Latest Odisha News
Browsing Tag

Odisha Corona

ଜୁଲାଇରେ କରୋନା ଆଣିଛି ସୁନାମୀ

ନୂଆଦିଲ୍ଲୀ: ଜୁଲାଇରେ ନାଲି ଆଖି ଦେଖାଇଛି କରୋନା । ଭାରତ ଏବଂ ଓଡ଼ିଶାରେ ଲମ୍ବା ଲମ୍ଫ ମାରିଛି । ଦେଶରେ ଦିନକୁ ୫ ହଜାର ପାର୍ କରିଛି ପଜିଟିଭ କେସ୍ । ଲକ୍ଷାଧିକ ପଜିଟିଭ ବାହାରିଛନ୍ତି । ଜୁଲାଇରେ ଦେଶରେ ସାଢ଼େ ୧୦ ଲକ୍ଷରୁ ଅଧିକ ସଂକ୍ରମିତ ହୋଇଥିବା ବେଳେ ରାଜ୍ୟରେ ୨୪ ହଜାରରୁ ଅଧିକ ନୂଆ…

ରାଜ୍ୟରେ ପାଞ୍ଚ ବର୍ଷର ଶିଶୁ ସମେତ ୭ ମୁଣ୍ଡ ନେଲା କରୋନା

ଭୁବନେଶ୍ୱର: ରାଜ୍ୟରେ ଜଣେ ୫ ବର୍ଷର ଶିଶୁ ଜୀବନ ନେଇଛି କରୋନା । ଗତ ୨୪ ଘଣ୍ଟା ଭିତରେ ଆଉ ୭ ଜଣ ସଂକ୍ରମିତ ମୃତ୍ୟୁବରଣ କରିଛନ୍ତି । ମୃତକଙ୍କ ଭିତରେ ଗଞ୍ଜାମ ଜିଲ୍ଲାରୁ ୩ ଜଣ, ରାୟଗଡ଼ାରୁ ଦୁଇ, କଟକ ଜିଲ୍ଲାରୁ ଜଣେ ଓ ଭୁବନେଶ୍ୱରରେ କରୋନା ଆକ୍ରାନ୍ତ ଜଣେ ପାଞ୍ଚ ବର୍ଷର ଶିଶୁ ପ୍ରାଣ…

ମାଲକାନଗିରିରୁ ପ୍ରଥମ ମୁଣ୍ଡ ନେଲା କରୋନା, ୨୪ ଘଣ୍ଟାରେ ଆଉ ୭ ମୃତ

ଭୁବନେଶ୍ୱର: ମାଡୁଛି କରୋନା । ରାଜ୍ୟରେ ନେଉଛି ମୁଣ୍ଡ । ଗତ ୨୪ ଘଣ୍ଟାରେ ଆଉ ୭ ଜଣଙ୍କର ପ୍ରାଣ ନେଇଛି ପ୍ରାଣଘାତୀ ଭାଇରସ୍ ।  ଏମାନଙ୍କ ଭିତରେ ଛଅ ଜଣ ପୁରୁଷ ଥିବା ବେଳେ ଜଣେ ମହିଳା ଅଛନ୍ତି । ମାଲକାନଗିରି ଜିଲ୍ଲାରୁ ପ୍ରଥମ ମୁଣ୍ଡ ନେଇଛି କରୋନା । ଜଣେ ୫୧ ବର୍ଷୀୟ ବ୍ୟକ୍ତି ପ୍ରାଣ…

ଗୋଟିଏ ଦିନରେ ୧୫୦୩ ନୂଆ କରୋନା ପଜିଟିଭ୍ ଚିହ୍ନଟ

ଭୁବନେଶ୍ୱର: ଓଡ଼ିଶାରେ କରୋନାର ପୁଣି ଲମ୍ବା ଲମ୍ଫ । ଗୋଟିଏ ଦିନରେ ଏକାଥରକେ ୧୫ ଶହ ପାର । ୨୪ ଘଣ୍ଟାରେ ଚିହ୍ନଟ ହୋଇଛନ୍ତି ୧ ହଜାର ୫୦୩ ନୂଆ କରୋନା ଆକ୍ରାନ୍ତ । ମୋଟ୍ ୨୮ ଜିଲ୍ଲାରୁ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ଭୂତାଣୁ ସଂକ୍ରମିତଙ୍କ ସଂଖ୍ୟା ୨୬ ହଜାର…

୨୫ ଜିଲ୍ଲାରୁ ସୁସ୍ଥ ହେଲେ ଆଉ ୭୨୮ କରୋନା ଆକ୍ରାନ୍ତ

ଭୁବନେଶ୍ୱର: ଆଜି ଗୋଟିଏ ଦିନରେ ରାଜ୍ୟରେ ୭୨୮ କରୋନା ଆକ୍ରାନ୍ତ ସୁସ୍ଥ । ମୋଟ୍ ୨୫ ଜିଲ୍ଲାରୁ ସଂକ୍ରମିତ ସୁସ୍ଥ ହୋଇଛନ୍ତି । ଗଞ୍ଜାମ ଜିଲ୍ଲାରୁ ସର୍ବାଧିକ ୩୯୧ ଜଣ କୋଭିଡ୍ ହସ୍ପିଟାଲରୁ ଡିସଚାର୍ଜ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ସୁସ୍ଥ ସଂଖ୍ୟା ୧୫ ହଜାର ୯୨୮କୁ ବୃଦ୍ଧି ପାଇଛି ।…

ଓଡ଼ିଶାର ୭୦ ପ୍ରତିଶତ କରୋନା ଆକ୍ରାନ୍ତ ଲକ୍ଷଣହୀନ

ଭୁବନେଶ୍ୱର: ରାଜ୍ୟରେ ବଢୁଛି କରୋନା ସଂକ୍ରମଣ । ଘରକୁ ଘର ବୁଲି ସର୍ଭେ କରାଯିବା ଯୋଗୁ ସଂକ୍ରମିତଙ୍କ ସଂଖ୍ୟା ବଢିଛି । ଏଥିରେ କୌଣସି ଚିନ୍ତା କରିବାର ଆବଶ୍ୟକତା ନାହିଁ । ରାଜ୍ୟରେ କୋଭିଡ୍ ସ୍ଥିତି ନେଇ ପ୍ରେସମିଟର ଏହି ସୂଚନା ଦେଇଛନ୍ତି ସ୍ୱାସ୍ଥ୍ୟ ସଚିବ ପ୍ରଦୀପ୍ତ ମହାପାତ୍ର ।…

ଜୁଲାଇରେ କରୋନାର ଲମ୍ବା ଲମ୍ଫ: ୨୨ ଦିନରେ ୧୩ ହଜାର ପଜିଟିଭ୍

ଭୁବନେଶ୍ୱର : ଜୁଲାଇରେ ରାଜ୍ୟରେ କରୋନା ସଂକ୍ରମଣ ରେକର୍ଡ ସ୍ତର ଛୁଇଁଛି । ପ୍ରଥମେ ଚାରି ଶହ, ପରେ ପାଞ୍ଚ ଶହ, ତାପରେ ଗୋଟିଏ ଦିନରେ ସାତ ଶହ ପଜିଟିଭ୍ କେସ୍ ଆଶୁଥିଲା । ଗତ ଦୁଇ ଦିନ ହେବ ଭୂତାଣୁ ସଂକ୍ରମିତଙ୍କ ସଂଖ୍ୟା ଦିନକୁ ହଜାରେ ଟପିଗଲା । ୨୧ ହଜାର ପାର କରିଛି ଆକ୍ରାନ୍ତଙ୍କ ସଂଖ୍ୟା…

ପ୍ଲାଜମା ଦାନ କଲେ ଓଡ଼ିଶା ଅଗ୍ନିଶମ ବାହିନୀର ଦୁଇ କର୍ମଚାରୀ

ଭୁବନେଶ୍ୱର: ଏନଡିଆରଏଫ୍ ପରେ ପ୍ଲାଜମା ଦାନ କରିଛନ୍ତି ଓଡ଼ିଶା ଅଗ୍ନିଶମ ବାହିନୀର ଦୁଇ ଜଣ କର୍ମଚାରୀ । ଆଜି କଟକ ବଡ଼ ମେଡିକାଲ ପ୍ଲାଜମା ବ୍ୟାଙ୍କରେ ସେମାନେ ପ୍ଲାଜମା ଦାନ କରିଛନ୍ତି । ସେମାନେ ହେଲେ ଆଗ୍ନିକ ସନ୍ତୋଷ ସାମଲ ଓ ଡ୍ରାଇଭର ହାବିଲଦାର ତାପସ ରାଉତ । ଚିକିତ୍ସା ପରେ ନିକଟରେ…

କରୋନାରେ ଗଲା ଆଉ ୬ ଜୀବନ, ମୃତ୍ୟୁସଂଖ୍ୟା ୧୧୪କୁ ବୃଦ୍ଧି

ଭୁବନେଶ୍ୱର: ରାଜ୍ୟରେ କରୋନା କାୟା ବଢ଼ି ଚାଲିଛି । ସଂକ୍ରମଣ ସହ ମୃତ୍ୟୁ ସଂଖ୍ୟା ବଢୁଛି । ଗତ ୨୪ ଘଣ୍ଟାରେ ଯାଇଛି ଆଉ ୬ ଆକ୍ରାନ୍ତଙ୍କ ଜୀବନ । ଏହାକୁ ମିଶାଇ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୧୧୪କୁ ବୃଦ୍ଧି ପାଇଛି । ମୃତକଙ୍କ ଭିତରେ ଗଞ୍ଜାମ ଜିଲ୍ଲାରୁ ୫ ଜଣ ଓ ଖୋର୍ଦ୍ଧା ଜିଲ୍ଲାର ଜଣେ…

ନାଲି ଆଖି ଦେଖାଇଲେଣି ରାୟଗଡ଼ା ଓ ମାଲକାନଗିରି ଜିଲ୍ଲା

ଭୁବନେଶ୍ୱର: ଦକ୍ଷିଣ ଓଡ଼ିଶାରେ କରୋନା ସ୍ଥିତି ସଙ୍ଗୀନ ହେବାରେ ଲାଗିଛି । ବିଭିନ୍ନ ଜିଲ୍ଲାରେ ସଂକ୍ରମଣ ମାଡ଼ି ମାଡ଼ି ଚାଲିଛି । ଗଞ୍ଜାମ ପରେ ଗଜପତି ଓ ଏବେ କନ୍ଧମାଳ, ରାୟଗଡ଼ା, ମାଲକାନଗିରି, ନବରଙ୍ଗପୁର ଜିଲ୍ଲା ରାଜ୍ୟ ପାଇଁ ଟେନସନ୍ । ସବୁଠୁ ଅଧିକ ଚିନ୍ତାର କାରଣ ହୋଇଛି ରାୟଗଡ଼ା ଓ…