Latest Odisha News

BREAKING NEWS

Browsing Tag

Odisha Covid 19

୨୪ ଘଣ୍ଟା, ୨୮ ଜିଲ୍ଲା, ୧୨୧୫ ନୂଆ ପଜିଟିଭ୍

ଭୁବନେଶ୍ୱର: ରାଜ୍ୟରେ ୨୮ ହଜାର ପାର କରିଛି କରୋନା ସଂକ୍ରମିତଙ୍କ ସଂଖ୍ୟା । ଗତ ୨୪ ଘଣ୍ଟାରେ ଚିହ୍ନଟ ହୋଇଛନ୍ତି ୧ ହଜାର ୨୧୫ ଜଣ ନୂଆ ଆକ୍ରାନ୍ତ । କ୍ୱାରେଣ୍ଟାଇନରୁ ୭୫୩ ପଜିଟିଭ୍ କେସ୍ ବାହାରିଥିବା ବେଳେ ଲୋକାଲ୍ କଣ୍ଟାକ୍ଟ କେସ୍ ରହିଛି ୪୬୨ । ଗଞ୍ଜାମ ଜିଲ୍ଲାରୁ ସର୍ବାଧିକ ୩୩୨ ଜଣ…

ଗୋଟିଏ ଦିନରେ ୧୫୦୩ ନୂଆ କରୋନା ପଜିଟିଭ୍ ଚିହ୍ନଟ

ଭୁବନେଶ୍ୱର: ଓଡ଼ିଶାରେ କରୋନାର ପୁଣି ଲମ୍ବା ଲମ୍ଫ । ଗୋଟିଏ ଦିନରେ ଏକାଥରକେ ୧୫ ଶହ ପାର । ୨୪ ଘଣ୍ଟାରେ ଚିହ୍ନଟ ହୋଇଛନ୍ତି ୧ ହଜାର ୫୦୩ ନୂଆ କରୋନା ଆକ୍ରାନ୍ତ । ମୋଟ୍ ୨୮ ଜିଲ୍ଲାରୁ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ଭୂତାଣୁ ସଂକ୍ରମିତଙ୍କ ସଂଖ୍ୟା ୨୬ ହଜାର…

ଗୋଟିଏ ଦିନରେ ରାଜ୍ୟରେ ସର୍ବାଧିକ ୧୦ ମୁଣ୍ଡ ନେଲା କରୋନା

ଭୁବନେଶ୍ୱର: ରାଜ୍ୟରେ ଗୋଟିଏ ଦିନରେ ସର୍ବାଧିକ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ । ଗତ ୨୪ ଘଣ୍ଟା ଭିତରେ ଆଉ ୧୦ ଜଣଙ୍କର ଚିକିତ୍ସାଧୀନ ଅବସ୍ଥାରେ ଜୀବନ ଯାଇଛି । ବାଲେଶ୍ୱର ଓ ଝାରସୁଗୁଡ଼ା ଜିଲ୍ଲାରୁ ପ୍ରଥମ ମୁଣ୍ଡ ନେଇଛି କରୋନା । ବାଲେଶ୍ୱରରେ ଦୁଇ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ…

ଯାଜପୁର ଜିଲ୍ଲାରେ ହଜାରେ ଟପିଲା କରୋନା ପଜିଟିଭ୍ କେସ୍

ଯାଜପୁର: ଜିଲ୍ଲାରେ ବଢୁଛି କରୋନା ସଂକ୍ରମଣ । ଗତ ୨୪ ଘଣ୍ଟାରେ ଆଉ ୨୮ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ଜିଲ୍ଲାରେ ସଂକ୍ରମିତଙ୍କ ସଂଖ୍ୟା ହଜାରେ ଟପିଛି । ଆଜି ସୁଦ୍ଧା ଯାଜପୁର ଜିଲ୍ଲାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧ ହଜାର ୨୧କୁ ବୃଦ୍ଧି ପାଇଛି । ଯାଜପୁର ଜିଲ୍ଲାରେ…