ୧୪୩ ନୂଆ ଆକ୍ରାନ୍ତ । ଏମାନଙ୍କ ଭିତରେ କ୍ୱାରେଣ୍ଟାଇନରୁ ୮୪ ଓ ଲୋକାଲ୍ କଣ୍ଟାକ୍ଟ କେସ୍ ରହଛି ୫୯ଟି । ୨୩…

ରାଜ୍ୟର ୧୨ ଜିଲ୍ଲାରୁ ଆଜି କରୋନା ଗାଏବ, ୨୪ ଘଣ୍ଟାରେ ୧୨୨ ପଜିଟିଭ୍

ଭୁବନେଶ୍ୱର: ରାଜ୍ୟରେ କାବୁ ପାଉଛି କରୋନା । ଦୈନିକ ସଂକ୍ରମିତଙ୍କ ସଂଖ୍ୟା କ୍ରମାଗତ ଖସିବାରେ ଲାଗିଛି । ଗତ ୨୪ ଘଣ୍ଟାରେ ରାଜ୍ୟରୁ ଚିହ୍ନଟ ହୋଇଛନ୍ତି ୧୨୨ ନୂଆ ଆକ୍ରାନ୍ତ । ଏମାନଙ୍କ ଭିତରେ କ୍ୱାରେଣ୍ଟାଇନରୁ ୭୨ ଜଣ ଓ ଲୋକାଲ୍ କଣ୍ଟାକ୍ଟ କେସ୍ ରହିଛି ୫୦ଟି । ଆଜି ରାଜ୍ୟର ୧୨ ଜିଲ୍ଲାରୁ…

କମୁଛି କରୋନା କାୟା: ୨୪ ଘଣ୍ଟାରେ ରାଜ୍ୟରୁ ୧୩୪ ପଜିଟିଭ୍

ଭୁବନେଶ୍ୱର: ରାଜ୍ୟରେ ଧୀରେ ଧୀରେ କରୋନା କାୟା କମୁଛି । ଦୈନିକ ପଜିଟିଭ୍ କେସ୍ ହ୍ରାସ ପାଉଛି । ଗତ ୨୪ ଘଣ୍ଟାରେ ସାରା ରାଜ୍ୟରୁ ୧୩୪ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ଭିତରେ କ୍ୱାରେଣ୍ଟାଇନରୁ ଅଛନ୍ତି ୭୯ ଜଣ । ଲୋକାଲ୍ କଣ୍ଟାକ୍ଟ କେସ୍ ରହିଛି ୫୫ଟି । ମୋଟ୍ ୨୧ ଜିଲ୍ଲାରୁ…

ରାଜ୍ୟରୁ ଆଜି ଚିହ୍ନଟ ହେଲେ ୧୭୮ କରୋନା ପଜିଟିଭ୍, ପଶ୍ଚିମ ଓଡ଼ିଶାରୁ ଅଧିକ

ଭୁବନେଶ୍ୱର: ରାଜ୍ୟରେ କମିଛି ଦୈନିକ କରୋନା ସଂକ୍ରମଣ । ଗତ ୨୪ ଘଣ୍ଟାରେ ଚିହ୍ନଟ ହୋଇଛନ୍ତି ୧୭୮ ଆକ୍ରାନ୍ତ । କ୍ୱାରେଣ୍ଟାଇନରୁ ୧୦୩ ଜଣ ଚିହ୍ନଟ ହୋଇଥିବା ବେଳେ ଲୋକାଲ୍ କଣ୍ଟାକ୍ଟ କେସ୍ ରହିଛି ୭୫ଟି । ୨୨ଜିଲ୍ଲାରୁ ନୂଆ ସଂକ୍ରମିତ ବାହାରିଛନ୍ତି । ପଶ୍ଚିମ ଓଡ଼ିଶା ଜିଲ୍ଲାରୁ ଅଧିକ ନୂଆ…

ରାଜ୍ୟରୁ ୨୪ ଘଣ୍ଟାରେ ୨୧୦ କରୋନା ପଜିଟିଭ୍, ୫ ଜିଲ୍ଲାରେ ନୂଆ ଆକ୍ରାନ୍ତ ଶୂନ

ଭୁବନେଶ୍ୱର: ରାଜ୍ୟରେ କମିଛି ଦୈନିକ କରୋନା ସଂକ୍ରମିତଙ୍କ ସଂଖ୍ୟା । ପ୍ରତିଦିନ ଏବେ ଅଢ଼େଇ ଶହ ଭିତରେ ନୂଆ ଆକ୍ରାନ୍ତ ବାହାରୁଛନ୍ତି । ଗତ ୨୪ଘଣ୍ଟାରେ ସାରା ରାଜ୍ୟରୁ ଚିହ୍ନଟ ହୋଇଛନ୍ତି ୨୧୦ ଜଣ ନୂଆ ଆକ୍ରାନ୍ତ । ଏମାନଙ୍କ ଭିତରେ କ୍ୱାରେଣ୍ଟାଇନରୁ ୧୨୨ ଓ ଲୋକାଲ୍ କଣ୍ଟାକ୍ଟ କେସ୍ ରହିଛି…