Latest Odisha News

BREAKING NEWS

Browsing Tag

Odisha CoronaVirus

ଜୀବନ ନେଉଛି ମହାମାରୀ: ୨୪ ଘଣ୍ଟାରେ ଓଡ଼ିଶାରୁ ଆଉ ୧୫ ମୃତ

ଭୁବନେଶ୍ୱର: ପ୍ରାଣ ନେଉଛି ପ୍ରାଣଘାତୀ କରୋନା । ବଢୁଛି ମୃତ୍ୟୁସଂଖ୍ୟା । ଗତ ୨୪ ଘଣ୍ଟାରେ ସାରା ରାଜ୍ୟରୁ ଆଉ ୧୫ ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଚିକିତ୍ସାଧୀନ ଅବସ୍ଥାରେ ୯ଟି ଜିଲ୍ଲାର ଆକ୍ରାନ୍ତ ମୃତ୍ୟୁବରଣ କରିଛନ୍ତି । ସୁନ୍ଦରଗଡ଼ ଜିଲ୍ଲାରେ ଗତ କିଛି ଦିନ ହେବ କରୋନା ମୃତ୍ୟୁସଂଖ୍ୟା…

କମୁଛି ପଜିଟିଭ୍ କେସ୍: ରାଜ୍ୟରୁ ୨୪ ଘଣ୍ଟାରେ ୬୩୮ କରୋନା ପଜିଟିଭ୍

ଭୁବନେଶ୍ୱର: ରାଜ୍ୟରେ ହଜାରେରୁ କମ୍ ରହିଛି ଦୈନିକ କରୋନା କେସ୍ । ଗତ ୨୪ ଘଣ୍ଟାରେ ଚିହ୍ନଟ ହୋଇଛନ୍ତି ୬୩୮ ନୂଆ ଆକ୍ରାନ୍ତ । କ୍ୱାରେଣ୍ଟାଇନରୁ ୩୭୩ ଜଣ ସଂକ୍ରମିତ ହୋଇଛନ୍ତି । ଲୋକାଲ କଣ୍ଟାକ୍ଟ କେସ୍ ରହିଛି ୨୬୫ଟି । ଗଜପତି ଜିଲ୍ଲାକୁ ଛାଡ଼ି ଦେଲେ ବାକି ୨୯ ଜିଲ୍ଲାରୁ ନୂଆ ଆକ୍ରାନ୍ତ…

ରାଜ୍ୟରୁ ୨୪ ଘଣ୍ଟାରେ ୭୫୭ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ ଦୈନିକ କରୋନା କେସ୍ କମୁଛି । ଗତ ୨୪ ଘଣ୍ଟାରେ ସାରା ରାଜ୍ୟରୁ ଚିହ୍ନଟ ହୋଇଛନ୍ତି ୭୫୭ ନୂଆ ଆକ୍ରାନ୍ତ । କ୍ୱାରେଣ୍ଟାଇନରୁ ୪୩୬ ଓ ଲୋକାଲ୍ କଣ୍ଟାକ୍ଟ କେସ୍ ରହିଛି ୩୨୧ଟି । ସବୁ ଜିଲ୍ଲାରୁ ନୂଆ ସଂକ୍ରମିତଙ୍କ ସଂଖ୍ୟା ଶହେରୁ କମ୍ ରହିଛି । Covid-19 Report For…

ପଶ୍ଚିମ ଓଡ଼ିଶାରେ ବଢୁଛି କରୋନା ଡେଥ୍ କେସ୍: ରାଜ୍ୟର ୧୧ ଜିଲ୍ଲାରୁ ଆଉ ୧୭ ମୃତ

ଭୁବନେଶ୍ୱର: ରାଜ୍ୟରେ ନୂଆ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମୁଥିଲେ ବି ମୃତ୍ୟୁ ସଂଖ୍ୟାରେ ଲାଗୁନି ବ୍ରେକ୍ । ଗତ ୨୪ ଘଣ୍ଟାରେ ମହାମାରୀ ଆଉ ୧୭ ଜଣଙ୍କୁ ମାରି ଦେଇଛି । ଚିକିତ୍ସାଧୀନ ଅବସ୍ଥାରେ ୧୧ ଜିଲ୍ଲାରୁ ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । 5.A 45-year-old male of Ganjam…

ହଜାରେ ତଳେ ଦୈନିକ କରୋନା ଆକ୍ରାନ୍ତ ସଂଖ୍ୟା, ୨୪ ଘଣ୍ଟାରେ ରାଜ୍ୟରୁ ୮୬୮ ପଜିଟିଭ୍

ଭୁବନେଶ୍ୱର: ଗତ ସପ୍ତାହେ ହେବ ରାଜ୍ୟରେ କ୍ରମାଗତ ଭାବରେ ହଜାରେ ତଳେ ରହିଛି ଦୈନିକ କରୋନା ଆକ୍ରାନ୍ତଙ୍କ ସଂଖ୍ୟା । କମୁଛି ଲୋକାଲ୍ କଣ୍ଟାକ୍ଚ କେସ୍ । ଗତ ୨୪ ଘଣ୍ଟାରେ ସାରା ରାଜ୍ୟରୁ ସଂକ୍ରମିତ ହୋଇଛନ୍ତି ଆଉ ୮୬୮ ଜଣ । ଏମାନଙ୍କ ଭିତରେ କ୍ୱାରେଣ୍ଟାଇନରୁ ୪୯୯ ଜଣ ଥିବା ବେଳେ ଲୋକାଲ…

ଭଲ ଖବର: ରାଜ୍ୟରେ କରୋନାରୁ ସୁସ୍ଥ ହେଲେଣି ୯୭% ଆକ୍ରାନ୍ତ

ଭୁବନେଶ୍ୱର: ରାଜ୍ୟରେ କମୁଛି ଦୈନିକ କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ବଢୁଛି ସୁସ୍ଥ ସଂଖ୍ୟା । ଆଜି ରାଜ୍ୟରୁ ଆଉ ୧୩ ଶହ ୩ ଜଣ ଆକ୍ରାନ୍ତ ଆରୋଗ୍ୟ ଲାଭ କରିଛନ୍ତି । ସେମାନେ ହସ୍ପିଟାଲରୁ ଡିସଚାର୍ଡ ହୋଇଛନ୍ତି । କଟକରୁ ସର୍ବାଧିକ ୧୦୮, ଅନୁଗୁଳରୁ ୧୦୩, ମୟୂରଭଞ୍ଜରୁ ୧୦୧ ସଂକ୍ରମିତ ସୁସ୍ଥ…

ରାଜ୍ୟରେ କରୋନା ନେଲା ଆଉ ୧୭ ଲୋକଙ୍କ ଜୀବନ

ଭୁବନେଶ୍ୱର: ମହାମାରୀ ନେଉଛି ଜୀବନ । ରାଜ୍ୟରେ ଆଉ ୧୭ ଲୋକଙ୍କର ମୃତ୍ୟୁ ହୋଇଛି । ଚିକିତ୍ସାଧୀନ ଅବସ୍ଥାରେ ୧୦ ଜିଲ୍ଲାର ସଂକ୍ରମିତ ପ୍ରାଣ ହରାଇଛନ୍ତି । ଏମାନଙ୍କ ଭିତରେ ୧୨ ଜଣ ପୁରୁଷ ଓ ୫ ଜଣ ମହିଳା ଅଛନ୍ତି । ପଶ୍ଚିମ ଓଡ଼ିଶାରେ ବଢୁଛି ଡେଥ୍ କେସ୍ । ସୁନ୍ଦରଗଡ଼, ସମ୍ୱଲପୁର ଓ…

ରାଜ୍ୟରେ ଖସୁଛି କରୋନା ଟ୍ରେଣ୍ଡ: ୨୪ ଘଣ୍ଟାରେ ୬୪୪ ପଜିଟିଭ୍

ଭୁବନେଶ୍ୱର: ରାଜ୍ୟରେ ଧୀରେ ଧୀରେ ଖସୁଛି କରୋନା ଗ୍ରାଫ । ଲଗାତାର ଚତୁର୍ଥ ଦିନରେ ହଜାରେରୁ କମ୍ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ପ୍ରତିଦିନ ନୂଆ ସଂକ୍ରମିତଙ୍କ ସଂଖ୍ୟା ପୂର୍ବ ଦିନ ଅପେକ୍ଷା କମ୍ ରହୁଛି । ଗତ ୨୪ ଘଣ୍ଟାରେ ସାରା ରାଜ୍ୟରୁ ଚିହ୍ନଟ ହୋଇଛନ୍ତି ୬୪୪ ଆକ୍ରାନ୍ତ । ଏମାନଙ୍କ…

ଲଗାତାର ଦ୍ୱିତୀୟ ଦିନରେ ରାଜ୍ୟରୁ ୮୦୦ରୁ କମ୍ କରୋନା ପଜିଟିଭ୍ ଚିହ୍ନଟ

ଭୁବନେଶ୍ୱର: ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମୁଥିବା ବେଳେ ଓଡ଼ିଶାରେ ବି ଖସୁଛି ଦୈନିକ ଟ୍ରେଣ୍ଡ । ଲଗାତାର ଦ୍ୱିତୀୟ ଦିନରେ ରାଜ୍ୟରୁ ୮ଶହରୁ କମ୍ ସଂକ୍ରମିତ ହୋଇଛନ୍ତି । ଗତ ୨୪ ଘଣ୍ଟାରେ ସାରା ରାଜ୍ୟରୁ ଚିହ୍ନଟ ହୋଇଛନ୍ତି ୭୪୯ ନୂଆ ଆକ୍ରାନ୍ତ । କ୍ୱାରେଣ୍ଟାଇନରୁ ୪୩୭ ଓ ଲୋକାଲ୍…

ରାଜ୍ୟରେ ଖସୁଛି କରୋନା ଟ୍ରେଣ୍ଡ: ୨୪ ଘଣ୍ଟାରେ ହଜାରେରୁ କମ୍ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର: ଧୀର ଧୀରେ ରାଜ୍ୟରେ କମୁଛି କରୋନା କାୟା । ଖସୁଛି ଦୈନିକ ପଜିଟିଭି କେସ୍ । ଆକ୍ଟିଭ କେସ୍ କମୁଛି । ଗତ ୨୪ ଘଣ୍ଟାରେ ରାଜ୍ୟରୁ ପୁଣି ହଜାରେରୁ କମ୍ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସଂକ୍ରମିତ ହୋଇଛନ୍ତି ଆଉ ୯୮୬ ଜଣ । କ୍ୱାରେଣ୍ଟାଇନରୁ ୫୭୨ ଓ ଲୋକାଲ କଣ୍ଟାକ୍ଟ କେସ୍ ରହିଛି…