କନ୍ଧମାଳ ଜିଲ୍ଲାରୁ ପ୍ରଥମ ମୁଣ୍ଡ ନେଲା କରୋନା, ୨୪ ଘଣ୍ଟାରେ ରାଜ୍ୟରେ ଆଉ ୫ ମୃତ
ଭୁବନେଶ୍ୱର: କନ୍ଧମାଳ ଜିଲ୍ଲାରୁ ପ୍ରଥମ ମୁଣ୍ଡ ନେଲା କରୋନା । ଜଣେ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ରାଜ୍ୟରେ ଗତ ୨୪ ଘଣ୍ଟାରେ କରୋନା ପଜିଟିଭ କେସ୍ ହଜାରେ ପାର୍ କରିଥିବା ବେଳେ ଆଉ ୫ ଜଣଙ୍କର ପ୍ରାଣ ନେଇଛି ମାରାତ୍ମକ ଭାଇରସ୍ । ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୧୦୮କୁ ବୃଦ୍ଧି ପାଇଛି ।…