Latest Odisha News

BREAKING NEWS

Browsing Tag

Odisha CoronaVirus

ଦୈନିକ ସଂକ୍ରମଣରେ ସାମାନ୍ୟ ବୃଦ୍ଧି: ୨୪ ଘଣ୍ଟାରେ ରାଜ୍ୟରୁ ୨୬୦ କରୋନା ପଜିଟିଭ୍

ଭୁବନେଶ୍ୱର: ଗତକାଲି ଅପେକ୍ଷା ଆଜି ରାଜ୍ୟରେ ଦୈନିକ କରୋନା ସଂକ୍ରମଣ ସାମାନ୍ୟ ବଢ଼ିଛି । ଗତ ୨୪ଘଣ୍ଟାରେ ଚିହ୍ନଟ ହୋଇଛନ୍ତି ୨୬୦ ନୂଆ ଆକ୍ରାନ୍ତ । ଏମାନଙ୍କ ଭିତରେ କ୍ୱାରେଣ୍ଟାଇନରୁ ୧୫୧ ଜଣ ଓ ଲୋକାଲ୍ କଣ୍ଟାକ୍ଟ କେସ୍ ରହିଛି ୧୦୯ଟି । ଆଜି ୨୯ ଜିଲ୍ଲାରୁ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି…

ଦେଶରୁ ୨୪ ଘଣ୍ଟାରେ ୧୮, ୬୪୫ କରୋନା ପଜିଟିଭ୍, ୨୦୧ ମୃତ

ନୂଆଦିଲ୍ଲୀ: ଦେଶରେ କୋଟିଏରୁ ଅଧିକ କରୋନା ସଂକ୍ରମିତ ହୋଇଛନ୍ତି । ସୁସ୍ଥସଂଖ୍ୟା ବି କୋଟିଏ ପାର କରିଛି । ଗତ ୨୪ ଘଣ୍ଟାରେ ସାରା ଦେଶରୁ ୧୮ହଜାର ୬୪୫ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହି ସମୟରେ ସୁସ୍ଥ ହୋଇଛନ୍ତି ୧୯ ହଜାର ୨୯୯ ଆକ୍ରାନ୍ତ । ଦେଶରେ କରୋନା ଆକ୍ରାନ୍ତଙ୍କ ମୋଟ୍ ସଂଖ୍ୟା…

ଆଜି ରାଜ୍ୟରୁ ୨୦୬ କରୋନା ପଜିଟିଭ୍, ୭ଜିଲ୍ଲାରେ ନୂଆ ସଂକ୍ରମିତ ଶୂନ

ଭୁବନେଶ୍ୱର: ରାଜ୍ୟରେ କମୁଛି ଦୈନିକ କରୋନା ସଂକ୍ରମିଣ । ଗତ ୨୪ ଘଣ୍ଟାରେ ଚିହ୍ନଟ ହୋଇଛନ୍ତି ୨୦୬ ନୂଆ ଆକ୍ରାନ୍ତ । କ୍ୱାରେଣ୍ଟାଇନରୁ ୧୧୯ ଓ ଲୋକାଲ୍ କଣ୍ଟାକ୍ଟ କେସ୍ ୮୭ଟି ରହିଛି । ରାଜ୍ୟର ୨୩ଜିଲ୍ଲାରୁ ନୂଆ ସଂକ୍ରମିତ ବାହାରିଛନ୍ତି । ୭ଟି ଜିଲ୍ଲା ନୟାଗଡ଼, କନ୍ଧମାଳ, କଳାହାଣ୍ଡି,…

ରାଜ୍ୟରେ ୨୪ଘଣ୍ଟାରୁ ୨୪୫ କରୋନା ଆକ୍ରାନ୍ତ ଚିହ୍ନଟ, ବଲାଙ୍ଗିରରୁ ସର୍ବାଧିକ

ଭୁବନେଶ୍ୱର: ରାଜ୍ୟରେ କମୁଛି ଦୈନିକ କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ଗତ ୨୪ ଘଣ୍ଟାରେ ଚିହ୍ନଟ ହୋଇଛନ୍ତି ଆଉ ୨୪୫ ସଂକ୍ରମିତ । ଏମାନଙ୍କ ଭିତରେ କ୍ୱାରେଣ୍ଟାଇନରୁ ୧୪୧ ଓ ଲୋକାଲ୍ କଣ୍ଟାକ୍ଟ କେସ୍ ରହିଛି ୧୦୪ଟି । ୭ଟି ଜିଲ୍ଲାରୁ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଶୂନ ରହିଛି । ୨୩ ଜିଲ୍ଲାରୁ…

ରାଜ୍ୟର ୨୩ ଜିଲ୍ଲାରୁ ୨୩୦ କରୋନା ପଜିଟିଭ୍, ୧୧ ଜିଲ୍ଲାରେ ଦୁଇ ଅଙ୍କରୁ କମ୍ ସଂକ୍ରମିତ

ଭୁବନେଶ୍ୱର: ରାଜ୍ୟରେ କରୋନା କାୟା କମିଛି । ଅଧିକାଂଶ ଜିଲ୍ଲାରୁ ଦୈନିକ ଚିହ୍ନଟ ଆକ୍ରାନ୍ତଙ୍କ ସଂଖ୍ୟା ୧୦ରୁ ବି କମ୍ ରହୁଛି । ଗତ ୨୪ ଘଣ୍ଟାରେ ୨୩ଜିଲ୍ଲାରୁ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏଥିରୁ ୧୧ ଜିଲ୍ଲାରୁ ଆକ୍ରାନ୍ତଙ୍କ ସଂଖ୍ୟା ୧୦ରୁ କମ୍ । ଦିନକରେ ବାହାରିଛନ୍ତି ୨୩୦ ପଜିଟିଭ୍ ।…

ରାଜ୍ୟରୁ ଆଜି ଚିହ୍ନଟ ହେଲେ ୨୩୧ କରୋନା ଆକ୍ରାନ୍ତ

ଭୁବନେଶ୍ୱର: ରାଜ୍ୟରେ କମିଛି କରୋନା କାୟା । ତିନି ଶହ ଭିତରେ ରହୁଛି ଦୈନିକ ସଂକ୍ରମିତଙ୍କ ସଂଖ୍ୟା । ଗତ ୨୪ ଘଣ୍ଟାରେ ସାରା ରାଜ୍ୟରୁ ଚିହ୍ନଟ ହୋଇଛନ୍ତି ୨୩୧ ନୂଆ ଆକ୍ରାନ୍ତ । ଏମାନଙ୍କ ଭିତରେ କ୍ୱାରେଣ୍ଟାଇନରୁ ୧୩୩ ଓ ଲୋକାଲ୍ କଣ୍ଟାକ୍ଟ କେସ୍ ରହିଛି ୯୮ଟି । ୨୮ ଜିଲ୍ଲାରୁ ନୂଆ…

ରାଜ୍ୟରୁ ବିଦା ହେଉଛି କରୋନା: ୨୪ଘଣ୍ଟାରେ ୧୯୮ ପଜିଟିଭ୍, ୨ମୃତ

ଭୁବନେଶ୍ୱର: ରାଜ୍ୟର ବିଭିନ୍ନ ଜିଲ୍ଲାରୁ ଏଣିକି ଆଉ ଚିହ୍ନଟ ହେଉ ନାହାନ୍ତି ଦୈନିକ ନୂଆ କରୋନା ଆକ୍ରାନ୍ତ । ଗତ ୨୪ ଘଣ୍ଟାରେ ୭ଜିଲ୍ଲାରୁ ଗାଏବ ହୋଇଛି ମହାମାରୀ । ଅର୍ଥାତ ୨୩ ଜିଲ୍ଲାରୁ ନୂଆ ସଂକ୍ରମିତ ବାହାରିଛନ୍ତି । ଆଜି ଚିହ୍ନଟ ହୋଇଛନ୍ତି ୧୯୮ ନୂଆ ଆକ୍ରାନ୍ତ । ଏମାନଙ୍କ ଭିତରେ…

ରାଜ୍ୟରେ କମିଲା: ୨୪ଘଣ୍ଟାରେ ୧୮୩ କରୋନା ପଜିଟିଭ୍, ୨ ମୃତ

ଭୁବନେଶ୍ୱର: ରାଜ୍ୟରେ ଦୈନିକ କମୁଛି କରୋନା କାୟା । ପୁଣି ଥରେ ଦିନକରେ ଦୁଇ ଶହରୁ କମ୍ ସଂକ୍ରମିତ ହୋଇଛନ୍ତି । ଗତ ୨୪ ଘଣ୍ଚାରେ ସାରା ରାଜ୍ୟରୁ ଚିହ୍ନଟ ହୋଇଛନ୍ତି ୧୮୩ ନୂଆ ଆକ୍ରାନ୍ତ । ଏମାନଙ୍କ ଭିତରେ କ୍ୱାରେଣ୍ଟାଇନରୁ ୧୦୬ ଓ ଲୋକାଲ୍ କଣ୍ଟାକ୍ଟ କେସ୍ ରହିଛି ୭୭ଟି । ୨୬ ଜିଲ୍ଲାରୁ ନୂଆ…

ରାଜ୍ୟରେ କମୁଛି କରୋନା କାୟା: ୨୪ ଘଣ୍ଟାରେ ୨୫୨ ପଜିଟିଭ୍, ୮ ଜିଲ୍ଲାରୁ ନୂଆ ଆକ୍ରାନ୍ତ ଶୂନ

ଭୁବନେଶ୍ୱର: ରାଜ୍ୟର ୮ଟି ଜିଲ୍ଲାରୁ ଆଜି ଚିହ୍ନଟ ହୋଇ ନାହାନ୍ତି କରୋନା ଆକ୍ରାନ୍ତ । ଗତ ୨୪ଘଣ୍ଟାରେ ୨୨ ଜିଲ୍ଲାରୁ ନୂଆ ସଂକ୍ରମିତ ବାହାରିଛନ୍ତି । ଦିନକରେ ଚିହ୍ନଟ ହୋଇଛନ୍ତି ଆଉ ୨୫୨ ଆକ୍ରାନ୍ତ । ଏମାନଙ୍କ ଭିତରେ କ୍ୱାରେଣ୍ଟାଇନରୁ ୧୪୮ ଜଣ ଥିବା ବେଳେ ଲୋକାଲ କଣ୍ଟାକ୍ଟ କେସ୍ ରହିଛି…

ରାଜ୍ୟରୁ ୩୩୪ କରୋନା ଆକ୍ରାନ୍ତ ଚିହ୍ନଟ, ମହାମାରୀ ନେଲା ୪ ଜୀବନ

ଭୁବନେଶ୍ୱର: ରାଜ୍ୟରେ ହ୍ରାସ ପାଇଛି ଦୈନିକ କରୋନା ସଂକ୍ରମଣ ଓ ମୃତ୍ୟୁସଂଖ୍ୟା । ଗତ ୨୪ ଘଣ୍ଟାରେ ସାରା ରାଜ୍ୟରୁ ୩୩୪ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ଭିତରେ କ୍ୱାରେଣ୍ଟାଇନରୁ ଅଛନ୍ତି ୧୯୪ ଆକ୍ରାନ୍ତ । ଲୋକାଲ୍ କଣ୍ଟାକ୍ଟ କେସ୍ ରହିଛି ୧୪୦ଟି । ଗତ ୨୪ ଘଣ୍ଟାରେ ରାଜ୍ୟର…