Latest Odisha News
Browsing Tag

Odisha Covid Active Case

ଓଡ଼ିଶାରେ ୫୦ହଜାର ପାର୍ କଲା କରୋନା ଆକ୍ଟିଭ୍ କେସ୍, ୧୪ ଜିଲ୍ଲାରେ କେବଳ ୮୦%

ଭୁବନେଶ୍ୱର: ରାଜ୍ୟରେ ଆଜି ୫୦ ହଜାର ପାର କରିଛି କରୋନା ଆକ୍ଟିଭ୍ କେସ । ଆଜି ଆଉ ୬ହଜାର ୭୩ ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ କରୋନା ସକ୍ରିୟ ମାମଲା ୫୦ହଜାର ୯୫୮କୁ ବୃଦ୍ଧି ପାଇଛି । ରେଡ୍ ଜୋନରେ ରହିଛି ୧୪ଟି ଖୋର୍ଦ୍ଧା, କଟକ, ଯାଜପୁର, ପୁରୀ, ଗଞ୍ଜାମ, ମୟୂରଭଞ୍ଜ, ସୁନ୍ଦରଗଡ଼,…

ଓଡ଼ିଶାରେ ୩ହଜାରକୁ ଖସିଲା କରୋନା ଆକ୍ଟିଭ୍ କେସ୍, ୨୪ ଘଣ୍ଟାରେ ୩୬୮ ପଜିଟିଭ

ଭୁବନେଶ୍ୱର: ରାଜ୍ୟରେ କମୁଛି ଦୈନିକ କରୋନା ସଂକ୍ରମଣ । ମୃତ୍ୟୁସଂଖ୍ୟା ବି ଖସୁଛି । ଅଧିକ ଆକ୍ରାନ୍ତ ଆରୋଗ୍ୟ ଲାଭ କରୁଛନ୍ତି । ରାଜ୍ୟରେ ଖସୁଛି ଆକ୍ଟିଭ୍ କେସ୍ । ପ୍ରଥମ ଥର ପାଇଁ ଚାରି ହଜାର ତଳକୁ କରୋନା ସକ୍ରିୟ ମାମଲା ଖସିଛି । ଗତ ୨୪ ଘଣ୍ଟାରେ ସାରା ରାଜ୍ୟରୁ ଚିହ୍ନଟ ହୋଇଛନ୍ତି ୩୬୮…

ଭଲ ଖବର: ରାଜ୍ୟରେ ୧୦ ହଜାର ତଳକୁ ଖସିଲା କରୋନା ଆକ୍ଟିଭ କେସ୍

ଭୁବନେଶ୍ୱର: କରୋନା ସହ ଲଢେ଼ଇ ଭିତରେ ରାଜ୍ଯ ଦେଇଛି ଖୁସି ଖବର । ବଢୁଛି ସୁସ୍ଥତା ହାର। କମୁଛି ଆକ୍ଟିଭ କେସ୍। ରାଜ୍ୟରେ ୧୦ ହଜାର ତଳକୁ ଖସିଲା କରୋନା ସକ୍ରିୟ ମାମଲା । ଆଜି ରାଜ୍ୟରୁ ୧୩ ଶହ ୪୬ ସଂକ୍ରମିତ ସୁସ୍ଥ ହେବା ପରେ ଆକ୍ଟିଭ ସଂଖ୍ୟା ୯ ହଜାର ୨୧୭କୁ ଖସିଛି। ବର୍ତ୍ତମାନ ରାଜ୍ୟରେ…

ଦୈନିକ କରୋନା ପଜିଟିଭ୍ ଓ ଆକ୍ଟିଭ କେସରେ ଓଡ଼ିଶାର ଟପ୍ ୫ ଜିଲ୍ଲା

ଭୁବନେଶ୍ୱର: ରାଜ୍ୟରେ କରୋନା କାୟା ଧୀରେ ଧୀରେ କମୁଛି । ଏବେ ଦୈନିକ ୩ ହଜାରରୁ କମ୍ ନୂଆ ଆକ୍ରାନ୍ତ ଚିହ୍ନଟ ହେଉଛନ୍ତି । ଖୋର୍ଦ୍ଧା ଓ କଟକରେ ପଜିଟିଭ୍ କେସ୍ ଦିନକୁ ଦିନ ଖସୁଥିବା ବେଳେ ଚିନ୍ତା ବଢ଼ାଇଛି ଅନୁଗୋଳ ଓ ମୟୂରଭଞ୍ଜ ଜିଲ୍ଲା । ସେହିପରି ସୁନ୍ଦରଗଡ଼ରେ ବି ବଢୁଛି ନୂଆ…