Latest Odisha News

BREAKING NEWS

Browsing Tag

Odisha CoronaVirus

ରାଜ୍ୟରୁ ଆଉ ୭ ଜୀବନ ନେଲା ପ୍ରାଣଘାତୀ ଭାଇରସ୍

ଭୁବନେଶ୍ୱର: କରୋନା କାୟା କମୁଥିବା ବେଳେ ରାଜ୍ୟରେ ଦୈନିକ ମୃତ୍ୟୁସଂଖ୍ୟା ହ୍ରାସ ପାଇଛି । ଗତ ୨୪ ଘଣ୍ଟାରେ ଆଉ ୭ ଆକ୍ରାନ୍ତ ଚିକିତ୍ସାଧୀନ ଅବସ୍ଥାରେ ପ୍ରାଣ ହରାଇଛନ୍ତି । ମୃତକଙ୍କ ଭିତରେ ଅଛନ୍ତି ୫ଟି ଜିଲ୍ଲାର ଆକ୍ରାନ୍ତ । କଟକ ଜିଲ୍ଲାରୁ ସର୍ବାଧିକ ୩ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି…

ଓଡ଼ିଶାରେ ୩ହଜାରକୁ ଖସିଲା କରୋନା ଆକ୍ଟିଭ୍ କେସ୍, ୨୪ ଘଣ୍ଟାରେ ୩୬୮ ପଜିଟିଭ

ଭୁବନେଶ୍ୱର: ରାଜ୍ୟରେ କମୁଛି ଦୈନିକ କରୋନା ସଂକ୍ରମଣ । ମୃତ୍ୟୁସଂଖ୍ୟା ବି ଖସୁଛି । ଅଧିକ ଆକ୍ରାନ୍ତ ଆରୋଗ୍ୟ ଲାଭ କରୁଛନ୍ତି । ରାଜ୍ୟରେ ଖସୁଛି ଆକ୍ଟିଭ୍ କେସ୍ । ପ୍ରଥମ ଥର ପାଇଁ ଚାରି ହଜାର ତଳକୁ କରୋନା ସକ୍ରିୟ ମାମଲା ଖସିଛି । ଗତ ୨୪ ଘଣ୍ଟାରେ ସାରା ରାଜ୍ୟରୁ ଚିହ୍ନଟ ହୋଇଛନ୍ତି ୩୬୮…

ରାଜ୍ୟରୁ ୨୪ ଘଣ୍ଟାରେ ୩୯୩ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ ଖସୁଛି ନୂଆ କରୋନା ସଂକ୍ରମିତଙ୍କ ସଂଖ୍ୟା । ଧୀରେ ଧୀରେ ନିୟନ୍ତ୍ରଣକୁ ଆସିଛି ମହାମାରୀ । କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢୁଥିଲେ ବି ଦୈନିକ ସଂକ୍ରମଣରେ ବ୍ରେକ୍ ଲାଗୁଛି । ଗତ ୨୪ ଘଣ୍ଟାରେ ସାରା ରାଜ୍ୟରୁ ଚିହ୍ନଟ ହୋଇଛନ୍ତି ୩୯୩ ନୂଆ ଆକ୍ରାନ୍ତ । କ୍ୱାରେଣ୍ଟାଇନରୁ…

ରାଜ୍ୟରୁ କରୋନାରେ ଆଖି ବୁଜିଲେ ଆଉ ୫ ଆକ୍ରାନ୍ତ

ଭୁବନେଶ୍ୱର: ରାଜ୍ୟରେ କରୋନା ମୃତ୍ୟୁସଂଖ୍ୟା ବଢୁଛି । କିନ୍ତୁ ଦୈନିକ ଡେଥ୍ କେସ୍ ପୂର୍ବ ଅପେକ୍ଷା କମିଛି । ଗତ ୨୪ ଘଣ୍ଟାରେ ଚିକିତ୍ସାଧୀନ ଅବସ୍ଥାରେ ଆଉ ୫ ସଂକ୍ରମିତ ପ୍ରାଣ ହରାଇଛନ୍ତି । ମୃତକଙ୍କ ଭିତରେ ଅଛନ୍ତି ୪ଟି ଜିଲ୍ଲାର ଆକ୍ରାନ୍ତ ଅଛନ୍ତି । ଭୁବନେଶ୍ୱରରୁ କରୋନା ସଂକ୍ରମିତ ଜଣେ…

୨୭ ଜିଲ୍ଲାରୁ ୪୦୯ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ ନିୟନ୍ତ୍ରଣକୁ ଆସୁଛି କରୋନା କାୟା । ସୁସ୍ଥ ହେଲେଣି ୯୮ ପ୍ରତିଶତ ସଂକ୍ରମିତ । ଦୈନିକ ଆକ୍ରାନ୍ତଙ୍କ ସଂଖ୍ୟା କମୁଛି । ଗତ ୨୪ ଘଣ୍ଟାରେ ସାରା ରାଜ୍ୟରୁ ଚିହ୍ନଟ ହୋଇଛନ୍ତି ୪୦୯ ନୂଆ ଆକ୍ରାନ୍ତ । ଏମାନଙ୍କ ଭିତରେ କ୍ୱାରେଣ୍ଟାଇନରୁ ୨୩୪ ଜଣ ଥିବା ବେଳେ ଲୋକାଲ୍…

ରାଜ୍ୟରୁ ୩୭୭ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ, ସୁସ୍ଥ ହାର ୯୮%

ଭୁବନେଶ୍ୱର: ରାଜ୍ୟରେ ଧୀରେ ଧୀରେ କରୋନା କାୟା କମୁଛି । ଦୈନିକ ସଂକ୍ରମିତଙ୍କ ସଂଖ୍ୟା ଖସୁଛି । ଗତ ୨୪ ଘଣ୍ଟାରେ ସାରା ରାଜ୍ୟରୁ ୩୭୭ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । କ୍ୱାରେଣ୍ଟାଇନରୁ ୨୧୫ ଜଣ ଓ ଲୋକାଲ୍ କଣ୍ଟାକ୍ଟ କେସ୍ ରହିଛି ୧୬୨ଟି । ୨୭ଟି ଜିଲ୍ଲାରୁ ଚିହ୍ନଟ ହୋଇଛନ୍ତି ନୂଆ…

ରାଜ୍ୟରୁ ଆଉ ୫ ଜୀବନ ନେଲା ମହାମାରୀ, ମୃତ୍ୟୁସଂଖ୍ୟା ୧, ୭୪୪

ଭୁବନେଶ୍ୱର: ଓଡ଼ିଶାରେ କରୋନା କାୟା କମୁଛି । ସଂକ୍ରମଣ ସହ ମୃତ୍ୟୁସଂଖ୍ୟା ବି ନିୟନ୍ତ୍ରଣକୁ ଆସୁଛି । ଗତ ୨୪ ଘଣ୍ଟାରେ ପ୍ରାଣ ହରାଇଛନ୍ତି ଆଉ ୫ ଜଣ ଆକ୍ରାନ୍ତ । ୩ଟି ଜିଲ୍ଲାରୁ ସଂକ୍ରମିତ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟବରଣ କରିଛନ୍ତି । ପୁରୀ ଜିଲ୍ଲାରୁ ସର୍ବାଧିକ ୩ ଜଣ କରୋନାରେ ଆଖି…

ବଡ଼ ଖବର: ରାଜ୍ୟରେ ଚାରି ଶହ ତଳକୁ ଖସିଲା ଦୈନିକ କରୋନା କେସ୍

ଭୁବନେଶ୍ୱର: ରାଜ୍ୟରେ କାବୁ ପାଉଛି କରୋନା । ନିୟନ୍ତ୍ରଣକୁ ଆସୁଛି ମହାମାରୀ । ଦୈନିକ ସଂକ୍ରମଣ କମୁଛି । ଗତ ୨୪ ଘଣ୍ଟାରେ ଚାରି ଶହରୁ କମ୍ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଦିନକରେ ବାହାରିଛି ୩୭୮ ପଜିଟିଭ୍ କେସ୍ । ଏମାନଙ୍କ ଭିତରେ କ୍ୱାରେଣ୍ଟାଇନରୁ ୨୧୯ ଜଣ ଚିହ୍ନଟ ହୋଇଥିବା ବେଳେ…

କମୁଛି କରୋନା ମୃତ୍ୟୁସଂଖ୍ୟା: ରାଜ୍ୟରୁ ଆଖି ବୁଜିଲେ ୫ ଆକ୍ରାନ୍ତ

ଭୁବନେଶ୍ୱର: ରାଜ୍ୟରେ ଧୀରେ ଧୀରେ ନିୟନ୍ତ୍ରଣକୁ ଆସୁଛି କରୋନା । ଦୈନିକ ସଂକ୍ରମିତଙ୍କ ସଂଖ୍ୟା ହ୍ରାସ ପାଉଥିବା ବେଳେ ମୃତ୍ୟୁସଂଖ୍ୟା ବି କମୁଛି । ଗତ ୨୪ ଘଣ୍ଟାରେ ୫ ଜଣ ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏମାନଙ୍କ ଭିତରେ ଅଛନ୍ତି ଖୋର୍ଦ୍ଧା ଜିଲ୍ଲାରୁ ତିନି ଜଣ ଆକ୍ରାନ୍ତ । ସେହିପରି…

ରାଜ୍ୟବାସୀଙ୍କୁ ଭଲ ଖବର: ୫୦୦ ତଳକୁ ଖସିଲା ଦୈନିକ ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ୱର: ରାଜ୍ୟରେ କମୁଛି କରୋନା ଟ୍ରେଣ୍ଡ । ଦୀର୍ଘ ମାସ ପରେ ନୂଆ ସଂକ୍ରମିତଙ୍କ ସଂଖ୍ୟା ୫୦୦ ତଳକୁ ହ୍ରାସ ପାଇଛି । ଗତ ୨୪ ଘଣ୍ଟାରେ ସାରା ରାଜ୍ୟରୁ ଚିହ୍ନଟ ହୋଇଛନ୍ତି ୪୧୮ ନୂଆ ଆକ୍ରାନ୍ତ । ଏମାନଙ୍କ ଭିତରେ କ୍ୱାରେଣ୍ଟାଇନରୁ ୨୪୧ ଓ ଲୋକାଲ୍ କଣ୍ଟାକ୍ଟ କେସ୍ ରହିଛି ୧୭୭ଟି ।…