Latest Odisha News
Browsing Tag

Odisha CoronaVirus

ରାଜ୍ୟର ୨୪ ଜିଲ୍ଲାରୁ ୩୨୫ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ, ୩ ମୃତ

ଭୁବନେଶ୍ୱର: ରାଜ୍ୟରେ ଚାରି ଶହ ତଳେ ରହିଛି ଦୈନିକ କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ଗତ ୨୪ ଘଣ୍ଟାରେ ସାରା ରାଜ୍ୟରୁ ଚିହ୍ନଟ ହୋଇଛନ୍ତି ୩୨୫ ନୂଆ ସଂକ୍ରମିତ । ଏମାନଙ୍କ ଭିତରେ କ୍ୱାରେଣ୍ଟାଇନରୁ ୧୮୭ ଓ ଲୋକାଲ୍ କଣ୍ଟାକ୍ଟ କେସ୍ ରହିଛି ୧୩୮ ଜଣ । Covid-19 Report For 24th…

ରାଜ୍ୟରୁ ୨୪ ଘଣ୍ଟାରେ ୨୬୩ କରୋନା ପଜିଟିଭ୍, ୪ ମୃତ

ଭୁବନେଶ୍ୱର: ରାଜ୍ୟରେ କମୁଛି ଦୈନିକ କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ଗତ ୨୪ ଘଣ୍ଟାରେ ସଂକର୍ମିତ ହୋଇଛନ୍ତି ଆଉ ୨୬୩ ଜଣ । କ୍ୱାରେଣ୍ଟାଇନରୁ ୧୫୧ ଓ ଲୋକାଲ୍ କଣ୍ଟାକ୍ଟ କେସ୍ ରହିଛି ୧୧୨ଟି । ମୋଟ୍ ୨୨ଟି ଜିଲ୍ଲାରୁ ଚିହ୍ନଟ ହୋଇଛନ୍ତି ନୂଆ ଆକ୍ରାନ୍ତ । ଅନୁଗୁଳ ଜିଲ୍ଲାରୁ ସର୍ବାଧିକ ୪୫…

ରାଜ୍ୟରୁ କରୋନାରେ ଆଖି ବୁଜିଲେ ଆଉ ୪ ସଂକ୍ରମିତ

ଭୁବନେଶ୍ୱର: ରାଜ୍ୟରେ ମହାମାରୀ ନେଇଛି ଆଉ ୪ ଆକ୍ରାନ୍ତଙ୍କ ଜୀବନ । ଚିକିତ୍ସାଧୀନ ଅବସ୍ଥାରେ ୪ଟି ଜିଲ୍ଲାର ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଭୁବନେଶ୍ୱରରୁ ୭୦ବର୍ଷୀ ବୃଦ୍ଧଙ୍କର ମୃତ୍ୟୁ ହୋଇଛି । ସେହିପରି ଯାଜପୁର ଜିଲ୍ଲାରୁ ଜଣେ ୭୨ବର୍ଷୀୟ ବୃଦ୍ଧ କରୋନାରେ ଆଖି ବୁଜିଛନ୍ତି । Regret…

ରାଜ୍ୟରୁ ଦିନକରେ ୩୧୯ କରୋନା ଆକ୍ରାନ୍ତ ଚିହ୍ନଟ, ସୁନ୍ଦରଗଡ଼ରୁ ୭୨ ପଜିଟିଭ୍

ଭୁବନେଶ୍ୱର: ରାଜ୍ୟରେ ବଢୁଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା । କିନ୍ତୁ ଦୈନିକ ସଂକ୍ରମଣ ଚାରି ଶହ ଭିତରେ ରହିଛି । ଗତ ୨୪ ଘଣ୍ଟାରେ ସାରା ରାଜ୍ୟରୁ ଚିହ୍ନଟ ହୋଇଛନ୍ତି ୩୧୯ ନୂଆ ଆକ୍ରାନ୍ତ । କ୍ୱାରେଣ୍ଟାଇନରୁ ୧୮୪ ଓ ଲୋକାଲ୍ କଣ୍ଟାକ୍ଟ କେସ୍ ୧୩୫ଟି ରହିଛି । ୨୬ ଜିଲ୍ଲାରୁ ନୂଆ ଆକ୍ରାନ୍ତ…

ମହାମାରୀ ରାଜ୍ୟରୁ ନେଲା ଆଉ ୩ ଜୀବନ

ଭୁବନେଶ୍ୱର: ରାଜ୍ୟରେ କମିଛି ଦୈନିକ କରୋନା ମୃତ୍ୟୁସଂଖ୍ୟା । ଗତ ୨୪ଘଣ୍ଟାରେ ସାରା ରାଜ୍ୟରେ ଆଉ ୩ ଆକ୍ରାନ୍ତଙ୍କ ଜୀବନ ନେଇଛି ମହାମାରୀ । ମୃତକଙ୍କ ଭିତରେ ଅଛନ୍ତି ଦୁଇ ଜଣ ପୁରୁଷ ଓ ଜଣେ ମହିଳା । କଳାହାଣ୍ଡି ଜିଲ୍ଲାରେ ଜଣେ ୨୦ବର୍ଷୀ ଯୁବତୀ କରୋନାରେ ଆଖି ବୁଜିଛନ୍ତି । ସେ ହେପାଟାଇଟିସ୍…

ରାଜ୍ୟର ୨୭ ଜିଲ୍ଲାରୁ ୩୬୩ କରୋନା ପଜିଟିଭ୍, ଖୋର୍ଦ୍ଧା ଓ ସୁନ୍ଦରଗଡ଼ରୁ ସର୍ବାଧିକ

ଭୁବନେଶ୍ୱର: ରାଜ୍ୟରେ ଏବେ ଦୈନିକ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଚାରି ଶହ ଭିତରେ ରହୁଛି । ତିନି ଚାରିଟି ଜିଲ୍ଲାରୁ କେହି ନୂଆ ସଂକ୍ରମିତ ହେଉ ନାହାନ୍ତି । ଗତ ୨୪ ଘଣ୍ଟାରେ ରାଜ୍ୟ ୨୭ ଜିଲ୍ଲାରୁ ଚିହ୍ନଟ ହୋଇଛନ୍ତି ୩୬୩ ନୂଆ ଆକ୍ରାନ୍ତ । କ୍ୱାରେଣ୍ଟାଇନରୁ ୨୦୮ ଓ ଲୋକାଲ୍ କଣ୍ଟାକ୍ଟ କେସ୍…

ରାଜ୍ୟରୁ କରୋନାରେ ଆଉ ୪ ଜଣଙ୍କର ମୃତ୍ୟୁ, ଡେଥ୍ କେସ୍ ୧, ୮୩୬

ଭୁବନେଶ୍ୱର: କରୋନାରେ ରାଜ୍ୟରେ ଆକି ବୁଜିଲେ ଆଉ ୪ଜଣ ଆକ୍ରାନ୍ତ । ଚାରିଟି ଜିଲ୍ଲାରୁ ସଂକ୍ରମିତଙ୍କ ଜୀବନ ନେଇଛି ମହାମାରୀ । ଭୁବନେଶ୍ୱରରୁ ଜଣେ ୭୫ବର୍ଷୀୟ ବୃଦ୍ଧ ପ୍ରାଣ ହରାଇଛନ୍ତି । ସେହିପରି ମୟୂରଭଞ୍ଜ ଜିଲ୍ଲାରେ ଜଣେ ୮୬ବର୍ଷୀୟ ବୃଦ୍ଧଙ୍କ ମୃତ୍ୟୁ ହୋଇଛି । Regret to inform the…

ରାଜ୍ୟରୁ ୨୪ ଘଣ୍ଟାରେ ୩୭୨ କରୋନା ପଜିଟିଭ୍ ଚିହ୍ନଟ

ଭୁବନେଶ୍ୱର: ଗତକାଲି ଅପେକ୍ଷା ରାଜ୍ୟରେ ସାମାନ୍ୟ ବଢ଼ିଛି ଦୈନିକ କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ଗତ ୨୪ ଘଣ୍ଟାରେ ସଂକ୍ରମିତ ହୋଇଛନ୍ତି ଆଉ ୩୭୨ ଜଣ । ଏମାନଙ୍କ ଭିତରେ କ୍ୱାରେଣ୍ଟାଇନରୁ ୨୧୪ ଜଣ ଥିବା ବେଳେ ଲୋକାଲ୍ କଣ୍ଟାକ୍ଟ କେସ୍ ରହିଛି ୧୫୯ଟି । ମୋଟ୍ ୨୭ ଜିଲ୍ଲାରୁ ନୂଆ ଆକ୍ରାନ୍ତ…

କମୁଛି ଦୈନିକ ଡେଥ୍ କେସ୍: ରାଜ୍ୟରେ ୩ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ

ଭୁବନେଶ୍ୱର: ରାଜ୍ୟରେ ନିୟନ୍ତ୍ରଣକୁ ଆସିଛି ଦୈନିକ କରୋନା ମୃତ୍ୟୁସଂଖ୍ୟା । ଗତ ୨୪ ଘଣ୍ଟାରେ ରାଜ୍ୟରୁ ଆଉ ୩ ଜଣ ସଂକ୍ରମିତ ଚିକିତ୍ସାଧୀନ ଅବସ୍ଥାରେ ପ୍ରାଣ ହରାଇଛନ୍ତି । ଦୁଇ ଜଣ ପୁରୁଷ ଓ ଜଣେ ମହିଳା ମୃତ୍ୟୁବରଣ କରିଛନ୍ତି । ଜଗତସିଂହପୁର ଜିଲ୍ଲାରୁ ଜଣେ ୮୨ବର୍ଷୀୟ କରୋନା ସଂକ୍ରମିତ…

ରାଜ୍ୟର ୨୬ ଜିଲ୍ଲାରୁ ୩୫୬ କରୋନା ପଜିଟିଭ୍ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ ଏବେ ଚାରି ଶହ ତଳେ ରହୁଛି ଦୈନିକ କରୋନା ସଂକ୍ରମିତଙ୍କ ସଂଖ୍ୟା । ସ୍ଥିତି ନିୟନ୍ତ୍ରଣକୁ ଆସିଛି । ଗତ ୨୪ ଘଣ୍ଟାରେ ସାରା ରାଜ୍ୟରୁ ଚିହ୍ନଟ ହୋଇଛନ୍ତି ୩୫୬ ନୂଆ କରୋନା ଆକ୍ରାନ୍ତ । ଏମାନଙ୍କ ଭିତରେ କ୍ୱାରେଣ୍ଟାଇନରୁ ୧୯୯ ଓ ଲୋକାଲ୍ କଣ୍ଟାକ୍ଟ କେସ୍ ରହିଛି ୧୫୭ଟି ।…