Latest Odisha News
Browsing Tag

Odisha CoronaVirus

ରାଜ୍ୟ ସରକାରଙ୍କ କରୋନା ଟିକାକରଣ ପ୍ଲାନ୍, କେବଳ ଅନଲାଇନ୍ ପଞ୍ଜିକରଣ

ଭୁବନେଶ୍ୱର: କରୋନା ଟିକା ଆସିଲେ କେମିତି ବଣ୍ଟନ କରାଯିବ । ରାଜ୍ୟବାସୀଙ୍କୁ କେମିତି ମିଳିବ ଟିକା । ଏନେଇ ସରକାର ବିସ୍ତୃତ ରୋଡମ୍ୟାପ ପ୍ରସ୍ତୁତ କରିଛନ୍ତି । କେନ୍ଦ୍ର ନିୟମ ଅନୁସାରେ ଆଗୁଆ ନିଜ ନାମକୁ ପଞ୍ଜିକରଣ କରିବାକୁ ପଡିବ ବୋଲି କହିଛନ୍ତି ଡିଏମ୍‌ଇଟି ସି.ବି.କେ. ମହାନ୍ତି । ସେ…

ମହାମାରୀ ରାଜ୍ୟରୁ ନେଲା ଆଉ ୪ଜୀବନ, ମୃତ୍ୟୁସଂଖ୍ୟା ୧, ୮୧୫କୁ ବୃଦ୍ଧି

ଭୁବନେଶ୍ୱର: ରାଜ୍ୟରେ ବଢୁଛି କରୋନା ମୃତ୍ୟୁସଂଖ୍ୟା । ଗତ ୨୪ଘଣ୍ଟାରେ ଆଉ ୪ ଜଣ ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ମୃତକଙ୍କ ଭିତରେ ଅଛନ୍ତି ୩ଟି ଜିଲ୍ଲାର ସଂକ୍ରମିତ । ମୟୂରଭଞ୍ଜ ଜିଲ୍ଲାରୁ ଆଉ ଦୁଇ ଜଣ ଆକ୍ରାନ୍ତ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁବରଣ କରିଛନ୍ତି । ସେହିପରି ଜଗତସିଂହପୁର ଓ…

ରାଜ୍ୟରୁ ୨୪ ଘଣ୍ଟାରେ ୩୦୦ କରୋନା ପଜିଟିଭ୍, ଅନୁଗୁଳରୁ ସବୁଠୁ ଅଧିକ

ଭୁବନେଶ୍ୱର: ରାଜ୍ୟରେ କାବୁ ପାଉଛି ମହାମାରୀ । କମିଛି ଦୈନିକ ସଂକ୍ରମଣ । ଗତ ୨୪ ଘଣ୍ଟାରେ ତିନି ଶହ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ଭିତରେ କ୍ୱାରେଣ୍ଟାଇନରୁ ଅଛନ୍ତି ୧୭୪ ଆକ୍ରାନ୍ତ । ଲୋକାଲ୍ କଣ୍ଟାକ୍ଟ କେସ୍ ୧୨୬ଟି ରହିଛି । ଅନୁଗୁଳ ଜିଲ୍ଲାରୁ ସର୍ବାଧିକ ୪୪ ଜଣ…

ରାଜ୍ୟରେ କରୋନାରୁ ସୁସ୍ଥ ହେଲେଣି ୯୮% ଆକ୍ରାନ୍ତ, ୨୪ ଘଣ୍ଟାରେ ୩୩୨ ପଜିଟିଭ୍

ଭୁବନେଶ୍ୱର: ରାଜ୍ୟରେ କମୁଛି ଦୈନିକ କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ଚାରି ଶହ ତଳେ ରହୁଛି ସଂକ୍ରମିତଙ୍କ ସଂଖ୍ୟା । ଅଧିକାଂଶ ଜିଲ୍ଲାରୁ ଦିନକୁ ୧୦ରୁ କମ୍ ନୂଆ ଆକ୍ରାନ୍ତ ଚିହ୍ନଟ ହେଉଛନ୍ତି । ଗତ ୨୪ଘଣ୍ଟାରେ ରାଜ୍ୟରୁ ବାହାରିଛନ୍ତି ଆଉ ୩୩୨ ନୂଆ କରୋନା ପଜିଟିଭ୍ । କ୍ୱାରେଣ୍ଟାଇନରୁ ୧୮୯ ଓ…

ରାଜ୍ୟର ୧୬ ଜିଲ୍ଲାରୁ ୧୦ରୁ କମ୍ ନୂଆ କରୋନା ପଜିଟିଭ୍ ଚିହ୍ନଟ, ଦିନକରେ ୩୩୫ ସଂକ୍ରମିତ

ଭୁବନେଶ୍ୱର: ରାଜ୍ୟରେ ଧୀରେ ଧୀରେ କାବୁ ପାଉଛି କରୋନା । ଦୈନିକ ସଂକ୍ରମିତଙ୍କ ସଂଖ୍ୟା ଖସୁଛି । ଗତ ୨୪ ଘଣ୍ଟାରେ ୩୩୫ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । କ୍ୱାରେଣ୍ଟାଇନରୁ ୧୯୩ ଓ ଲୋକାଲ କଣ୍ଟାକ୍ଟ କେସ୍ ୧୪୨ଟି ରହିଛି । ରାଜ୍ୟର ୨୭ ଜିଲ୍ଲାରୁ ନୂଆ ସଂକ୍ରମିତ ବାହାରିଥିବା ବେଳେ ୧୬…

ରାଜ୍ୟରୁ ମହାମାରୀ ନେଲା ଆଉ ୫ ଜୀବନ

ଭୁବନେଶ୍ୱର: ରାଜ୍ୟରେ କରୋନା ନେଲା ଆଉ ୫ ଜୀବନ । ୫ଟି ଜିଲ୍ଲାର ଆକ୍ରାନ୍ତ ଚିକିତ୍ସାଧୀନ ଅବସ୍ଥାରେ ପ୍ରାଣ ହରାଇଛନ୍ତି । ମୃତକଙ୍କ ଭିତରେ ଅଛନ୍ତି ବଲାଙ୍ଗିର ଜିଲ୍ଲାରୁ ଜଣେ ୭୦ବର୍ଷୀୟ ବୃଦ୍ଧା । ଖୋର୍ଦ୍ଧା ଜିଲ୍ଲାରୁ ଜଣେ ୫୩ବର୍ଷୀୟ ବ୍ୟକ୍ତି ମୃତ୍ୟୁବରଣ କରିଛନ୍ତି । ସେହିପରି…

ଭୁବନେଶ୍ୱର, ପୁରୀ ଓ ସମ୍ୱଲପୁରରୁ ଆଖି ବୁଜିଲେ ୫ କରୋନା ସଂକ୍ରମିତ

ଭୁବନେଶ୍ୱର: ରାଜ୍ୟରେ ପ୍ରତିଦିନ କରୋନା ନେଉଛି ଜୀବନ । ଗତ ୨୪ ଘଣ୍ଟାରେ ଚିକିତ୍ସାଧୀନ ଅବସ୍ଥାରେ ଆଉ ୫ଜଣଙ୍କର ମୃତ୍ୟୁ ହୋଇଛି । ୩ଟି ଜିଲ୍ଲାର ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଭୁବନେଶ୍ୱରୁ ଜଣେ ୭୪ବର୍ଷୀୟ ବୃଦ୍ଧ ଓ ଜଣେ ୪୯ ବର୍ଷୀୟ ମହିଳା କରୋନାରେ ମୃତ୍ୟୁବରଣ କରିଛନ୍ତି । Regret…

ଅଧା ଓଡ଼ିଶାରେ ଦୁଇ ଅଙ୍କ ତଳେ ଦୈନିକ ସଂକ୍ରମିତଙ୍କ ସଂଖ୍ୟା

ଭୁବନେଶ୍ୱର: ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢୁଛି । କିନ୍ତୁ କମିଛି ଦୈନିକ ସଂକ୍ରମଣ । ଗତ ୨୪ ଘଣ୍ଟାରେ ସାରା ରାଜ୍ୟରୁ ୩୮୬ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ଭିତରେ କ୍ୱାରେଣ୍ଟାଇନରୁ ୨୨୩ ଓ ଲୋକାଲ କଣ୍ଟାକ୍ଟ କେସ୍ ରହିଛି ୧୬୩ଟି । ୨୮ଟି ଜିଲ୍ଲାରୁ ନୂଆ…

ରାଜ୍ୟରୁ କରୋନାରେ ଆଖି ବୁଜିଲେ ଆଉ ୬ ଆକ୍ରାନ୍ତ

ଭୁବନେଶ୍ୱର: ପ୍ରାଣ ନେଉଛି ପ୍ରାଣଘାତୀ କରୋନା । ଗତ ୨୪ ଘଣ୍ଟାରେ ରାଜ୍ୟରୁ ଆଉ ୬ ଜଣଙ୍କର ଜୀବନ ଯାଇଛି । ୫ଟି ଜିଲ୍ଲାରୁ ଆକ୍ରାନ୍ତ ଚିକିତ୍ସାଧୀନ ଅବସ୍ଥାରେ ପ୍ରାଣ ହରାଇଛନ୍ତି । ମୃତକଙ୍କ ଭିତରେ ଦୁଇ ଜଣ ମହିଳା ଓ ୪ ଜଣ ପୁରୁଷ ଅଛନ୍ତି । 3.A 37-year-old female of Puri district…

ରାଜ୍ୟରେ କମୁଛି ସଂକ୍ରମଣ: ୨୪ ଘଣ୍ଟାରେ ୩୪୯ ପଜିଟିଭ୍, ସୁସ୍ଥହାର ୯୮%

ଭୁବନେଶ୍ୱର: ତିନି ଶହକୁ ଖସିଛି ରାଜ୍ୟରେ ଦୈନିକ କରୋନା ସଂକ୍ରମଣ । ଦିନକୁ ପାଖିପାଖି ୪୦ ହଜାର କୋଭିଡ୍ ଟେଷ୍ଟ ହେଉଛି । କିନ୍ତୁ ସଂକ୍ରମିତଙ୍କ ସଂଖ୍ୟା ବହୁତ କମ୍ ରହୁଛି । ଗତ ୨୪ ଘଣ୍ଟାରେ ସାରା ରାଜ୍ୟରୁ ଚିହ୍ନଟ ହୋଇଛନ୍ତି ୩୪୯ ନୂଆ ଆକ୍ରାନ୍ତ । ଏମାନଙ୍କ ଭିତରେ କ୍ୱାରେଣ୍ଟାଇନରୁ ୧୯୮ ଓ…